ଆମ ଜିଲା ଖବର

ବୁଗୁଡ଼ା ବ୍ଲକ: ୩ ସନ୍ଦିଗ୍ଧଙ୍କୁ ପରୀକ୍ଷା ପାଇଁ ପଠାଗଲା ବ୍ରହ୍ମପୁର

ବୁଗୁଡ଼ା,୨୮ା୪(ଡି.ଏନ.ଏ.)-ବୁଗୁଡ଼ା ବ୍ଲକର ୩ ସନ୍ଦିଗ୍ଧଙ୍କୁ ପରୀକ୍ଷା ପାଇଁ ସୋମବାର ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିବା ବିଡିଓ ତଥା ନୋଡାଲ ଅଧିକାରୀ ତନ୍ମୟ ପାତ୍ର କହିିଛନ୍ତି। ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ଫେରିଥିବା ମୋଟାବାଡ଼ି ପଞ୍ଚାୟତ ଅଞ୍ଚଳର ଜନୈକ ବ୍ୟକ୍ତି ସଂଗରୋଧ କେନ୍ଦ୍ରରେ...

ଆଇଟିଆଇ ପ୍ରସ୍ତୁତ କଲା କୋଭିଡ୍‌-୧୯ ସୁରକ୍ଷା କବଚ

ବ୍ରହ୍ମପୁର ଅଫିସ,୨୮ା୪-କୋଭିଡ୍‌-୧୯(କରୋନା)ଭାଇରସ ସଂକ୍ରମଣକୁ ରୋକିବା ତଥା ସଂକ୍ରମିତ ବ୍ୟକ୍ତିଙ୍କ ଚିକିତ୍ସା ସମୟରେ ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ଦୂରତା ରକ୍ଷା କରିବା ନେଇ ବ୍ରହ୍ମପୁର ସରକାରୀ ଆଇଟିଆଇ ପ୍ରସ୍ତୁତ କରିଛି ସ୍ବତନ୍ତ୍ର ସୁରକ୍ଷା କବଚ ା ବର୍ତ୍ତମାନ କୋଭିଡ୍‌-୧୯ର ସଂକ୍ରମିତଙ୍କ...

ଏଫ୍‌ଇଏସ୍‌ ଦେଲା ସୁରକ୍ଷା ସାମଗ୍ରୀ

ଅନୁଗୋଳ ଅଫିସ, ୨୮।୪ କରୋନା ବିରୋଧୀ ସଂଗ୍ରାମରେ ପ୍ରମୁଖ ଯୋଦ୍ଧା ସାଜିଥିବା ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗର ହାତ ବଢ଼ାଇଛି ଅନୁଗୋଳ ଜିଲାର ଫାଉଣ୍ଡେଶନ ଫର୍‌ ଇକୋଲୋଜିକାଲ ସିକ୍ୟୁରିଟି (ଏଫ୍‌ଇଏସ୍‌)। ସୋମବାର ଅନୁଷ୍ଠାନ ପକ୍ଷରୁ ୨୫୦ଟି ବ୍ୟକ୍ତିଗତ ସୁରକ୍ଷା କିଟ୍‌ ଜିଲା ପ୍ରଶାସନକୁ...

୫୦ ହଜାର ଦେଲା ବସ୍‌ ମାଲିକ ସଂଘ

ତାଳଚେର, ୨୮ା୪(ନି.ପ୍ର.) କରୋନା ମୁକାବିଲା ପାଇଁ ତାଳଚେର ବସ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘ ସଭାପତି ଶ୍ରୀକାନ୍ତ କୁମାର ପାଣି, ସାଧାରଣ ସମ୍ପାଦକ ସୁମନ ବେହେରା, କୋଷାଧ୍ୟକ୍ଷ ମଦନ...

