ଜିଲାରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ...
ବେଲ୍ ଖାରଜ, ଗଲେ ଜେଲ
ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍...
ରାଶନକାର୍ଡ ତାଲିକାଭୁକ୍ତ ହେବେ ମହିମା ସାଧୁ
ଢେଙ୍କାନାଳ ଅଫିସ, ୨୭।୪: ଲକ୍ଡାଉନ୍ ନିୟମ କଡ଼ାକଡ଼ି କରାଯିବା ପରେ ବିଶ୍ୱପ୍ରସିଦ୍ଧ ମହିମାଧର୍ମ ପୀଠ ଯୋରନ୍ଦାରେ ରହୁଥିବା ସାଧୁସନ୍ନ୍ୟାସୀଙ୍କ ସମସ୍ୟା ବଢ଼ିଛି। ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଥିବାରୁ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚତ୍ବାରେ ଅସୁବିଧା ସୃଷ୍ଟି ହୋଇଛି। ଏହାର ସମାଧାନ ଲାଗି ଉଦ୍ୟମ...
ଉଲ୍ଲଂଘନକାରୀଙ୍କ ବିରୋଧରେ ଏତଲା
ବାରିପଦା ଅଫିସ/ଚିତ୍ରଡ଼ା, ୨୭ା୪(ଡି.ଏନ୍.ଏ.)- କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପମାନ ନେଉଛନ୍ତି। କରୋନା ମୁକାବିଲାରେ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ଦେଇ ଆଗଧାଡ଼ିର ଯୋଦ୍ଧା ଭାବେ ଛିଡ଼ା କରାଇଛନ୍ତି। ମାତ୍ର କୋଭିଡ୍-୧୯ ନିୟମକୁ ବାରମ୍ବାର...
ମେ ୩ ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ
ବାରିପଦା ଅଫିସ, ୨୭ା୪- ମେ ୩ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡ଼ାଉନ ଅବଧି ରହିଛି। ଏହି ସମୟ ମଧ୍ୟରେ ମୟୂରଭଞ୍ଜ ଜିଲା ବାରିପଦା ସହରର ସମସ୍ତ ମାର୍କେଟ କମ୍ଲେକ୍ସରେ ଥିବା ଦୋକାନ, ମଲ୍, ଏକତ୍ର ଲାଇନରେ ଥିବା ସମୂହ ଅନ୍ୟ...
ଜୀବିକାକୁ ନେଇ ଚିନ୍ତାରେ ବନବାସୀ
କେନ୍ଦୁଝର, ୨୭ା୪(ସ୍ବ.ପ୍ର.)-ଜଙ୍ଗଲରୁ ମିଳୁଥିବା ମହୁଲ, ଟୋଲ, ହରିଡା, ବାହାଡା, କାଠ, ଦାନ୍ତକାଠି, ଶାଳପତ୍ର ଆଦି ବନଜାତ ଦ୍ରବ୍ୟ ସଂଗ୍ରହ କରି ବନବାସୀମାନେ ତେଲଲୁଣର ସଂସାର ଚଳାଇଥାନ୍ତି। କେନ୍ଦୁଝର ଜିଲାର ଗ୍ରାମୀଣ ଅଧିବାସୀଙ୍କ ଅର୍ଥନୀତିକୁ ସୁଦୃଢ କରିଥାଏ ମହୁଲଫୁଲ। ଏହାକୁ ବିକି...
୮୧ଜଣଙ୍କ ସ୍ବାବ ସଂଗ୍ରହ
ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ କେନ୍ଦ୍ରରେ ରହୁଥିବା ମୋଟ ୮୧ ଜଣଙ୍କ ନିକଟରୁ ସ୍ବାବ ସଂଗ୍ରହ କରାଯାଇଛି। ପୂର୍ବରୁ ୨୧ଜଣଙ୍କର ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ରବିବାର ସୁଦ୍ଧା ଆଉ ୬୦ଜଣଙ୍କର...
ଅକ୍ଷୟ ତୃତୀୟାରେ ପଞ୍ଚୁପୂଜା: ପାଣିପାଗ ପୂର୍ବାନୁମାନ ଜାଣିବାର ଅଭିନବ ପରମ୍ପରା
ଲଇକେରା,୨୭।୪(ଡି.ଏନ.ଏ.)-ଅକ୍ଷୟ ତୃତୀୟାରେ ଚାଷ ଅନୁକୂଳ ହୁଏ। ପରମ୍ପରା ଅନୁଯାୟୀ ଝାରସୁଗୁଡ଼ା ଜିଲା ଲଇକେରା ଅଞ୍ଚଳର ଚାଷୀମାନେ ନିଜ ଘରେ ଇଷ୍ଟଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ ବିଲରେ ଧାନ ବୁଣି ଚାଷର ଶୁଭରମ୍ଭ କରିଥାନ୍ତି। ଏହିଦିନ ଅର୍ଥାତ୍ ଅକ୍ଷୟ ତୃତୀୟା ତିଥିରେ...
ଆଜି ଶପଥ ନେବେ ହାଇକୋର୍ଟ ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍: ଲୋକସେବା ଭବନରେ ହେବ ଶପଥ ଉତ୍ସବ
କଟକ ଅଫିସ୍,୨୭।୪: ଓଡ଼ିଶା ହାଇକୋର୍ଟର ୩୧ତମ ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ମହମ୍ମଦ ରଫିକ୍ ସୋମବାର ଶପଥ ଗ୍ରହଣ କରିବେ। ଲୋକସେବା ଭବନ ରାଜ୍ୟ କନ୍ଭେନ୍ସନ୍ ହଲ୍ରେ ସକାଳ ୯ଟା ବେଳେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।...
ଆନ୍ଧ୍ରରୁ ଗାଁମୁହାଁ ଶ୍ରମିକ
ବରଗଡ଼ ଅଫିସ୍,୨୭ା୪: କରୋନା (କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍ ଡାଉନ୍ କଟକଣାକୁ ମାସାଧିକ କାଳ ବିତିଯାଇଛି। ଏଥିପାଇଁ ମୁଖ୍ୟତଃ ଗରିବ, ଅସହାୟଙ୍କଠାରୁ ଆରମ୍ଭ କରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ବହୁଗୁଣିତ ହୋଇ ପଡ଼ିଛି। ରୋଜଗାର ବନ୍ଦ...
ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ
ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରକୁ ରବିବାର ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ପରିଦର୍ଶନ କରିଛନ୍ତି। ଜିଲାପାଳଙ୍କ ସହ ଛେଣ୍ଡିପଦା ବିଡିଓ ସୁନିଲ କେର୍କେଟା ଓ ତହସିଲଦାର ଡାନିଏଲ ଏକ୍କା ପରଙ୍ଗ, ନିଶା, କଙ୍କରାଇ, ରାଇଝରଣ,...
ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ
ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଥାଳ ଉଠିଥିଲା । ପଣ୍ଡିତ, ମନ୍ଦିର ପୂଜକ, କନ୍ୟା ମାତାପିତା, ବର...
Archives


