ଆମ ଜିଲା ଖବର

ସୁରଟ ଫେରନ୍ତାଙ୍କ ମଧ୍ୟରେ ଶେରଗଡର ୫୭, ଆସିକାର ୧୧ଜଣ

ଆସିକା/ଶେରଗଡ,୨୮ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ସୁରଟରେ ଫସିଥିବା ଓଡ଼ିଆଙ୍କ ମଧ୍ୟରୁ ୪ଟି ବସ୍‌ ଯୋଗେ ଗଞ୍ଜାମ ଜିଲାର ୨୨୮ଜଣ ସୋମବାର ପ୍ରଥମ ଦଫାରେ ଫେରୁଛନ୍ତି। ସେମାନଙ୍କ ମଧ୍ୟରେ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତର ୧୧ଜଣ ରହିଥିବାବେଳେ ଶେରଗଡର ୫୭ଜଣ ରହିଛନ୍ତି। ଏନେଇ...

ମାସ୍କ ବ୍ୟବସାୟୀ ଦେଲେ ଜରିମାନା

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବା ମୋଟ ୧୧ ଜଣଙ୍କ ଠାରୁ ୨୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ସେମାନଙ୍କ ମଧ୍ୟରେ ବଜାରରେ ମାସ୍କ ବିକ୍ରି କରୁଥିବା ଜଣେ ବ୍ୟବସାୟୀ ରହିଛନ୍ତି। ସେ ମାସ୍କ...

ବୁଡାଗୁଡାରେ ଆଉ ୯ ଝାଡାବାନ୍ତିରେ ଆକ୍ରାନ୍ତ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବୁଡାଗୁଡ଼ା ପଞ୍ଚାୟତ ଅଞ୍ଚଳର କଡ଼ଗାବାଲି ଏବଂ ପଡ଼ିକିଆରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୨ଜଣଙ୍କୁ ବୁଡାଗୁଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ସେମାନେ...

ଖାଦାନରେ ପଥର ଖସି ୩ ଶ୍ରମିକ ମୃତ

ପୁରୁଷୋତ୍ତମପୁର,୨୮ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଭାଟକୁମରଡ଼ା କଲେଜ ନିକଟ ଖାଦାନରେ ମଙ୍ଗଳବାର ଅପରାହ୍ନରେ କାମ କରୁଥିବା ବେଳେ ପଥର ଖସି ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି। ମୃତକମାନେ ହେଲେ ଚମାଖଣ୍ଡି ଥାନା...

ବିକ୍ରି ହେଲାନି, ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ସୋନପୁର,୨୮।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଦୁଗ୍ଧ ଶୀତଳ କେନ୍ଦ୍ର ସମ୍ମୁଖ ରାସ୍ତାରେ ମଙ୍ଗଳବାର ଚାଷୀମାନେ କ୍ଷୀର ଢାଳି ପ୍ରତିବାଦ କରିଥିଲେ। ଓମ୍‌ଫେଡ୍‌ ଚାଷୀଙ୍କ ନିକଟରୁ କ୍ଷୀର ନେବାକୁ ମନା କରିବା ପରେ ସେମାନେ ଏହିପରି ଅସନ୍ତୋଷ ଜାହିର...

ସ୍ବାମୀଙ୍କ ସହ ମିଶି ମାକ୍ସ ତିଆରି କରି ବାଣ୍ଟୁଛନ୍ତି ଶାନ୍ତିଲତା

ସୁନ୍ଦରଗଡ଼,୨୮ା୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣକୁ ରୋକିବା ପାଇଁ ମାକ୍ସ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏପରି ପରିସ୍ଥିତିରେ ସମସ୍ତଙ୍କ ପାଖରେ ମାକ୍ସ ପହଞ୍ଚାଇବା ପାଇଁ ଅଣ୍ଟା ଭିଡିଛନ୍ତି ସ୍ଥାନୀୟ ଅଞ୍ଚଳର ସାମାଜିକ କର୍ମୀ ଓ ଭାଜପା ନେତ୍ରୀ ଶାନ୍ତିଲତା ସରାଫ । ନିଜ ଖର୍ଚ୍ଚରେ...

