ଆମ ଜିଲା ଖବର

ସବୁଜ ସଂକଳ୍ପର ସାରଥି ‘ସତ୍ୟ’

ଢେଙ୍କାନାଳ ଅଫିସ, ୧୭।୩ – ଆଜି ଚାରାଟିଏ ଲଗାଇ ସାମାନ୍ୟ ଯତ୍ନ ନେଲେ କାଲି ତାହା ଗଛରେ ପରିଣତ ହେବ। ମଲା ପରେ ବି ଏହାକୁ ଲଗାଇଥିବା ବ୍ୟକ୍ତିଙ୍କୁ ସମସ୍ତେ ମନେପକାଉଥିବେ। ଗଛ କେବଳ ମାନବଜାତିର ମିତ୍ର ନୁହେଁ, ଛନଛନ ପତ୍ର,…

ଦୂର ହେଉନି ଉଠା ଦୋକାନୀଙ୍କ ଦୁଃଖ

ଆଠମଲ୍ଲିକ,୧୭ା୩(ଡି.ଏନ.ଏ.) – ବଜାର ରାସ୍ତା ପ୍ରଶସ୍ତୀକରଣ ବେଳେ ପ୍ରଶାସନ ଦେଇଥିଲା ନିର୍ଭର ପ୍ରତିଶ୍ରୁତି। ନୂତନ ଦୋକାନ ଘର ଯୋଗାଇ ଦିଆଯିବ କହି ରାସ୍ତା ପାର୍ଶ୍ୱରୁ ହଟାଇ ଦେଇଥିଲା ୧୬୬ ଜଣ ଉଠା ଦୋକାନୀଙ୍କୁ। ହେଲେ ୭ ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରଶାସନ…

୧୩ବର୍ଷର ବାଳକଙ୍କ ହୃଦ୍‌ ପ୍ରତିରୋପଣ ସଫଳ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ଘଟଗାଁ ବ୍ଲକ କୁଣ୍ଡାପିଠା ଗ୍ରାମର ବାଦଲ ପଇଦା (୧୩) ଙ୍କ ହୃଦ୍‌ପ୍ରତିରୋପଣ ସଫଳ ହୋଇଛି । ସେ ଓଡିଶାର ପ୍ରଥମ ଏବଂ ପୂର୍ବ ଭାରତର ସର୍ବକନିଷ୍ଠ ବାଳକ ଯାହାଙ୍କର ହୃଦ୍‌ ପ୍ରତିରୋପଣ ସଫଳ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ…

ରାଷ୍ଟ୍ରପତିଙ୍କୁ ଜଏରାଟ ବୁଣାକାରଙ୍କ ଗାମୁଛା ଉପହାର

ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତିଙ୍କୁ ଭେଟି ଏହି ଉପହାର ପ୍ରଦାନ କରିଛନ୍ତି।…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ…

ଏସ୍‌ସିବି ମେଡିକାଲରେ ରୋଗୀଙ୍କ ଉପରେ ଫ୍ୟାନ୍‌ ଖସିବା ଘଟଣା: ଶେଷରେ ଆଖି ବୁଜିଲେ

କଟକ ଅଫିସ, ୧୬।୩: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଛାତରୁ ଫ୍ୟାନ ଖସି ଗୁରୁତର ହୋଇପଡ଼ିଥିବା ମହିଳା ରୋଗୀ ଶେଷରେ ଆଖି ବୁଜିଛନ୍ତି। ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକଙ୍କ ନିକଟରୁ ସୂଚନା ମିଳିଛି। ମୃତ…

କେନ୍ଦୁଝରରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ଦାବିରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ପାଟଣା,୧୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ବ୍ଲକ କଂଗ୍ରେସ କମିଟି ତରଫରୁ ବିକ୍ଷୋଭ କରାଯାଇଛି। ଜିଲାରେ ବୃହତ ଇସ୍ପାତ ଶିଳ୍ପ ପ୍ରତିଷ୍ଠା, କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବି ସହ ପେଟ୍ରୋଲ, ଡିଜେଲ ଓ…

ବୈଠକ ବର୍ଜନ କଲେ ମୃତ୍ୟୁଦଣ୍ଡ

ମାଲକାନଗିରି,୧୬।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲାଲ୍‌ବାହିନୀ ଧୀରେ ଧୀରେ ସକ୍ରିୟ ହେବାରେ ଲାଗିଛି। ସେମାନେ ବହୁ ସ୍ଥାନରେ ବିଭିନ୍ନ ସମୟରେ ବୈଠକମାନ କରି ନିଜ ଶକ୍ତି ବଢ଼ାଉଛନ୍ତି। ଏଥିରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣଙ୍କୁ ଜୋର ଜବରଦସ୍ତ ସାମିଲ କରୁଛନ୍ତି। କେହି ଯଦି ସେମାନଙ୍କ…

ଲଟେରି ଉଠିଲେ ମିଳୁଛି ପାଣି

ଛତ୍ରପୁର,୧୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ସହରରେ ପାନୀୟ ଜଳ ଅଭାବ ଦେଖାଦେଇଛି। ବିଶୁଦ୍ଧ ପାଣି ଟୋପାଏ ପାଇଁ ଏଠାରେ ଲଟେରି ପକାଇବାକୁ ପଡୁଛି। ଭାଗ୍ୟ ସାଥ୍‌ ଦେଲେ ଲଟେରି ଉଠିଲେ ଶୋଷ ମେଣ୍ଟାଇବାକୁ ପାଣି ମିଳୁଛି। ଏପରି ଦେଖିବାକୁ ମିଳିଛି…

ଅଷ୍ଟପ୍ରହର ଚାନ୍ଦା ପାଇଁ ଯୁବକଙ୍କୁ ହତ୍ୟା

ରସୁଲପୁର,୧୬।୩(ଡି.ଏନ.ଏ.): ଯାଜପୁର ଜିଲା କୁଆଖିଆ ଥାନା ବାହାଦଲାପୁର ପଞ୍ଚାୟତ ଶରିଫାବାଦ ଗ୍ରାମର ଦଳେଇସାହିରେ ଅଷ୍ଟପ୍ରହର ନାମଯଜ୍ଞ ଚାନ୍ଦା ଆଦାୟକୁ କେନ୍ଦ୍ରକରି ରବିବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ମହେଶ୍ୱର ଦଳେଇଙ୍କ ସାନପୁଅ ନୀଳମଣି ଦଳେଇ ଓରଫ୍‌ ଟିଟୁଆ(୨୫)ଙ୍କୁ ସେହି ଗ୍ରାମର ୧୦/୧୨ଜଣ…

ବୃତ୍ତି ଛାଡ଼ିଛନ୍ତି ୫ ପାଟଣା ବାସିନ୍ଦା

ବଅଁରପାଳ,୧୬ା୩ – ଅନୁଗୋଳ ରାଜାଙ୍କ ପ୍ରଜା ଥିଲେ ୫ ପାଟଣାବାସୀ। କୌଳିକ ବୃତ୍ତି ଥିଲା ସେମାନଙ୍କ ବ୍ୟବସାୟର ଭିତ୍ତି। କିଏ ଘଣାରେ ତେଲ ପେଡ଼ୁଥିଲେ ତ ଆଉ କିଏ ତନ୍ତରେ ଲୁଗା ବୁଣି ରାଜ୍ୟ ସମୃଦ୍ଧିରେ ସାଜିଥିଲେ ଅଂଶୀଦାର। ହେଲେ ରାଜତନ୍ତ୍ରର…

ପୁରୀ ବସ୍‌ ଷ୍ଟାଣ୍ଡରେ ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ୩ ବସ୍‌

ପୁରୀ ଅଫିସ, ୧୫।୩: ପୁରୀ ବସ୍‌ ଷ୍ଟାଣ୍ଡରେ ସୋମବାର ଅଗ୍ନିକାଣ୍ଡ ଘଟି ୩ ଟି ବସ୍‌ ସମ୍ପୂର୍ଣ୍ଣ ଜଳି ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ କିପରି ନିଆଁ ଲାଗିଲା ତାହା ଏଯାବତ୍‌ ସ୍ପଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?