ଆମ ଜିଲା ଖବର

ଜଙ୍ଗଲରୁ ୧୧ କୁଇଣ୍ଟାଲ ପୋଚ ଧରି ନଷ୍ଟ କଲା ପୋଲିସ

ଲଇକେରା, ୨୮।୪ (ଡି.ଏନ.ଏ.)- କରୋନାର ଭୟାବହତା ନେଇ ସାରା ଦେଶ ଲକ ଡାଉନ ହୋଇଥିବା ବେଳେ ପ୍ରାୟତଃ ଦୋକାନ ବଜାର ଏବେ ବି ବନ୍ଦ ରହିଛି । ତେବେ ଏହାର ସୁଯୋଗ ନେଇ କିଛି ଅସାଧୁ ବ୍ୟକ୍ତି ଦେଶୀ ମଦ...

ଲଇକେରାରେ ଆରମ୍ଭ ହେଲା ସ୍ବାବ୍‌ ନମୁନା ସଂଗ୍ରହ

ଲଇକେରା, ୨୮।୪ (ଡି.ଏନ.ଏ.): ଝାରସୁଗୁଡା ଜିଲା ଲଇକେରା ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ସୋମବାର ସ୍ବାବ୍‌ ସଂଗ୍ରହ କେନ୍ଦ୍ର ଆରମ୍ଭ କରାଯାଇଛି । ପ୍ରଥମ ଦିନରେ ଲଇକେରା, କୋଲାବିରା ଓ କିର୍ମିରା ଆଦି ୩ଟି ବ୍ଲକରୁ ୧୦ ଜଣଙ୍କ ସ୍ବାବ୍‌ ସଂଗ୍ରହ...

ଭୋକିଲା ପେଟରେ ପୂଜାର୍ଚ୍ଚନା କରିବା କାଠିକର ପାଠ ହେବ

ସମ୍ବଲପୁର, ୨୮।୪ (ବ୍ୟୁରୋ)- କରୋନା ଭୂତାଣୁକୁ ନେଇ କଟକଣା ଯୋଗୁ ସମ୍ବଲପୁରର ଇଷ୍ଟଦେବୀ ସମଲେଇଙ୍କ ଦର୍ଶନ ମାର୍ଚ୍ଚ ୧୯ ତାରିଖରୁ ବନ୍ଦ ରହିଛି। ହେଲେ ଦେବୀଙ୍କ ପୂଜାର୍ଚ୍ଚନା ରୀତିନୀତି ଓ ପରମ୍ପରାରେ କରାଯାଉଛି । ମନ୍ଦିର ଟ୍ରଷ୍ଟ ବୋର୍ଡ ପୂଜା...

ଚିକିତ୍ସା ଲାଗି ରୁନି ଗଲେ କଟକ ଏସ୍‌ସିବି ମେଡିକାଲ

ବରଗଡ଼ ଅଫିସ୍‌,୨୮।୪: ନିଆଁରେ ପୋଡ଼ିହୋଇ ଗୁରୁତର ଅସୁସ୍ଥ ହୋଇ ପଡ଼ିଥିବା ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଳ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦)ଙ୍କୁ ମଙ୍ଗଳବାର ପୂର୍ବାହ୍ନରେ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସପିଟାଳକୁ...

୨୫ ଲକ୍ଷ ଟଙ୍କା ଲୋଭରେ ୨୫ ହଜାର ଗଲା

ଲାଞ୍ଜିଗଡ,୨୮।୪(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଲାଞ୍ଜିଗଡ ଡମ୍ବବିଶିପଡାର ଜଣେ ବ୍ୟକ୍ତି ଅନ୍‌ ଲାଇନ୍‌ ଠକେଇର ଶିକାର ହୋଇଛନ୍ତି। ସେ ହେଲେ ଗଜେନ୍ଦ୍ର ପରାଭୋଇ। ଦିନ ମଜୁରିଆ ଭାବେ କାମ କରି ସେ ପରିବୁର ଚଳାନ୍ତି। ତେବେ ଗତ ୨୪ତାରିଖ ନ୍ୟାଶନାଲ ଲଟେରୀ ନାମକ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ପେଣ୍ଠପଡ଼ା ସାମାଜିକ କର୍ମୀ

ସାକ୍ଷୀଗୋପାଳ, ୨୮।୪(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ପେଣ୍ଠପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ମଙ୍ଗଳବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ ପଞ୍ଚାୟତର ସାମାଜିକ କର୍ମୀ ଏହି ଆୟୋଜନ କରିଥିଲେ। ଏହି ଅସରରେ ସତ୍ୟବାଦୀ ତହସିଲଦାର କସ୍ତୁରୀ ପ୍ରଧାନ, ବିଡିଓ ସରୋଜ...

ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଅଭିଯୁକ୍ତ ଗିରଫ

ରତ୍ନଗିରି, ୨୮।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା କିମ୍ବା ଗାଳିଗୁଳଜ କରିବା ଏକ ଅପରାଧ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।...

ନାବାଳିକାଙ୍କୁ ଆମ୍ବ ଦେବାକୁ କହି ଘରୁ ଡାକିନେଇ ବଳାତ୍କାର: ଅଭିଯୁକ୍ତ କୋର୍ଟଚାଲାଣ

ବୈପାରିଗୁଡ଼ା, ୨୭।୪(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାରେ କୋରାପୁଟ ଜିଲା ବୈପାରିଗୁଡା ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବୈପାରିଗୁଡା ଥାନା ଅନ୍ତର୍ଗତ ଉମୁରିଆଗୁଡା ଗ୍ରାମର ଘେନୁ ପରଜା (୨୩)। ପ୍ରକାଶ ଯେ,...

ଲକ୍‌ଡାଉନ୍‌ ଊଲ୍ଲଂଘନ: ୪ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୮।୪ (ଡି.ଏନ.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ବଢ଼ିବାରେ ଲାଗିଛି। ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେଥିଲାଗି ପ୍ରଶାସନ ଆଇନକୁ କଡ଼ାକଡି କରିଛନ୍ତି। ହେଲେ କେତେକ ଅମାନିଆ ଲୋକ ଏହି ନିୟମକୁ ମାନୁ ନାହାନ୍ତି। ଭଣ୍ଡାରିପୋଖରୀ ଥାନା...

ମଣ୍ଡିରେ ଗଜା ହେଉଛି ଧାନ

ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି ମଣ୍ଡିରେ ଜଗିଛନ୍ତି। ହେଲେ ଧାନ ଉଠୁନି। ଶେଷରେ ବର୍ଷା ଏବଂ କାକରରେ...

ହାଟଡିହୀରେ ଅସ୍ଥାୟୀ କୋଭିଡ-୧୯ କ୍ୟାମ୍ପ ଖୋଲିବ

ହାଟଡିହୀ, ୨୮।୪(ଡି.ଏନ.ଏ.)-ବାହାର ରାଜ୍ୟ ଫେରନ୍ତାଙ୍କୁ ନେଇ ଜିଲା ପ୍ରଶାସନର ତତ୍ପରତା ପ୍ରକାଶ ପାଇଛି। ତେଣୁ ସେମାନଙ୍କୁ ଥଇଥାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଥିବା ଆଦର୍ଶ ବିଦ୍ୟାଳୟରେ ଅସ୍ଥାୟୀ କୋଭିଡ ମେଡିକାଲ କ୍ୟାମ୍ପ ଖୋଲିବ।...

୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଛନ୍ତି ୨୨୮ ଶ୍ରମିକ: ନିଜ ପଞ୍ଚାୟତ ଆଇସୋଲଶନ ସେଣ୍ଟରରେ ରହିବେ ୧୪ ଦିନ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୨୨୮ ଶ୍ରମିକ ନିଜ ଖର୍ଚ୍ଚରେ ୪ଟି ବସ୍‌ ଯୋଗେ ସୁରତରୁ ଗଞ୍ଜାମ ଫେରୁଥିବା ନେଇ ଗଞ୍ଜାମ ଜ଼ିଲା ପ୍ରଶାସନକୁ ଖବର ମିଳିଛି। ସୋମବାର ସୁରତରୁ ବାହାରିଥିବା ଉକ୍ତ ବସ୍‌ଗୁଡିକ ବୁଧବାର ସକାଳେ ଗଞ୍ଜାମ ଜ଼ିଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri