ଆମ ଜିଲା ଖବର

ଓଡ଼ିଶା ଜଣେ ଟାଣୁଆ, ନିର୍ଭୀକ ନେତାଙ୍କୁ ହରାଇଲା: ପାଟଣା ବିଧାୟକ

ପାଟଣା,୪।୧୦(ସ୍ବ.ପ୍ର.): ପୁରୀ ଜିଲା ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରୁ ୭ ଥର ପ୍ରତିନିଧିତ୍ୱ କରିଥିବା ବିଧାୟକ, ପୂର୍ବତନ ମନ୍ତ୍ରୀ, ବିଜେଡିର ବରିଷ୍ଠ ସ୍ପଷ୍ଟବାଦୀ ନେତା ପ୍ରଦୀପ ମହାରଥୀଙ୍କ ଶନିବାର ବିଳମ୍ବତ ରାତିରେ ପରଲୋକ ଘଟିଛି। ତେବେ ତାଙ୍କ ଆକସ୍ମିକ ବିୟୋଗରେ ପାଟଣା ନିର୍ବାଚନମଣ୍ଡଳୀର…

ତିନିଦିନ ହେଲା ଗ୍ରାମ ନିକଟରେ ପଡ଼ିଛି ସାଇକେଲ ମିଳୁନାହାନ୍ତି ଯୁବକ: ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ହରଭଙ୍ଗା୪।୧୦(ଡି.ଏନ୍‌.ଏ.): ବୌଦ୍ଧଜିଲା ପୁରୁଣାକଟକ ଥାନା ଲୁଣିବାହାଲ ଗ୍ରାମ ପଞ୍ଚାୟତ କଣ୍ଟିଆପଦର ଗ୍ରାମର ନେପାଳ ପ୍ରଧାନଙ୍କ ପୁଅ ଜଗଦୀଶ ପ୍ରଧାନ (୨୩) ଗତ ୨ ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ପରିବାର ପକ୍ଷରୁ ପୁରୁଣାକଟକ ଥାନାରେ ଲିଖିତଭାବେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,…

ପୋଲିସ ଘରୁ ଚୋରି: ସୁନା,ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୪।୯(ଡିଏନଏ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମଥୁରା ଗ୍ରାମର ସନ୍ତୋଷ ପଣ୍ଡାଙ୍କ ଘରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ତେବେ ସନ୍ତୋଷ ଜିଲାର ଆମପାଣି ଥାନାରେ ପୋଲିସ ହାବିଲଦାର ଭାବେ ଦାୟିତ୍ୱ ତୁଲାଉଥିବାରୁ ପୋଲସ ଘରୁ ଚୋରି ନେଇ ଅଞ୍ଚଳରେ…

ବରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯କୁ ବୃଦ୍ଧି, ଆଜି ୯୪ ଚିହ୍ନଟ

ବରଗଡ଼ ଅଫିସ,୪ା୧୦: ବରଗଡ଼ରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଜିଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରବିବାର ପୁଣି ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୨ ମହିଳା ଏବଂ ୬୨ ପୁରୁଷ ଅଛନ୍ତି। ଏହାକୁ ମିଶାଇ…

ଲକ୍ଷାଧିକ ଟଙ୍କାର କାଠଗଣ୍ଡି ଜବତ କଲା ବନ ବିଭାଗ, ୩ ଗିରଫ

ବରଗଡ଼ ଅଫିସ,୪ା୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଏଁଲାଭଟାରେ ଚାଲିଥିବା ଚୋରା କାଠ କାରବାର ଠାବ ହୋଇଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ବନ ବିଭାଗର ଅଧିକାରୀ, କର୍ମଚାରୀମାନେ ସେଠାରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ କାଠଗଣ୍ଡି,…

ବାଇକ୍‌ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ

କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆଗଁା ଗ୍ରାମର ସଞ୍ଜିବ ମହାରଣା(୨୮) ଓ…

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ମଧ୍ୟ ତାଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ସୂଚନାଯୋଗ୍ୟ, ଭଦ୍ରକ ଜିଲା…

କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ଯୋଡ଼ା ଗଣବଳାତ୍କାର ମାମଲା: ଏସ୍‌ପିଙ୍କୁ ଏନ୍‌ଏଚ୍‌ଆରସି ମାଗିଲେ ଅତିରିକ୍ତ ସୂଚନା

କେନ୍ଦୁଝର,୩ା୧୦(ସ୍ବ.ପ୍ର.): ଯୋଡ଼ା ଗଣବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଏସ୍‌ପିଙ୍କୁ ଚିଠି କରି ଅତିରିକ୍ତ ସୂଚନା ମାଗିଛନ୍ତି ା ଏହି ଗଣବଳାତ୍କାର ମାମଲାକୁ ନେଇ କମିଶନ କେସ୍‌ ନମ୍ବର ୨୫୬୧/୧୮-୭-୨୦୧୯ରେ କେସ ରୁଜୁ…

ବରଗଡ଼ରେ ପୁଣି କଫ୍‌ସିରପ କାରବାର: ୨ ଗାଡ଼ି ଜବତ, ୫ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୩ା୧୦: ବରଗଡ଼ ଟାଉନ ଥାନା ପୋଲିସ ସ୍ଥାନୀୟ ଗୋରୁ ମାର୍କେଟ ଅଞ୍ଚଳରୁ ବିପୁଳ ପରିମାଣରେ କଫ୍‌ ସିରପ ଜବତ କରିଛି। ଏହା ସହିତ ଏହି କାରବାରରେ ବ୍ୟବହୃତ ୨ଟି ୪ଚକିଆ ଗାଡ଼ିକୁ ଜବତ କରିବା ସହିତ ୫ ଅଭିଯୁକ୍ତଙ୍କୁ ଗିରଫ…

ଅକ୍ଟୋବରର ପ୍ରତ୍ୟେକ ଶନିବାର, ରବିବାର ବନ୍ଦ ରହିବ ଜି. ଉଦୟଗିରି ବଜାର

ଜି. ଉଦୟଗିରି, ୩।୧୦(ଡି. ଏନ୍‌. ଏ .): କନ୍ଧମାଳ ଜିଲା ଜି. ଉଦୟଗିରି ସହର ସମେତ ଗ୍ରାମାଞ୍ଚଳରେ କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏ ନେଇ ଜି. ଉଦୟଗିରି ବ୍ୟବସାୟୀ ସଂଘ ଜି. ଉଦୟଗିରି ସହରରେ…

ଅନ୍‌ଲାଇନ ଖେଳ ନିଶା: ମା’ ବାପାଙ୍କ ଆକାଉଣ୍ଟରୁ ୯୬ ହଜାର ଟଙ୍କା କାଟି ଜୀବନ ହାରିଲେ ଛାତ୍ର

ଯୋଡ଼ା,୩।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ଗୌଡ଼ବସ୍ତିଠାରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଅନ୍‌ଲାଇନ ଖେଳ ପାଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ, କମାରଯୋଡ଼ାରେ ରହୁଥିବା ବିନୋଦ ଆପଟ୍ଟଙ୍କ ୧୪ ବର୍ଷର ପୁଅ ଅମିତାଂଶୁ ଯୋଡ଼ା ସରସ୍ବତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri