ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ
ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍.ଏ.)- ଲକ୍ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍ତି। ଗଜପତି ଜିଲା ଦମଦୁଆ ପଞ୍ଚାୟତ ଘାସପଦା ଗ୍ରାମର ୮ଜଣ ଛାତ୍ରୀଛାତ୍ର ଶନିବାର ଗୋଟିଏ...
ନୃସିଂହନାଥରେ ଲାଗିହେଲା ପଖାଳ ଭୋଗ
ପାଇକମାଳ, ୨୬।୪ (ଡି.ଏନ.ଏ.): ଅକ୍ଷୟ ତୃତୀୟାଠାରୁ ନୃସିଂହନାଥରେ ପଖାଳ ଭୋଗ ଲାଗି ହେଲା । କରୋନା ଯୋଗୁ ସାରା ଦେଶ ଲକ୍ଡାଉନରେ ଥିବାରୁ ଭକ୍ତମାନେ ଆସୁନାହାନ୍ତି। ପ୍ରତି ବର୍ଷ ପରି ଚଳିତବର୍ଷ ମଧ୍ୟ ଅପରାହ୍ନ ୪ଟାରେ ଶ୍ରୀ ଶ୍ରୀ ନୃସିଂହନାଥ...
ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ
ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ...
ଶଟ୍ଡାଉନ ପ୍ରତ୍ୟାହାର ପରେ ଲକ୍ଡାଉନ କଡାକଡି: ୬୭ ଗାଡି ଜବତ, ୭୩ ହଜାର ଜରିମାନା ଆଦାୟ
ବାଲେଶ୍ୱର ଅଫିସ,୨୬।୪-ମହାମାରୀ କରୋନା ସାରା ବିଶ୍ୱରେ ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ନଜରରେ ରଖି ଗତ ୨୩ ତାରିଖ ରାତି୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଦୀର୍ଘ...
ନେଳିଆବାଗରେ କଣ୍ଟେନମେଣ୍ଟ ଅବଧି ଆଉ ୭ଦିନ ବଢିଲା
ବାଲେଶ୍ୱର ଅଫିସ,୨୬।୪-ବାଲେଶ୍ୱର ପୌରାଞ୍ଚଳର ନେଳିଆବାଗ ଅଞ୍ଚଳରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ ତରଫରୁ ସଂକ୍ରମଣ ପ୍ରତିରୋଧ ଅଞ୍ଚଳ (କଣ୍ଟେନମେଣ୍ଟ ଜୋନ) ଭାବେ ଘୋଷଣା କରାଯାଇଥିଲା। ସେହି ଅଞ୍ଚଳରେ ଲୋକମାନଙ୍କ ଯିବା ଓ...
ଜୀବନବିନ୍ଦୁରେ ୩୦ୟୁନିଟ୍ ରକ୍ତ ସଂଗ୍ରହ: ୨ ପରିବାରରୁ ୬ଜଣ କଲେ ରକ୍ତଦାନ
କେନ୍ଦୁଝର, ୨୬ା୪(ଡି.ଏନ.ଏ.)-ପବିତ୍ର ଅକ୍ଷୟତୃତୀୟା ଅବସରରେ କେନ୍ଦୁଝର କେନ୍ଦ୍ର ସମବାୟ ବ୍ୟାଙ୍କ ଆନୁକୂଲ୍ୟରେ ଜୀବନବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ମୋଟ ୩୦ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି। ଦୁଇ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମୁଖ୍ୟଙ୍କ ପରିବାରରୁ ୩ଜଣ ଲେଖାଏ...
ଯୋଡ଼ା ସହରରେ ପଶିଲେ ୧୮ ହାତୀ
ଯୋଡ଼ା, ୨୬।୪(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଭିତରକୁ ୧୮ଟି ହାତୀ ପଶି ଆସିଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ଶନିବାର ବିଳମ୍ବିତ ରାତିରେ ଏହି ହାତୀମାନେ ଯୋଡା ଭ୍ୟୁ-ନର୍ସରୀ ପାର୍କ ନିକଟକୁ ପଶି ଆସିଥିଲେ । ହାତୀପଲ...
ଅନଲାଇନରେ ଖଗେଶ୍ୱର ଶେଠ୍ ଜୟନ୍ତୀ ପାଳିତ
ବିଜେପୁର, ୨୬।୪(ଡି.ଏନ.ଏ.): କୋଭିଡ-୧୯ ପାଇଁ ଲକ୍ଡାଉନ ଜାରି ରହିଥିବାରୁ ବରଗଡ ଜିଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ସମସ୍ତ ସଦସ୍ୟ ନିଜ ନିଜ ଘରେ ରହି ଅନ୍ଲାଇନରେ ସାହିତ୍ୟପ୍ରାଣ ଖଗେଶ୍ୱର ଶେଠଙ୍କ ୧୧୫ତମ ଜୟନ୍ତୀ ରବିବାର ପାଳନ...
କୋକସରାରେ କାଳବୈଶାଖୀ: ଗଛ ଭାଙ୍ଗିଲା, ପରିବା ଚାଷ ନଷ୍ଟ
ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍.ଏ): କଳାହାଣ୍ଡି ଜିଲା କୋକସରା ଓ ଜୁନାଗଡ ବ୍ଲକର ବିଭିନ୍ନ ଅଞ୍ଚଳରେ ରବିବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ ହୋଇଛି। ପ୍ରାୟ ୪୫ ମିନିଟ ଧରି ହୋଇଥିବା କାଳବୈଶାଖୀ ପ୍ରଭାବରେ ବଡ ବଡ ଗଛ ଭାଙ୍ଗି...
ମୁମ୍ବାଇରେ ଓଡିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅନ୍ତର୍ଗତ ଖପ୍ରାମାଲ ଗ୍ରାମର କହ୍ନେଇ ମାଝୀ (୨୩) ନାମକ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେଠାରେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା...
୨୪୭୬ ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା
ଲୋଇସିଂହା,୨୫।୪(ଡି.ଏନ.ଏ.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ମାର୍ଚ୍ଚ ୨୦ରୁ ଲକ୍ଡାଉନ ଜାରୀ ରହିଛି । ଫଳରେ କାମଧନ୍ଦା ବନ୍ଦ ରହିଥିବାରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି । ଏହାକୁ ହୃଦୟଙ୍ଗମ କରି...
ମେଗା ରକ୍ତଦାନ ଶିବିର: ୬୪ୟୁନିଟ ରକ୍ତ ସଂଗ୍ରହ
ଟିଟିଲାଗଡ଼, ୨୬।୪ (ଡି.ଏନ.ଏ.): କୁବେର ସମାଜ ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ରାମମନ୍ଦିର ନିକଟରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୋଟ ୧୫ ମହିଳାଙ୍କ ସମେତ ୬୪ ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଛନ୍ତି। ଛତିଶଗଡ ପଶ୍ଚିମ ଓଡିଶା...
Archives


