ଲକ୍ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା
ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ପଞ୍ଚାୟତ ନୋଲାଡ ଅଫିସର ମିନିକେତନ ବରିହା ଓ...
ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ
ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର...
ପୁଣି ଚେନ୍ନାଇରୁ ବୋଟରେ ଫେରିଲେ ୩୯ ଦାଦନ ଶ୍ରମିକ
ଚିକିଟି,୨୭ା୪(ଡି.ଏନ.ଏ.)- ଲକ୍ଡାଉନ କଟକଣା ପରେ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ଦାଦନ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୮ଜଣ ଶନିବାର ଆସି ପହଞ୍ଚତ୍ଥିବାବେଳେ ସୋମବାର ପୁଣି ୩୯ ଦାଦନ ବୋଟ୍ ଯୋଗେ ଚେନ୍ନାଇରୁ ସମୁଦ୍ର...
ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍, ମାସକରେ ୨ ମୃତ୍ୟୁ ଅଭିଯୋଗ
ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ଦାରିଙ୍ଗବାଡ଼ି ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା...
୧୦୭୧ରୁ ୯୮୯ ନମୁନା ନେଗେଟିଭ୍
ବାରିପଦା ଅଫିସ, ୨୭ା୪: କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ...
କଣ୍ଠଶିଳ୍ପୀଙ୍କ ଦ୍ୱାରା ମାସ୍କ, ରାଶନ ସାମଗ୍ରୀ ବଣ୍ଟନ
ଯୋଡ଼ା, ୨୬ା୪(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୫ ନଂ.ଓ୍ବାର୍ଡ ଆଜାଦବସ୍ତି କ୍ଲବ ଗୃହଠାରେ ଯୋଡାର ଜଣେ କଣ୍ଠଶିଳ୍ପୀ ଶୁଭଶ୍ରୀ ଜେନାଙ୍କ ପକ୍ଷରୁ ଗରିବ ଅସହାୟ ଲୋକଙ୍କୁ ମାସ୍କ ଓ ଅତ୍ୟାବଶ୍ୟକ ରାଶନ ସାମଗ୍ରୀ ବଣ୍ଟନ କରାଯାଇଛି। ସ୍ଥାନୀୟ ଆଜାଦ...
ଯୋଡ଼ାରେ ୩ ଜଣଙ୍କ ସ୍ବାବ୍ ସଂଗ୍ରହ
ଯୋଡ଼ା, ୨୭।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବାହାରୁ ଆସିିଥିବା ଲୋକମାନଙ୍କ ସ୍ବାବ ସଂଗ୍ରହ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ମେଡିକାଲ ଟିମ୍ ରବିବାର ଯୋଡାରେ ପହଞ୍ଚିଛନ୍ତି। ରବିବାର ପ୍ରଥମ ଦିନରେ...
ଦିଲ୍ଲୀରେ ଓଡ଼ିଆ ସମାଜ ପକ୍ଷରୁ ରାଶନ ସାମଗ୍ରୀ ବଣ୍ଟନ
ରୂପ୍ସା, ୨୭।୪(ଡି.ଏନ.ଏ.): ସାରା ଦେଶ ଏବେ କରୋନା ପାଇଁ ଲକ୍ଡାଉନ୍ରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଛନ୍ତି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା ଦିଗରେ ରାତିଦିନ ପାଟ୍ରୋଲିଂ...
ରବିଧାନ ପାଇଁ ୧୦ରୁ ଖୋଲିବ ମଣ୍ଡି: ସାମାଜିକ ଦୂରତା, ସାନିଟାଇଜର, ମାସ୍କ ସବୁ ମଣ୍ଡିରେ ବାଧ୍ୟତାମୂଳକ
ରାୟଗଡ଼ା ଅଫିସ,୨୭ା୪: ରାୟଗଡ଼ା ଜିଲାରେ ପୂର୍ବରୁ ୧୩ଟି ମଣ୍ଡିରୁ ଧାନ ସଂଗ୍ରହ କରାଯାଉଥିବା ବେଳେ ଏଥର ୪ଟି ଅଧିକ ମଣ୍ଡି ଖୋଲାଯିବ। ସେହି ୪ଟି ନୂଆ ମଣ୍ଡିଗୁଡ଼ିକ ହେଲା ରାମନାଗୁଡ଼ା ବ୍ଲକ ଗୁମୁଡ଼ା, ବିଷମକଟକ ବ୍ଲକ ଗଜମହଲ, ମୁନିଗୁଡ଼ା ବ୍ଲକ...
୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ
ପାତ୍ରପୁର,୨୭ା୪(ଡି.ଏନ୍.ଏ.)- ଜରଡ଼ା ଥାନା ପାତ୍ରପୁର ବ୍ଲକ ତୁମ୍ବା ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମରେ ସୋମବାର ଦୁଇ ମଦ ରନ୍ଧା ସ୍ଥାନରେ ଚଢ଼ାଉ କରି ୧୨ ହଜାର ଲିଟର ମହୁଲି ପୋଚ ନଷ୍ଟ କରିଛି ଜରଡ଼ା ପୋଲିସ ା କୌଣସି ସୁତ୍ରରୁ ଖବର...
ରାସ୍ତା ଖୋଳି ସୀମା ଅବରୋଧ
ଗୁଣପୁର,୨୭ା୪(ଡି.ଏନ୍.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ...
କର୍ତ୍ତବ୍ୟରତ ଜିଆରଏସ୍ଙ୍କୁ ପୋଲିସର ଲାଠିମାଡ଼
ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୭ା୪: ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ବ୍ୟାଙ୍କ ଛକ ନିକଟରେ ସୋମବାର ବରୀ ଥାନାର ଜଣେ କନଷ୍ଟେବଳ ବରୀ ବ୍ଲକ କାର୍ଯ୍ୟାଳୟର ଜଣେ କାର୍ଯ୍ୟରତ ଜିଆରଏସଙ୍କୁ ଲାଠି ମାଡ଼ କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଜିଆରଏସ...
Archives


