ମୁମ୍ବାଇରେ ଓଡିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ
ଭବାନୀପାଟଣା/କୋକସରା,(ସ୍ବ.ପ୍ର/ଡିଏନ୍.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ଅନ୍ତର୍ଗତ ଖପ୍ରାମାଲ ଗ୍ରାମର କହ୍ନେଇ ମାଝୀ (୨୩) ନାମକ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେଠାରେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା...
୨୪୭୬ ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା
ଲୋଇସିଂହା,୨୫।୪(ଡି.ଏନ.ଏ.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ମାର୍ଚ୍ଚ ୨୦ରୁ ଲକ୍ଡାଉନ ଜାରୀ ରହିଛି । ଫଳରେ କାମଧନ୍ଦା ବନ୍ଦ ରହିଥିବାରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି । ଏହାକୁ ହୃଦୟଙ୍ଗମ କରି...
ମେଗା ରକ୍ତଦାନ ଶିବିର: ୬୪ୟୁନିଟ ରକ୍ତ ସଂଗ୍ରହ
ଟିଟିଲାଗଡ଼, ୨୬।୪ (ଡି.ଏନ.ଏ.): କୁବେର ସମାଜ ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ରାମମନ୍ଦିର ନିକଟରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୋଟ ୧୫ ମହିଳାଙ୍କ ସମେତ ୬୪ ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଛନ୍ତି। ଛତିଶଗଡ ପଶ୍ଚିମ ଓଡିଶା...
ଲକ୍ଡାଉନ୍ ଭିତରେ ଅକ୍ଷିମୁଠି ଅନୁକୂଳ
ବଲାଙ୍ଗୀର ଅଫିସ, ୨୬ା୪: ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତ ଅନ୍ତର୍ଗତ ଫୁଲଝରଣ ଗଁ। ରେ ଜିଲା କୃଷକ ମହାସଂଘ ପକ୍ଷରୁ ରବିବାର ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଇ ଅକ୍ଷିମୁଠି ଅନୁକୂଳ କରାଯାଇଛି । ଗଁ। କ୍ଳବ ସମ୍ମୁଖରୁ...
ହୋମ କ୍ୱାରାଣ୍ଟାଇନରେ ଛତିଶଗଡ ଫେରନ୍ତା
ଟିକ୍ରାପଡା, ୨୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କରମତଲା ପଞ୍ଚାୟତ ସଦର ଗ୍ରାମକୁ ଛତିଶଗଡରୁ ଫେରିଥିବା ୬ଜଣ ବ୍ୟକ୍ତିଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି। ମାସକ ତଳେ କରମତଲା ଗ୍ରାମର ତିନି ମହିଳାଙ୍କ ସମେତ ମୋଟ ୬ ଜଣ ଚିକିତ୍ସା ଉଦ୍ଦେଶ୍ୟରେ...
ବନ୍ଧ ଭିତରକୁ ପଶିଗଲା କୁକୁଡା ବୋଝେଇ ପିକଅପ ଭ୍ୟାନ
ପୁରୁଣାକଟକ, ୨୬ା୪(ଡି.ଏନ.ଏ.): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ପୁରୁଣାକଟକ ଥାନା ଅଧୀନ ବଡବନ୍ଧ ନିକଟରେ ଏକ କୁକୁଡା ବୋଝେଇ ଭ୍ୟାନ ରବିବାର ସକାଳେ ଏକ ବନ୍ଧ ଭିତରକୁ ପଶିଯାଇଥିଲା। ଗାଡିରେ ଥିବା ଦୁଇଜଣ ବର୍ତ୍ତି ଯାଇଥିବାବେଳେ ଡ୍ରାଇଭର...
ସାମାଜିକ ଦୂରତ୍ୱରେ ହେଲା ଅକ୍ଷିମୁଠି ଅନୁକୂଳ
ଜହ୍ନାପଙ୍କ, ୨୬।୪ (ଡି.ଏନ.ଏ): ଭାରତୀୟ କିଷାନ ସଂଘ ବୌଦ୍ଧ ପକ୍ଷରୁ ନିରାଡମ୍ବର ଭାବେ ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ପୋଲାମ ଗ୍ରାମରେ ଅକ୍ଷିମୁଠି ଅନୁକୂଳ ହୋଇଯାଇଛି। କର୍ତ୍ତାଭାବେ ବୌଦ୍ଧ କିଷାନ ସଂଘ ସଭାପତି ସୂର୍ଯ୍ୟନାରାୟଣ ମହାପାତ୍ର ଦାୟିତ୍ୱ ତୁଲାଇଥିଲେ ।...
ମାକ୍ସ ପିନ୍ଧି ଅଖିମୁଠି ଶୁଭଦେଲେ ଚାଷୀ
ନୂଆପଡ଼ା ଅଫିସ,୨୬ା୪- ବୈଶାଖ ମାସ ଶୁକ୍ଲପକ୍ଷ ତୃତୀୟା ତିଥି ଅର୍ଥାତ୍ ଅକ୍ଷୟ ତୃତୀୟାରେ ଚାଷୀ ଅଖିମୁଠି ପକାଏ । ଜମିରେ ପୂଜାର୍ଚ୍ଚନା କରି ଭଲ ଫସଲ ପାଇଁ ମାଟି ମାଆକୁ ବିନତୀ କରେ । ହେଲେ ଏଥର ଚାଷୀଙ୍କ ମନରେ...
ଅସ୍ଥାୟୀ ଶିବିରରେ ଥିବା ୧୩୩ ଶ୍ରମିକ ଘରକୁ ଫେରିଲେ
ସୋନପୁର,୨୬।୪(ନି.ପ୍ର.):ଲକ୍ଡାଉନ୍ କାରଣରୁ ଅନ୍ୟ ଜିଲାର ବହୁ ଶ୍ରମିକ ସୁବର୍ଣ୍ଣପୁର ଜିଲାରେ ଫସି ରହିଥିଲେ। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ଶିବିରରେ ରଖାଯାଇଥିଲା। ଶିବିରରେ ରହିବା ପାଇଁ ସମସ୍ତ ସୁବିଧା ସହ ଠିକ୍ ସମୟରେ ଖାଦ୍ୟ ଓ ପାନୀୟ ମିଳୁଥିଲା। କିନ୍ତୁ...
ନକଲି ମଦ କାରବାର ବନ୍ଦ ଦାବି
ଆଳି, ୨୬।୪ (ଡି.ଏନ୍.ଏ.)-କରୋନା ବିଶ୍ୱବ୍ୟାପୀ ମହାମାରୀ ରୂପ ନେଇଥିବା ବେଳେ ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ଦେଶସାରା ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ସମସ୍ତ ଦେଶୀ ଓ ବିଦେଶୀ ମଦ ଦୋକାନ ବନ୍ଦ ଲାଗି ସରକାର ନିର୍ଦ୍ଦେଶ ଦେଇଛନ୍ତି।...
ମାନବିକତା ନ ଭୁଲିବାକୁ ପୋଲିସକୁ ପରାମର୍ଶ ଦେଲେ ଏସ୍ପି
ଦେବଗଡ,୨୬ା୪(ଡି.ଏନ.ଏ.): ଦେବଗଡ ଆଦର୍ଶ ଥାନା ପରିସରରେ ରବିବାର ଏସ୍ପି ରାହୁଲ ଜୈନ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଲକ୍ ଡାଉନ୍, ସାମାଜିକ ଦୂରତ୍ୱ ଏବଂ ମାସ୍କ ବ୍ୟବହାର ଉପରେ ବୁଝାଇଛନ୍ତି। ଏ ସବୁ ନୀତି ନିୟମଗୁଡିକୁ ଠିକ ଭାବେ କାର୍ଯ୍ୟକାରୀ...
ଶହେ ଲୋକଙ୍କ ପାଇଁ ଶୁଖିଲା ଖାଦ୍ୟ ପ୍ରଦାନ
ଗଞ୍ଜାମ,୨୬ା୪(ଡି.ଏନ.ଏ.)- କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି, କମିବାର ନା ଧରୁନି। ତେଣୁ ସରକାର ଲକ ଡାଉନ ଅବଧି ବଢ଼େଇ ଚାଲିଛନ୍ତି। ଏହି ଲକ ଡାଉନ ପାଇଁ ଗରିବ, ଅସହାୟ ତଥା ଶ୍ରମିକ ଶ୍ରେଣୀର ଲୋକଙ୍କ...
Archives


