ଆମ ଜିଲା ଖବର

ଜିଲାସୀମା ସହ ଫେରିଘାଟ ସିଲ୍‌ କଲା ପୋଲିସ

ଆରଡି, ୨୮ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଡିପ୍‌ ରେଡ ଜୋନ ଘୋଷଣା ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଏଥିସହିତ ଜିଲା ସୀମା ସହ ଫେରିଘାଟ ସିଲ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ସୋମବାର ଆରଡି ଫାଣ୍ଡି ପୋଲିସ ଭଦ୍ରକ-ଯାଜପୁର ସୀମାକୁ...

ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଫେରିଲେ ଯୁବକ

ଭଣ୍ଡାରିପୋଖରୀ, ୨୮।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଢି଼ଅସାହି ଗ୍ରାମର ଜଣେ ଯୁବକ ସୁଦୂର ୭୦୦ କି.ମି. ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଆସି ସୋମବାର କୁରିଗାଁରେ ପହଞ୍ଚିଛନ୍ତି। ସେ ୨୨ତାରିଖରେ ବିଜୟନଗରମରୁ ୧୨୦୦ ଟଙ୍କା ଦେଇ ଏକ ପୁରୁଣା ସାଇକେଲ...

ବିଳମ୍ବରେ ପହଞ୍ଚିଲା ସହାୟତା

ଚିତ୍ରଡ଼ା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଗରିବ ଓ ଅସହାୟ ଲୋକଙ୍କୁ ସରକାର ୩ ମାସର ଆଗୁଆ ସହାୟତା ଯୋଗାଇ ଦେଇଥିତ୍ବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଘଳୋମୁଁହା ପଞ୍ଚାୟତ ଅଧୀନ ଆଣୁଆ ଗ୍ରାମର ଏକ ଅସହାୟ ପରିବାର ବହୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାରିପଦା ଅଫିସ, ୨୮ା୪- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକ ୧୧ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ...

ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ

ରାଇରଙ୍ଗପୁର,୨୮ା୪(ଡି.ଏନ୍‌.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି ଗ୍ରାମ ବଡ଼ଗୁଣ ବସ୍ତି ଅଞ୍ଚଳର ଗୋବିନ୍ଦ ଦାସ, ଲକ୍ଷ୍ମଣ ଦେହୁରୀ, ପୁରୁଷୋତ୍ତମ ଦେହୁରୀ,...

ବିଧାୟକଙ୍କ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

କୁଆମରା,୨୮ା୪(ଡି.ଏନ୍‌.ଏ.)- ୩ ଦିନ ତଳେ କାଳ ବୈଶାଖୀ ତାଣ୍ଡବରେ ଗୋପବନ୍ଧୁ ନଗର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୁଆମରା ବଜାରର କେତେକ ଦୋକାନ ଛପର ଉଡ଼ି ଯାଇଥିବା ବେଳେ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଓ କୁଆମରା ସାରସ୍ବତ...

କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ...

ଧରମପୁରରେ କଣ୍ଟେନମେଣ୍ଟ ଅବଧି ବଢିଲା

ସଜନାଗଡ଼, ୨୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଧରମପୁର ପଞ୍ଚାୟତରେ ଗତ ୨୦ ତାରିଖରେ ଜଣେ ୨ବର୍ଷର ଶିଶୁକନ୍ୟା କରୋନାରେ ଆକ୍ରାନ୍ତ ହୋଇଥିବା ଚିହ୍ନଟ ହୋଇଥିଲେ। ଫଳରେ ଉକ୍ତ ଅଞ୍ଚଳର ୩ଟି ୱାର୍ଡ଼ ନଂ. ୯, ୧୦ ଓ...

ଖାଦ୍ୟ କିଟ୍‌ ବଣ୍ଟନ

ଖଇରା, ୨୮।୪(ଡି.ଏନ.ଏ.)-ନୂଆଦିଲ୍ଲୀରେ ଆୟକର ବିଭାଗରେ ଡେପୁଟି କମିଶନର ଭାବେ କାର୍ଯ୍ୟରତ ବାଲେଶ୍ୱର ଜିଲା ଖଇରା ବ୍ଲକ ନୂଆଗାଁ ବଡ ଗ୍ରାମର ଆଶିଷ କୁମାର ପଣ୍ଡା ନିଜ ଅଞ୍ଚଳରେ ଅସହାୟମାନଙ୍କ ପାଇଁ ସହଯୋଗ ଅବ୍ୟାହତ ରଖିଛନ୍ତି ା ଖଇରା ଓ ସିମୁଳିଆ...

ବିଭିନ୍ନ ଗ୍ରାମରେ ମାସ୍କ, ପରିବା ବଣ୍ଟନ

ଖଇରା, ୨୮।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରୁଗାଁ ପଞ୍ଚାୟତ ଯୁବ ବିଜେଡି ଆନୁକୂଲ୍ୟରେ ସୋମବାର ଏହି ପଞ୍ଚାୟତର ବିଭିନ୍ନ ଗ୍ରାମରେ ମାସ୍କ ଓ ପରିବା ବଣ୍ଟନ କରାଯାଇଛି। ବିଜୁ ଛାତ୍ର ଜନତା ଦଳର ଉତ୍ତର ଓଡିଶା ଉପସଭାପତି ଗୌତମ...

ଦାରିଙ୍ଗବାଡି ବ୍ଲକ: ଅଧ୍ୟକ୍ଷାଙ୍କ ସଭ୍ୟପଦ ରଦ୍ଦ, ଦାୟିତ୍ୱରେ ଉପାଧ୍ୟକ୍ଷ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁବେନ୍ତୀ ପ୍ରଧାନଙ୍କ ସଭ୍ୟପଦ୍ଦକୁ କୋର୍ଟ ଅସିଦ୍ଧ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ତାଙ୍କ ସଭ୍ୟପଦ୍ଦକୁ ରଦ୍ଦ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂଙ୍କୁ ନିର୍ବାଚନ ପର୍ଯ୍ୟନ୍ତ ଅଧ୍ୟକ୍ଷ ଦାୟୀତ୍ୱରେ...

ବି.ଡକେବାଡ଼ିରେ ଜ୍ୱର ଆତଙ୍କ: ପହଞ୍ଚତ୍ଲେ ଡାକ୍ତରୀ ଦଳ

ଦାରିଙ୍ଗବାଡ଼ି,୨୮।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରମାରେ କିଛିଦିନ ହେଲା ଜ୍ୱର ଆତଙ୍କ ଦେଖାଦେଇଛି। ପ୍ରାୟ ୨୦ରୁ ଉର୍ଦ୍ଧ୍ୱ ଜ୍ୱରରେ ଆକ୍ରାନ୍ତ ହେବାପରେ ସୋମବାର ଦାରିଙ୍ଗବାଡ଼ି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଡାକ୍ତରୀ ଟିମ୍‌ ଗଁାରେ ପହଞ୍ଚତ୍ଛି। ଜ୍ୱରରେ ପୀଡିତ ବ୍ୟକ୍ତିଙ୍କ ରକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri