ଆମ ଜିଲା ଖବର

ସଂକ୍ରମଣ କମ୍‌ ଦେଖାଇବାକୁ ଷଡ଼ଯନ୍ତ୍ର

ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ମଧ୍ୟ ଏହା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳରେ ପ୍ରବେଶ କରିସାରିଥିବା କୋଭିଡ୍‌ ଭୂତାଣୁକୁ ନିୟନ୍ତ୍ରଣରେ…

ଦୁଆର ମୁହଁରେ ଚାଲିଗଲା ଜୀବନ

ଗୋଳାମୁଣ୍ଡା,୩୧।୫: କଳାହାଣ୍ଡି ଜିଲା ଗୋଳାମୁଣ୍ଡା ଥାନା ଅଧୀନ ସିନାମାଳ ଗ୍ରାମରେ ସୋମବାର ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପଙ୍କଜ ନାଗଙ୍କ ସାନ ପୁଅ ନରେନ୍ଦ୍ର ନାଗ। ମିଳିଥିବା ସୂଚନା ଅନୁଯାୟୀ, ନରେନ୍ଦ୍ର ଖାଇ ସାରି ହାତ…

ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡ଼ିଲା

ଯାଜପୁର ଅଫିସ,୩୧ା୫: ଯାଜପୁର ଜିଲା ପାଣିକୋଇଲି ଥାନା ଅଧୀନ ବ୍ରଜନଗର ପାଖରେ ୧୬ ନମ୍ବର ଜାତୀୟ ରାଜପଥରେ ନିର୍ମାଣାଧୀନ ବ୍ରିଜ୍‌ ସୋମବାର ଭୁଶୁଡ଼ିପଡ଼ିଛି। ପାଣିକୋଇଲିଠାରୁ ୬ କି.ମି. ଦୂର ଭଦ୍ରକ ରାସ୍ତାରେ ଠିକାସଂସ୍ଥା ଡିବିଏଲ୍‌ ଦ୍ୱାରା ନିର୍ମାଣାଧୀନ ଏହି ବ୍ରିଜ କାର୍ଯ୍ୟ…

ପ୍ରେମିକାଙ୍କ ପାଇଁ ସାଙ୍ଗର ଜୀବନ ନେଲା ସାଙ୍ଗ

ରାୟଗଡ଼ା ଅଫିସ/ଟିଟିଲାଗଡ଼,୩୧।୫: ପ୍ରେମ ପାଇଁ ତୁଚ୍ଛ ହୋଇଗଲା ବନ୍ଧୁତ୍ୱ। ପ୍ରେମିକାଙ୍କୁ ପାଇବା ପାଇଁ ବନ୍ଧୁଙ୍କ ଜୀବନ ନେଇଗଲେ ସାଙ୍ଗ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅଞ୍ଚଳରେ ଘଟିଛି ଏଭଳି ଏକ ଘଟଣା। ପୋଲିସ ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

ଯବାନଙ୍କ ଗୁଳିରେ ଓ୍ବାଣ୍ଟେଡ୍‌ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡା ଜିଲାର ଗୁମେଲନାଡ ଜଙ୍ଗଲରେ ମାଓବାଦୀ ଦମନ ଅପରେଶନ ବେଳେ ଯବାନଙ୍କ ଗୁଳିରେ ଜଣେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପାୟୋକେ ବେକୋ। ସୂଚନା ଅନୁଯାୟୀ, ମାଓବାଦୀମାନେ ଏକ କ୍ୟାମ୍ପରେ…

ପାଇଖାନା ଟାଙ୍କିରେ ଗଲା ଜୀବନ

ଫୁଲବାଣୀ ଅଫିସ, ୩୧।୫: କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଆଲାମୀ ପଞ୍ଚାୟତ ପିଟବାରୀ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଶି କାଠ କାଢ଼ୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ…

କରୋନା କଟକଣାକୁ ଫୁ: ୪ ଦୋକାନକୁ ୮୫ ହଜାର ଜରିମାନା

କେସିଙ୍ଗା,୩୧।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ନେଇ ସୋମବାର ୪ଟି ଦୋକାନକୁ ସିଲ କରାଯାଇଛି। ଏହି ୪ଟି ଦୋକାନରୁ ୮୫ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ସାମାଜିକ ଦୂରତାକୁ ଅବମାନନା କରିବା ଏବଂ ଦୋକାନ ଖୋଲିବା…

ଏକ ଘରୁ ଯୁବକଙ୍କ ମୃତଦେହ ଜବତ: ହତ୍ୟା ସନ୍ଦେହ, ରାସ୍ତାରୋକୋ କଲେ ଲୋକେ

ନୟାଗଡ଼ ଅଫିସ,୩୧ା୫: ନୟାଗଡ଼ ଟାଉନ ଥାନା ଘଡୁଆଳ ଛକରୁ ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ କଇଥଗାଡ଼ିଆ ଗାଁ ସଭାପତି ବିଜୟ ନାୟକ ଓରଫ୍‌ ଆଲେଖ। ବିଜୟ ଜଣେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାରେ ରିକୋଭରି କର୍ମଚାରୀ…

ଭୀମସାରରେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କ ମୃତ୍ୟୁ

ସମ୍ବଲପୁର,୩୧।୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା (ଭୀମସାର)ରେ ଜଣେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କର ମୃତ୍ୟୁ ଘଟିଛି। ଭୀମସାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନାନୁଯାୟୀ, ମୃତ ରୋଗୀଙ୍କଠାରେ ବ୍ଲାକ ଫଙ୍ଗସର ଲକ୍ଷଣଥିଲା। ସେ ୫-୬ ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି…

ଶ୍ୱାସରୁଦ୍ଧ ହୋଇ ଘରମାଲିକ, ଶ୍ରମିକଙ୍କ ଜୀବନ ଗଲା

ଫୁଲବାଣୀ ଅଫିସ,୩୧ା୫: ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ ପିଟବାରି ଗାଁରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱାସରୁଦ୍ଧ ହୋଇ ଘର ମାଲିକ ଓ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ସନ୍ତୋଷ କହଁର…

ମୃତଦେହ ରଖିବାକୁ ମର୍ଚୁରି ନାହିଁ

କାମାକ୍ଷାନଗର, ୩୧।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ମର୍ଚୁରି ନାହିଁ। ଫଳରେ ଅକସ୍ମାତ ମୃତ୍ୟୁ ଘଟୁଥିବା ରୋଗୀ ଏବଂ ପରିଚୟ ନ ଥିବା ମୃତଦେହଗୁଡ଼ିକ ଘଣ୍ଟାଘଣ୍ଟା ଧରି ବାହାରେ ପଡ଼ିରହୁଛି। ଏହାକୁ ନେଇ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଥିବାବେଳେ ସ୍ବାସ୍ଥ୍ୟକେନ୍ଦ୍ରକୁ…

ଆର୍ଥିକ ସ୍ଥିତି ଦେଖୁ ନ ଥିବାରୁ ଆପତ୍ତି

ଅନୁଗୋଳ ଅଫିସ, ୩୧ା୫: କରୋନା କାରଣରୁ କିଏ ଚାକିରି ହରାଇଛନ୍ତି ତ ଆଉ କିଏ ମାସ ମାସ ଧରି ବ୍ୟବସାୟରୁ ବଞ୍ଚିତ ରହିଛନ୍ତି। ଖଟିଖିଆ ଦିନମଜୁରିଆଙ୍କ ହାତରେ କାମ ନାହିଁ। ଲୋକଙ୍କ ଆର୍ଥିକ ସ୍ଥିତି ଅତି ଦୁର୍ବଳ ଅବସ୍ଥାରେ। ଏପରି କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?