ଆମ ଜିଲା ଖବର

ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ହେଲେ ମହିଳା ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ…

ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ବ୍ରହ୍ମପୁର ଅଫିସ,୧୩।୩: ଶୁକ୍ରବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ନିମଖଣ୍ଡି ରଘୁନାଥ ମନ୍ଦିର ସାହିରେ ରହୁଥିବା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୀମାଞ୍ଚଳ ସାସମଲଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ବାଡ଼ିପଟ ୩ଟି କବାଟ ଓ ଗ୍ରୀଲ ତାଡ଼ି ଦୁର୍ବୃତ୍ତମାନେ…

ଶିଶୁଭବନରେ ଅଗ୍ନିକାଣ୍ଡ

କଟକ ଅଫିସ,୧୩।୩: ଶନିବାର କଟକ ଶିଶୁଭବନରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଛି। ତେବେ ଏଥିରେ କୌଣସି ପ୍ରକାର କ୍ଷତି ଘଟି ନ ଥିବା ଜଣାପଡ଼ିଛି। ନ୍ୟୁ ବର୍ନ ଓ୍ବାର୍ଡର ଲାଇଟର ହୋଲଡରରେ ସର୍ଟସର୍କିଟ ହୋଇ ପ୍ରଥମେ ନିଆଁ…

ବାଇକ୍‌ ଡିକିରୁ ୧ ଲକ୍ଷ ଲୁଟ୍‌, ମିଳିଛି ସିସିଟିଭି ଫୁଟେଜ୍‌; ମିଳୁନି ସୁରାକ

ବ୍ରହ୍ମପୁର ଅଫିସ,୧୩।୩: ଜଣେ ଲୋକଙ୍କ ବାଇକ୍‌ ଡିକିରୁ ଗତ ୬ ତାରିଖ ସ୍ପଷ୍ଟ ଦିବାଲୋକରେ ୧ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଫୁଟେଜ୍‌ ସଂଗ୍ରହ କରିଛି। ସେଥିରେ ଘଟଣା ବେଳର ଦୃଶ୍ୟ ରେକର୍ଡ ହୋଇଛି। ହେଲେ…

ଶାଶୁ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ସୋରଡ଼ା, ୧୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର କୌଶଲ୍ୟା ଗଉଡ଼। ତେବେ କୌଶଲ୍ୟାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପ୍ରକାଶ ଯେ,…

୩ ଲକ୍ଷ ଟଙ୍କାର କାଠ ଜବତ: ୩ ଗିରଫ

ବଲାଙ୍ଗୀର ଅଫିସ,୧୩।୩: ବଲାଙ୍ଗୀର ବନ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୩ ଲକ୍ଷ ଟଙ୍କାର କାଠ ଜବତ ହେବା ସହ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ସମ୍ବଲପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଶୁକ୍ରବାର ରାତିରେ ପାଟ୍ରୋଲିଂ ବେଳେ ଲୋଇସିଂହା ନିକଟ…

ବନ୍ୟଜନ୍ତୁ ଶିକାର କରି ଯୁବକ ଗିରଫ: ବନ୍ଧୁକ ଜବତ

ବଲାଙ୍ଗୀର ଅଫିସ,୧୩।୩: ବଲାଙ୍ଗୀର ବନବିଭାଗର ମୋବାଇଲ ସ୍କ୍ବାଡ୍‌ କରକଚିଆ ଛକ ନିକଟରେ ଶନିବାର ଚଢ଼ାଉ କରଛନ୍ତି। ଏଥିରେ ସମ୍ପୃକ୍ତ ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଏକ ଦେଶୀ ବନ୍ଧୁକ ଓ ଦୁଇଟି ମୃତ ବନ୍ୟ ବିଲେଇ…

ଶ୍ରମିକଙ୍କ ଉପରେ ଖସିଲା ସିମେଣ୍ଟ ବସ୍ତା: ଚାପିହୋଇଗଲେ ୩୦ରୁ ଊର୍ଦ୍ଧ୍ୱ, ୪ ଗୁରୁତର

ବାଲେଶ୍ୱର ଅଫିସ,୧୩।୩: ବାଲେଶ୍ୱର ଜିଲା ରୁପ୍ସା ଥାନା ଅଞ୍ଚଳର ଏକ ସିମେଣ୍ଟ ଗୋଦାମରେ ବସ୍ତା ଖସି ୪ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ଗୁରୁତର ଶ୍ରମିକମାନେ ହେଉଛନ୍ତି ବସ୍ତା ଥାନା ଉଲଡ଼ା ଗ୍ରାମର ଗଙ୍ଗାଧର ଦଳେଇଙ୍କ ପୁଅ କାର୍ତ୍ତିକ(୩୨), ରୁପ୍ସା ଥାନା…

ଓଜେଏସ୍‌ରେ ସତ୍ୟବାଦୀରୁ ଦେବାନଙ୍କ ସଫଳତା

ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ସିଭିଲ୍‌ ଜଜ୍‌ ପଦରେ ନିଯୁକ୍ତି ପାଇଁ ଓଜେଏସ୍‌ ପରୀକ୍ଷାରେ ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ଦେବାନ ସତ୍ୟଦର୍ଶୀ ନନ୍ଦ ସଫଳତା ହାସଲ କରିଛନ୍ତି। ମେଧା ତାଲିକାର ସେ ୭ମ ସ୍ଥାନରେ ରହି କୃତକାର୍ଯ୍ୟ ହୋଇଛନ୍ତି। ସେ ବୀରଗୋବିନ୍ଦପୁର ଗ୍ରାମର ସାମାଜିକ…

ଛତିଶଗଡ଼ରେ ମିଶିବାକୁ ଚେତାବନୀ

ନୂଆପଡା ଅଫିସ,୧୩।୩: କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। କିନ୍ତୁ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ଅବସ୍ଥିତ ୨ଟି ପଞ୍ଚାୟତରେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ମୌଳିକ ସୁବିଧା ପହଞ୍ଚତ୍ପାରୁନାହିଁ। ଏହାର ପ୍ରତିବାଦରେ…

ଅଢ଼େଇ ଲକ୍ଷରେ ଡେମୋନଷ୍ଟ୍ରେଟର

ଢେଙ୍କାନାଳ ଅଫିସ, ୧୩।୩ ଡେମୋନଷ୍ଟ୍ରେଟର ନିଯୁକ୍ତିରେ ଜାଲିଆତି। ଟିଚିଂ ଷ୍ଟାଫ୍‌ ଦର୍ଶାଇ ଦିଆଯାଇଥିଲା ଚାକିରି। ଏଥିଲାଗି ନିଆଯାଇଥିଲା ଅଢ଼େଇ ଲକ୍ଷ ଟଙ୍କା। ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟକିରି ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏଭଳି ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛନ୍ତି…

ସହରୀ ଜାଗାକୁ କବ୍‌ଜା

ଅନୁଗୋଳ ଅଫିସ, ୧୩।୩ : ଅନୁଗୋଳ ସହରର ବିଭିନ୍ନ ବସ୍ତିରେ ବସବାସ କରୁଥିବା ଲୋକଙ୍କୁ ଜାଗା ମିଶନରେ ସାମିଲ କରାଯାଇ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉଛି। ଏପରି କି ଆବାସ ଯୋଜନାରେ ସେମାନଙ୍କୁ ପକ୍କା ଘର ଯୋଗାଇ ଦିଆଯାଉଛି। କିନ୍ତୁ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?