ରାଜସ୍ଥାନରେ ଫସିଛନ୍ତି କଳାହାଣ୍ଡିର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର: ଫେରାଇ ଆଣିବାକୁ ନିବେଦନ

ଭବାନୀପାଟଣା, ୨୮ା୪(ସ୍ବ.ପ୍ର): ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ୨ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ରାଜସ୍ଥାନର କୋଟାକୁ ପଢିବାକୁ ଯାଇ ସେଠାରେ ଫସିରହିଛନ୍ତି। ସେଠାରେ କରୋନା ସଂକ୍ରମଣ ଅଧିଜ ହୋଇଥିବା ଯୋଗଁୁ ଛାତ୍ରୀଛାତ୍ରମାନେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ...

ଘରକୁ ଫେରିବାବେଳେ ବାଟବଣା ହେଲେ, କ୍ୱାରାଣ୍ଟାଇନ ସେଣ୍ଟରରେ ରହିଲେ ଶ୍ରମିକ

ଖପ୍ରାଖୋଲ, ୨୮ା୪(ଡି.ଏନ.ଏ.): ଲକଡାଉନ୍‌ ଯୋଗୁଁ ସବୁଠୁ ବେଶୀ ପ୍ରଭାବିତ ହୋଇଛନ୍ତି ଦାଦନ ଶ୍ରମିକ । ଖାଲି ରାଜ୍ୟ ବାହାରେ ନୁହଁ ରାଜ୍ୟ ଭିତରେ ବି ଭୋଗୁଛନ୍ତି ସମସ୍ୟା । ଫଳରେ କାମ ଅଭାବରେ ଶ୍ରମିକମାନେ ହେଉଛନ୍ତି ଘରମୁହଁା । ହେଲେ...

ବୌଦ୍ଧ ଜିଲା ଓକିଲ ସଂଘ ପକ୍ଷରୁ ଆଇନଜୀବୀ ଦିବସ ପାଳିତ

ବୌଦ୍ଧ, ୨୮ା୪(ସ୍ବ.ପ୍ର): ବୌଦ୍ଧ ଜିଲା ଓକିଲ ସଂଘ ପକ୍ଷରୁ ମଙ୍ଗଳବାର ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। କରୋନା କଟକଣା ଯୋଗୁ ସଂଘ କାର୍ଯ୍ୟାଳୟ ପରିସରରେ ଜିଲା ସଂଘ ସଭାପତି ତାରେଣୀ କୁମାର ମହାପାତ୍ର ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି...

ସହାୟତା ଦାବିରେ କାମ ବନ୍ଦ କଲେ ଟ୍ରକ୍‌ ଡ୍ରାଇଭର

ବଲାଙ୍ଗୀର ଅଫିସ,୨୮ା୪-ଲକ୍‌ଡାଉନ୍‌ ସମୟରେ ଟ୍ରକ୍‌ ଡ୍ରାଇଭରମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ଦାବି କରି ମଙ୍ଗଳବାର ସଂଘର ସମସ୍ତ ଡ୍ରାଇଭର କାମ ବନ୍ଦ କରିଥିଲେ । ଫଳରେ ବଲାଙ୍ଗୀର ରେଳଷ୍ଟେଶନ୍‌ରୁ ପଶ୍ଚିମବଙ୍ଗ ମାଲଦାକୁ ଯିବାକୁ ଥିବା ଚାଉଳ ରେକ୍‌କୁ ଯାଇପାରିନାହିଁ...

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ସଂକ୍ରମଣ ନିରୋଧୀ ୩ ଶହ ପିପିଇ ପ୍ରଦାନ

ବଲାଙ୍ଗୀର ଅଫିସ,୨୮ା୪- ବଲାଙ୍ଗୀର ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାର୍ଯ୍ୟ କରିବାକୁ ଥିବା ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍‌ଙ୍କ ସକାଶେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ୩ ଶହଟି ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁଭମେଣ୍ଟ (ପିପିଇ) ପ୍ରଦାନ କରାଯାଇଛି । ରିଜିଓନାଲ ସେଣ୍ଟର...

ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଏସ୍‌ପି ଦାୟିତ୍ୱ

ଭୁବନେଶ୍ୱର,୨୮।୪(ବ୍ୟୁରୋ)- ୨୦୧୩ ବ୍ୟାଚ୍‌ର ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଫିସର ରାହୁଲ ପି.ଆର୍‌ଙ୍କୁ ଝାରସୁଗୁଡ଼ା ଜିଲା ଏସ୍‌ପି ଭାବେ ନିଯୁକ୍ତି ମିଳିଛି। ରାହୁଲଙ୍କ ନିଯୁକ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ଝାରସୁଗୁଡ଼ା ଏସ୍‌ପି ଭାବେ କାର୍ଯ୍ୟ କରୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri