ଆମ ଜିଲା ଖବର

ମଧୁସୂଦନ ଦାସଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ

କଟକ ଅଫିସ,୨୮।୪: ଓଡ଼ିିଶା ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ମଙ୍ଗଳବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ତିଥି ତଥା ଆଇନଜୀବୀ ଦିବସ ପାଳନ କରାଯାଇଛି। କରୋନା କଟକଣା ପାଇଁ ସାମାଜିକ ଦୂରତ୍ୱ ରଖାଯାଇ ଏହି କାର୍ଯ୍ୟକ୍ରମ ହୋଇଥିଲା। ଆଡଭୋକେଟ...

ଲକ୍‌ଡାଉନରେ ବେଆଇନ ନିଶା କାରବାର : ୪୪ କିଗ୍ରା ଗଞ୍ଜେଇ ସହ କାର୍‌ ଜବତ, ଚାଳକ ଗିରଫ

ପୁରୀ ଅଫିସ, ୨୮ା୪: କରୋନା ମୁକାବିଲା ପାଇଁ ବର୍ତ୍ତମାନ ଲକ୍‌ଡାଉନ ଚାଲିଛି। ଏହି ପ୍ରାଣଘାତୀ ଭୂତାଣୁ କବଳରୁ କିପରି ନିସ୍ତାର ମିଳିବ ସେଥିପାଇଁ ସମସ୍ତେ ଚିନ୍ତିତ ଥିବାବେଳେ କେତେଜଣ ମୁନାଫାଖୋର ବ୍ୟକ୍ତି ଏହି ସମୟରେ ବେଆଇନ ନିଶା କାରବାର ଜାରି...

କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେଉ

କଟକ ଅଫିସ,୨୮।୪: କଟକ ନଗର ମହିଳା ମୋର୍ଚ୍ଚା ତରଫରୁ ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। କ୍ବାରାଣ୍ଟାଇନ ସେଣ୍ଟରରେ ମହିଳାଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବାକୁ ଏଥିରେ...

ନେଳିଆବାଗ୍‌ର ୬୧ନଂ ଆକ୍ରାନ୍ତ ପାଲଟିଛନ୍ତି ‘ସୁପର୍‌ ସ୍ପ୍ରେଡର୍‌’; ୧୨ଜଣଙ୍କୁ କଲେଣି ସଂକ୍ରମିତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାଲେଶ୍ୱର ନେଳିଆବାଗର ୬୧ନଂ କରୋନା ପଜିଟିଭ୍‌ ବ୍ୟକ୍ତି ‘ସୁପର୍‌ ସ୍ପ୍ରେଡର୍‌’ ପାଲଟିଛନ୍ତି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳର ଆଉ ୫ଜଣଙ୍କ ତଥ୍ୟ ଦିଆଯିବା ପରେ ଏହା ସ୍ପଷ୍ଟ ହୋଇଛି। ବ୍ୟକ୍ତିଜଣଙ୍କ ଏହି...

ନେଳିଆବାଗ୍‌ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ ଆକ୍ରାନ୍ତ ବାଲେଶ୍ୱର ନେଳିଆବାଗ୍‌ର ୨୨ ବର୍ଷୀୟ ମହିଳା। ସେ ୬୧ନଂ ଆକ୍ରାନ୍ତଙ୍କ ପଡ଼ୋଶୀ।...

ଘରକୁ ଫେରୁଥିଲେ, ସଙ୍ଗରୋଧ କେନ୍ଦ୍ରକୁ ଗଲେ

ବାମରା,୨୮।୪(ଡି.ଏନ.ଏ): ଓଡ଼ିଶାରେ ଥିବା ବାହ୍ୟ ରାଜ୍ୟ ଶ୍ରମିକଙ୍କୁ ରାଜ୍ୟ ସରକାର ସବୁ ପ୍ରକାର ସହାୟତା ଯୋଗାଇବାର ପ୍ରତିଶ୍ରୁତି ଦେଇ ରାଜ୍ୟ ଛାଡି ନ ଯିବା ପାଇଁ ବାରମ୍ବାର ଅପିଲ କରିଛନ୍ତି। ହେଲେ ଓଡିଶାରୁ ଅନେକ ଶ୍ରମିକ ପଦଯାତ୍ରା, ସାଇକେଲ ଯାତ୍ରା...

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ଦୁଇ ଛାତ୍ରୀଙ୍କ ସହାୟତା

ଆନନ୍ଦପୁର,୨୮। ୪(ସ୍ବ.ପ୍ର.)-କୋଭିଡ-୧୯ର ମୁକାବିଲା ପାଇଁ ମଙ୍ଗଳବାର ଘସିପୁରା ଠାରେ ଥିବା ବାଲ ଶିକ୍ଷା ସଂସ୍ଥାନର ୫ମ ଶ୍ରେଣୀ ଛାତ୍ରୀ ଇପ୍ସୀତା ବେହେରା ୭୨୦୦ ଟଙ୍କା ପ୍ରଧାନ ମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଦାନ କରିଛନ୍ତି। ତାଙ୍କ ବାପା ବିଶ୍ରବାନନ୍ଦ ବେହେରା ଏକ...

ଦେଶୀ ମଦ ଜବତ: ୨ ଗିରଫ

ବନ୍ତ,୨୮ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ଆଡିଆ କେନାଲ ପୋଲ ନିକଟରେ ଆଗରପଡା ମାଜିଷ୍ଟ୍ରେଟ ଦାୟିତ୍ୱରେ ଥିବା ବନ୍ତ ଅତିରିକ୍ତ ତହସିଲଦାର ବନୀତା ରାଣି କିସ୍କୁ ମଙ୍ଗଳବାର ସକାଳେ ଦେଶୀ ମଦ ଜବତ କରିବା ସହ ୨ ଜଣ ବେପାରୀଙ୍କୁ...

ଉତ୍ତରଓଡ଼ିଶା ଛାତ୍ର ବିଜେଡିର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୨୮।୪- ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ବିଜୁ ଛାତ୍ର ଜନତା ଦଳ ଉତ୍ତରଓଡ଼ିଶା ସଂଗଠନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସଂଗଠନର ସମସ୍ତ କାର୍ଯ୍ୟକର୍ତ୍ତାଙ୍କ ସହାୟତା କ୍ରମେ ସଂଗଠନର ସଭାପତି ତାପସ କୁମାର ପାଣିଗ୍ରାହୀ...

ଖବରକାଗଜ ହକରଙ୍କୁ ସହାୟତା ଦେଲେ ପୂର୍ବତନ ଏମ୍‌ପି

ବାଲେଶ୍ୱର ଅଫିସ,୨୮।୪- କରୋନା ପାଇଁ ସମଗ୍ର ବିଶ୍ୱ ଏକ ଅଭାବନୀୟ ପରିସ୍ଥିତି ଦେଇ ଗତି କରୁଥିବାବେଳେ ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏହି ସମୟରେ ଲୋକମାନଙ୍କୁ ଘରେ ରହିବା ପାଇଁ ପ୍ରଶାସନ ପକ୍ଷରୁ...

ନିରାଡ଼ମ୍ବର ଭାବେ ମଧୁବାବୁଙ୍କ ଜୟନ୍ତୀ ପାଳିତ

ବାଲେଶ୍ୱର ଅଫିସ,୨୮।୪- ବାଲେଶ୍ୱରର ଅନ୍ୟତମ ଅଗ୍ରଣୀ ଅନୁଷ୍ଠାନ ‘ଉତ୍କଳ ଗୌରବ ମଧୁସୂଦନ ସାଂସ୍କୃତିକ ପରିଷଦ’ ତରଫରୁ ମଧୁସୂଦନ ଦାସଙ୍କ ୧୭୩ତମ ଜୟନ୍ତୀ ଉତ୍ସବ ନିରାଡ଼ମ୍ବର ଭାବରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ଉପୁଜିଥିବା ମହାମାରୀକୁ ଆଖି ଆଗରେ ରଖି ସାମାଜିକ...

ଅସହାୟଙ୍କୁ ଶୁଖିଲା ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ,୨୮।୪- ସମଗ୍ର ବିଶ୍ୱ କରୋନା ମହାମାରୀରେ କବଳିତ ହୋଇଥିବାବେଳେ ବାଲେଶ୍ୱର ଜିଲାର ପୂର୍ବତନ ଏମ୍‌ପି ତଥା ବିଜୁ ଜନତା ଦଳର ଜିଲାସଭାପତି ଇଂ. ରବୀନ୍ଦ୍ର କୁମାର ଜେନାଙ୍କ ନିର୍ଦ୍ଦେଶରେ ଜିଲା ଛାତ୍ର ସଭାପତି ସିମନ ଦାସମହାପାତ୍ରଙ୍କ ନେତୃତ୍ୱରେ ସମଗ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri