ଆମ ଜିଲା ଖବର

ବୁଗୁଡା ସହରକୁ ଶଟ୍‌ଡାଉନ ଘୋଷଣା ପାଇଁ ଦାବି

ବୁଗୁଡା, ୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହା ସତ୍ତ୍ୱେ ମଧ୍ୟ କିଛି ଅମାନିଆ ଅଛନ୍ତି ଯେଉଁମାନେ କୋଭିଡ୍‌ ନିୟମକୁ ମାନୁ ନାହାନ୍ତି। ଏ ନେଇ ଜିଲାପାଳ ବିଜୟ ଅମୃତା…

ପୁରୁଷୋତ୍ତମପୁର ଏନ୍‌ଏସିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫ ଚିହ୍ନଟ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଆଜି ଗୋଟିଏ ଦିନରେ ଏହି ଏନ୍‌ଏସିରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ଚିହ୍ନଟ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗୁରୁବାର ରାତିରେ…

ରାୟଗଡ଼ାରେ ଗୋଟିଏ ଗ୍ରାମରୁ ଚିହ୍ନଟ ହେଲେ ୭୪ ପଜିଟିଭ

ରାୟଗଡା ଅଫିସ, ୩।୭: ରାଜ୍ୟରେ ଶୁକ୍ରବାର ଗୋଟିଏ ଦିନରେ ୫୬୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିରୁ ରାୟଗଡ଼ା ଜିଲାରୁ ୭୬ଜଣ ରହିଛନ୍ତି । ତେବେ ଏମାନଙ୍କ ମଧ୍ୟରୁ ୭୪ଜଣ କେବେଳ ଗୋଟିଏ ଗ୍ରାମର ବୋଲି ଜଣାପଡ଼ିଛି। ସେମାନେ ଗୁଣୁପୁର ବ୍ଲକ…

ସୋସିଆଲ ମିଡିଆରେ କରୋନା ଆକ୍ରାନ୍ତଙ୍କ ଫଟୋ ଛାଡ଼ି ଫସିଲେ ଜଣେ ବ୍ୟକ୍ତି

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲା ଅତାବିରାରେ ଜଣେ କରୋନା ସଂକ୍ରମିତ ହୋଇଛନ୍ତି । ସେ ଜଣେ ଡାକ୍ତରଙ୍କ ସ୍ତ୍ରୀ ବୋଲି ସୋସିଆଲ ମିଡିଆରେ ପୋଷ୍ଟ କରିବା ଜଣଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାକୁ ନେଇ ଅତାବିରା ତହସିଲଦାର ହୃଦାନନ୍ଦ ଅଢା ଏତଲା…

ପାଡୁଆରେ ଦୁର୍ଘଟଣା: ୪ ନାବାଳକଙ୍କ ଜୀବନଗଲା

କୋରାପୁଟ,୩।୭(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆରେ ଗୁରବାର ବିଳମ୍ବିତ ରାତିରେ ଏକ ମୋଟରସାଇକେଲ ଦୁର୍ଘଟଣାରେ ୪ ନାବାଳକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ସେମାନେ ହେଲେ କୃଷ୍ଣ ହନ୍ତାଳ(୧୪), ଶଶୀକାନ୍ତ ଖିଲ(୧୭), ପଙ୍କଜ ମହାନ୍ତି(୧୪), ଏସ୍‌ ଖରା (୧୪) ମିଳିଥିବା ସୂଚନାନୁଯାୟୀ, ଉକ୍ତ ୪…

ବରଗଡ଼ ଜିଲାରେ ପୁଣି ୨୧ କରୋନା ପଜିଟିଭ୍‌: ୧୩୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବରଗଡ଼ ଅଫିସ,୩ା୭: ବରଗଡ଼ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର କଣ୍ଟେନ୍‌ମେଣ୍ଟ ଜୋନ୍‌ କଟାପାଲିରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ସେହିପରି ଗୋଟିଏ ଅଞ୍ଚଳକୁ ଏହା ଅନ୍ୟ ଅଞ୍ଚଳକୁ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଜିଲାରେ ୨୧…

କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା

ଗଞ୍ଜାମ,୩ା୭(ଡି.ଏନ୍‌.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବାରମ୍ବାର ଶଟ୍‌ଡାଉନ୍‌ ଘୋଷଣା କରୁଛନ୍ତି l ମାସ୍କ ଓ ସାମାଜିକ ଦୂରତା ରଖିବାକୁ ବିଭିନ୍ନ…

ସିଏମ୍‌ସି ଅଫିସ୍‌କୁ ସର୍ବସାଧାରଣ ମନା

କଟକ ଅଫିସ,୩।୭: କଟକ ମହାନଗର ନିଗମ (ସିଏମ୍‌ସି) କାର୍ଯ୍ୟାଳୟକୁ ସାଧାରଣ ନାଗରିକଙ୍କୁ ପ୍ରବେଶ ନିଷେଧ କରାଯାଇଛି। ଆସନ୍ତା ୧୫ଦିନ ପର୍ଯ୍ୟନ୍ତ ବିଜୁଭବନ ଓ ବିକାଶ ଭବନକୁ ଯିବା ପାଇଁ ବାରଣ ହୋଇଛି। ଏନେଇ ଗୁରୁବାର ସିଏମ୍‌ସି ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।…

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।…

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି ହସ୍ପିଟାଲରୁ ଗୁରୁବାର ଗୋଟିଏ ଦିନରେ ୬୬ ଜଣ କରୋନା ଆକ୍ରାନ୍ତ…

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…

ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ଶେଷ ପର୍ଯ୍ୟନ୍ତ ଅନିଶ୍ଚିତତା ଲାଗିରହିଥିଲା। ଶେଷରେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସୁପ୍ରିମ୍‌କୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri