ଆମ ଜିଲା ଖବର

ଗାନ୍ଧୀ ନୀତିରେ ଦେଶ ରକ୍ଷା ଆହ୍ବାନ

ଡେଲାଙ୍ଗ/ପିପିଲି, ୧୪।୩ (ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବେରବୋଇସ୍ଥିତ ମେଳନ ପଡ଼ିଆରେ ଶନିବାର କଂଗ୍ରେସ ପକ୍ଷରୁ ଗାନ୍ଧିଜୀଙ୍କ ଓଡ଼ିଶା ଆଗମନ ଏବଂ ଓଡ଼ିଶାରେ କଂଗ୍ରେସର ୧୦୦ବର୍ଷ ପୂର୍ତ୍ତି ଅବସରରେ ଗାନ୍ଧୀପୀଠରୁ ପିପିଲିର ଦାଣ୍ଡମୁକୁନ୍ଦପୁରକୁ ଐତିହାସିକ ପଦଯାତ୍ରାର ଉଦ୍‌ଘାଟନ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି…

ଫାଣ୍ଡି ପରିସର କାର୍‌ରେ ଥିଲା ମହିଳାଙ୍କ କଙ୍କାଳ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା,୧୪।୩(ଡି.ଏନ୍‌.ଏ.): ଜଟଣୀ ଥାନା ଅଧୀନ ଯାଁଳା ଫାଣ୍ଡି ପରିସରରେ ପଡ଼ି ରହିଥିବା ଏକ ଜବତ କାର୍‌ ଭିତରୁ ମାସକ ତଳେ ଜଣେ ମହିଳାଙ୍କ କଙ୍କାଳ ମିଳିଥିଲା। କମିଶନରେଟ ପୋଲିସ ତଦନ୍ତ ମଧ୍ୟ କରିଥିଲା। ହେଲେ ଘଟଣାକୁ ପୂରା ଚପାଇ ଦିଆଯାଇଥିଲା। ଶନିବାର…

ସଂଗ୍ରାମୀ କାରଖାନା ଅଳକାଶ୍ରମ ଅଲୋଡ଼ା

ଜଗତସିଂହପୁର ଅଫିସ, ୧୪ା୩: ଜଗତ୍‌ସିଂହପୁର ଜିଲାର ସ୍ବାଧୀନତା ସଂଗ୍ରାମୀମାନଙ୍କ ତ୍ୟାଗ ଓ ବଳିଦାନ ଓଡ଼ିଶା କାହିଁକି ସାରା ଦେଶର ଇତିହାସକୁ ଜାଜ୍ୱଲ୍ୟମାନ କରୁଛି। ବିଶେଷକରି ଜିଲାର ଅଳକାଶ୍ରମ ଅନେକ ସ୍ବାଧୀନତା ସଂଗ୍ରାମୀ ତିଆରି କରିଛି। ଜିଲା ସଂସ୍କୃତି ପରିଷଦ ଦ୍ୱାରା ପ୍ରକାଶିତ…

ଡକାୟତି ଅଭିଯୁକ୍ତ ୩୭ ବର୍ଷ ପରେ ଗିରଫ

ପାଟକୁରା,୧୪ା୩(ଡି.ଏନ.ଏ.): କମିଶନରେଟ୍‌ ପୋଲିସ ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣବଳାତ୍କାର ଘଟଣାର ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଗିରଫ କରିଥିଲା। ଏହି ଚର୍ଚ୍ଚା ସରି ନ ଥିବା ବେଳେ କେନ୍ଦ୍ରାପଡା ଜିଲା ପାଟକୁରା ଥାନା ପୋଲିସ ଜଣେ ଡକାୟତଙ୍କୁ…

କମାଣ୍ଡାଣ୍ଟ ଫାଗୁରାମଙ୍କ ଦେହାନ୍ତ: ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷକୃତ୍ୟ

ରାଇରଙ୍ଗପୁର,୧୪।୩(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଥାନା ଅଧୀନ ସାନପାଖଣା ଗ୍ରାମର ସଶସ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟ ଡା. ଫାଗୁରାମ ମାରାଣ୍ଡି(୫୪)ଙ୍କ ଶୁକ୍ରବାର ହୃଦ୍‌ରୋଗରେ ମୃତ୍ୟୁ ଘଟିଛି। ଆସାମ ରାଜ୍ୟର ରଙ୍ଗିଆ ଅଞ୍ଚଳରେ କାର୍ଯ୍ୟରତ ଥିଲେ। ଶନିବାର ତାଙ୍କ ମରଶରୀର ସେନାବାହିନୀ ପକ୍ଷରୁ ଏକ…

‘ଦକ୍ଷତାରେ ପଛରେ ନ ପଡ଼ନ୍ତୁ ପିଲା’

ଅନୁଗୋଳ ଅଫିସ, ୧୪ା୩: କରୋନା ମହାମାରୀ କାରଣରୁ ଗତବର୍ଷଠାରୁ ସ୍କୁଲ ବନ୍ଦ ରହିଛି। ଅନ୍‌ଲାଇନରେ କ୍ଲାସ କରାଯାଇଥିଲେ ମଧ୍ୟ ତାହା ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରି ନାହିଁ। ବିଶେଷକରି ସରକାରୀ ସ୍କୁଲରେ ପଢ଼ୁଥିବା ପିଲାମାନେ ଅଧିକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। କାରଣ…

ତେଜିଲା ବସ୍‌ ସିଣ୍ଡିକେଟ ବିବାଦ: ୧୪୪ ଧାରା ଜାରି

ଭଦ୍ରକ ଅଫିସ, ୧୪।୩- ଭଦ୍ରକ ବସ୍‌ ସିଣ୍ଡିକେଟରେ ବିବାଦ ତେଜିବାରେ ଲାଗିଛି। ସଂଘର ଆର୍ଥିକ ହେର୍‌ଫେର୍‌କୁ ନେଇ ମୁଣ୍ଡ ଟେକିଥିବା କର୍ମକର୍ତ୍ତା ଚୟନ ବିବାଦ ମାଲି ମକଦ୍ଦମାଠାରୁ ଆରମ୍ଭ କରି ହାତାହାତି ପର୍ଯ୍ୟନ୍ତ କଥା ଗଲାଣି। ପରିସ୍ଥିତିକୁ ନଜର ରଖି ଜିଲା…

ନେଇଗଲେ ବନବିଭାଗ, ଝୁରୁଛନ୍ତି କୁନ୍ତଳା

ତେଲକୋଇ,୧୪।୩: ପଶୁ ଓ ମଣିଷ ମଧ୍ୟରେ ରହିଛି ଅନାବିଳ ସ୍ନେହ । ମଣିଷ ପାଖରୁ ପଶୁଟିକୁ ବିଚ୍ଛେଦ କରି ଜଙ୍ଗଲରେ ଛାଡିବା ଘଟଣାରେ ଜଣେ ମହିଳା ପାଳିତ ପଶୁଙ୍କୁ ଝୁରି ହେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ବନାଞ୍ଚଳ…

ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ମହିଳା

ଭଦ୍ରକ ଅଫିସ,୧୩।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ବାଣିତିଆ ପଞ୍ଚାୟତ ମହଲାସାହିରେ ଶନିବାର ରାତିରେ ବିଦ୍ୟୁତ୍‌ ଶର୍ଟ ସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଏଥିରେ ତାଙ୍କ ସ୍ବାମୀ ଓ ୧୦ ବର୍ଷର ଝିଅ ପୋଡ଼ିଯାଇ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବିଷମକଟକ,୧୩ା୩: ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କିୟ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଯୁବକ ଜଣକ ମାର୍ଚ୍ଚ ୧ତାରିଖରେ ନାବାଳିକାଙ୍କୁ…

୧୦ ଟଙ୍କା ରିଚାର୍ଜ ନାମରେ ଠକିନେଲେ ୩.୯୫ ଲକ୍ଷ ଟଙ୍କା

ନୂଆପଡ଼ା ଅଫିସ,୧୩।୩: ନୂଆପଡ଼ା ଜିଲାରେ ଦିନକୁ ଦିନ ସାଇବର ଠକେଇ ବଢିଚାଲିଛି। ନୂଆପଡ଼ାରେ ରହୁଥିବା ଶିକ୍ଷକ ଅହିଂସା ରଞ୍ଜନ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି । ତାଙ୍କ ଆକାଉଣ୍ଟରୁ ୩ଲକ୍ଷ ୯୫ ହଜାର ୫ଶହ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ୍‌,୧୨।୩ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଭୋର୍‌ରୁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଭୋର୍‌ ୫ଟାରୁ ଝଡ଼ବର୍ଷା ହୋଇ ପ୍ରାୟ ୪୫ ମିନିଟ୍‌ ଧରି ଲାଗି ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ବରଗଡ଼ ସହର ଉପକଣ୍ଠ ଘୁଲିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?