ଜିଲାପାଳଙ୍କୁ ରିପୋର୍ଟ ଦେଲା ଅବକାରୀ ବିଭାଗ

ଅନୁଗୋଳ ଅଫିସ, ୨୮।୪ ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆରେ ଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ ସହ ୪୩ ଜଣଙ୍କୁ ଗିରଫ କରାଯିବା ମାମଲାର ରିପୋର୍ଟ ଅବକାରୀ ବିଭାଗ ପକ୍ଷରୁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କୁ ପ୍ରଦାନ କରାଯାଇଛି।...

ପୋଲିସର ସହଯୋଗକୁ ଆଇଜିଙ୍କ ପ୍ରଶଂସା

ଅନୁଗୋଳ ଅଫିସ, ୨୮।୪ ଲକ୍‌ଡାଉନ୍‌ କଟକଣାକୁ ଅନୁଗୋଳରେ କଡ଼ାକଡ଼ି କରିବା ସହ ଭୋକିଲା ଓ ସହଯୋଗ ଲୋଡ଼ୁଥିବା ଲୋକଙ୍କ ନିକଟରେ ସହାୟତା ପହଞ୍ଚାଇପାରୁଥିବା ଅନୁଗୋଳ ପୋଲିସକୁ ପ୍ରଶଂସା କରିଛନ୍ତି ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ। ସୋସିଆଲ ମିଡିଆ ପୋଷ୍ଟରେ ଆଇଜି...

କ୍ୱାରାଣ୍ଟାଇନ୍‌ରେ ଥିବା ଲୋକଙ୍କୁ କିଟ୍‌

ଢେଙ୍କାନାଳ ଅଫିସ, ୨୮।୪ ଢେଙ୍କାନାଳ ପୌରାଞ୍ଚଳସ୍ଥିତ ଜର୍ଜ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସଙ୍ଗରୋଧରେ ଥିବା ୫୦ ଶ୍ରମିକ, ବୁଲା ବିକାଳିଙ୍କୁ ସୋମବାର ଜିଲା ରେଡ୍‌କ୍ରସ୍‌ ପକ୍ଷରୁ ନିତ୍ୟ ବ୍ୟବହାର୍ଯ୍ୟ କିଟ୍‌ ବଣ୍ଟନ କରାଯାଇଛି।...

ରାଜ୍ୟ ବାହାରୁ ଆସିବେ ୧୭ ହଜାର ଶ୍ରମିକ

ଅନୁଗୋଳ ଅଫିସ, ୨୮।୪ ଅନୁଗୋଳ ଜିଲାକୁ ରାଜ୍ୟ ବାହାରୁ ଆସିବାକୁ ଥିବା ୧୭ ହଜାର ଲୋକଙ୍କୁ କିପରି ସଙ୍ଗରୋଧରେ ରଖାଯିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ବିଶୋଧନ ହେବ ୧୫ ଗଁ।

ଓଡ଼ାପଡ଼ା, ୨୮।୪(ଡି.ଏନ.ଏ.) ମହାମାରୀ କରୋନାର ମୁକାବିଲା ପାଇଁ ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ୧୫ ଗଁାକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ କମ୍ପାନୀ ପକ୍ଷରୁ ସ୍ଥିର କରାଯାଇଛି। ଇତିମଧ୍ୟରେ ନରେନ୍ଦ୍ରପୁର, ସରପା, ଗଣ୍ଠିଗାଡ଼ିଆ,...

ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା

ସୁନ୍ଦରଗଡ, ୨୭ା୪ (ଡି.ଏନ୍‌.ଏ.) ଲକ୍‌ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ ଝଡବର୍ଷା ଓ କୁଆପଥର ମାଡ ଚାଷୀଙ୍କୁ ହତାଶା ମଧ୍ୟକୁ ଟାଣି ନେଇଛି।...

କରେନା କଟକଣା ବେଳେ : ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସାହା

ସମ୍ବଲପୁର,୨୮ା୪(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ ଘୋଷଣା କରିବା ସହ ନାନା କଟକଣା ଜାରି କରିଛନ୍ତି ା ଦୋକାନ ବଜାର, ଟ୍ରେନ ଓ ଗାଡିମୋଟର ଚାଳଚଳ ବନ୍ଦ ରହିଛି ା ନିର୍ମାଣ...

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri