ଆମ ଜିଲା ଖବର

ଘରେ ପଶି ମହିଳାଙ୍କୁ ଅସଦାଚରଣ ଅଭିଯୋଗ, ଅଭିଯୁକ୍ତ ଅଟକ

ଦିଗପହଣ୍ଡି,୬।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ସହ ଅଭିଯୁକ୍ତମାନେ ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ମହିଳାଙ୍କ ଏତଲା କ୍ରମେ ଦିଗପହଣ୍ଡି ଥାନା ଆଇଆଇସି ବସନ୍ତ କୁମାର…

ଶିମିଳିପାଳରେ ଅଣାୟତ୍ତ ହେଲା ନିଆଁ, ଚିନ୍ତାରେ ପରିବେଶବିତ୍‌

ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ, ଶିମିଳିପାଳ କୋର୍‌ ଓ ବୋଫର ଅଞ୍ଚଳରେ ପ୍ରାୟ ୧୧୨ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଜଳୁଥିବା…

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ ହେଲା ଇନ୍ଦ୍ର ସିଂହ। ତାଙ୍କ ଘର ରାଜସ୍ଥାନ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାରୁ…

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ ଦେଖି…

ଟଙ୍କା ଭାଗ ବଣ୍ଟାକୁ ନେଇ ବଙ୍ଗାଳୀ ମିସ୍ତ୍ରୀଙ୍କୁ ହତ୍ୟା ଘଟଣା, ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର ଗେଟସରୋବର ପଡ଼ାରେ ଗତ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ୬ ଅଭିଯୁକ୍ତଙ୍କୁ ଶନିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସ୍ଥାନୀୟ ଟାଉନ ଥାନା ପୋଲିସ କହିଛି…

ଧାନ କିଣା ନ ଯିବା ନେଇ ରାସ୍ତାରୋକୋ, ପାନୀୟ ଜଳ ପ୍ରକଳ୍ପ ବନ୍ଦ କଲେ ଚାଷୀ

ଛତ୍ରପୁର,୬।୩(ଡି.ଏନ୍‌.ଏ.): ଧାନ କିଣା ଯାଉ ନ ଥିବା ପ୍ରତିବାଦ କରି ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତର ଶହ ଶହ ଚାଷୀ ଶନିବାର ବ୍ରହ୍ମପୁର, ଛତ୍ରପୁର, ଗୋଲାବନ୍ଧକୁ ଯାଉଥିବା ପାନୀୟଜଳ ପ୍ରକଳ୍ପକୁ ବନ୍ଦ କରିବା ସହ ଛତ୍ରପୁର ତାରାତାରିଣୀ ମୁଖ୍ୟ ରାସ୍ତାକୁ ଅବରୋଧ…

ପୂଜା ଭୋଗ ଖାଇ ୪୦ରୁ ଊର୍ଦ୍ଧ୍ୱ ଅସୁସ୍ଥ: ଡାକ୍ତରଖାନାରେ ଭର୍ତ୍ତି

ବସ୍ତା, ୬। ୩(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅନ୍ତର୍ଗତ ରଘୁନାଥପୁର ପଞ୍ଚାୟତ ଗିଲାଯୋଡି ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ଭଗବତୀ ପୂଜାର ପ୍ରସାଦ ଖାଇ ୪୦ ରୁ ଉର୍ଦ୍ଧ୍ୱ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି…

ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ ସ୍ତ୍ରୀ…

ଅବହେଳିତ ଅବସ୍ଥାରେ ସାକ୍ଷୀଗୋପାଳ ମନ୍ଦିର

ସାକ୍ଷୀଗୋପାଳ, ୬।୩(ସ୍ବ.ପ୍ର.): ବୈଷ୍ଣବ ଧର୍ମର ଅନନ୍ୟ କ୍ଷେତ୍ର ତଥା ପୁରୀ ଜିଲାର ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବେ ଅବହେଳିତ ହୋଇପଡ଼ିଛି। ରାଜ୍ୟ ପର୍ଯ୍ୟଟନ ବିଭାଗ, ଦେବୋତ୍ତର ବିଭାଗ ଓ ପ୍ରତ୍ନତତ୍ତ୍ୱ ବିଭାଗର ଦୃଷ୍ଟି ଆଢୁଆଳରେ ଏହି ମନ୍ଦିର ରହିଯାଇଛି। ଏକ ଦଶନ୍ଧି…

ଆଧାର ନ ଥିଲେ ହିତାଧିକାରୀଙ୍କୁ ମିଳିବନି ଭତ୍ତା

ଗୋପ,୬।୩(ଡି.ଏନ୍‌.ଏ.): ଆଧାର ନ ଥିଲେ ଏଥର ଭତ୍ତା ଟଙ୍କା ମିଳିବନି ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତି ବ୍ଲକକୁ ଜଣାଇ ଦିଆଯାଇଛି। ଗୋପ ବ୍ଲକର ୩୧ଟି ପଞ୍ଚାୟତରେ ଥିବା ୨୧ହଜାର ୧୨୭ଜଣ ଭତ୍ତା ହିତାଧିକାରୀଙ୍କୁ ମାସର ୧୫ ତାରିଖରେ ଭତ୍ତା ଦିଆଯାଇଥାଏ।…

ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ବାଟବଣା

ପୁରୀ ଅଫିସ, ୬।୩: ପୁରୀ ସ୍ବର୍ଗଦ୍ୱାରରେ ଅତି ଗରିବ ଶ୍ରେଣୀର ଲୋକଙ୍କୁ ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ଯୋଗାଇବାକୁ ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ରହିଛି। ତେବେ ଏଠାରେ ହିତାଧିକାରୀ ଚୟନ ନେଇ ଉପଯୁକ୍ତ ପ୍ରକ୍ରିୟା ହେଉନହିଁ। ଫଳରେ ସ୍ବର୍ଗଦ୍ୱାରରେ ହରିଶ୍ଚନ୍ଦ୍ର ଯୋଜନା ଏକପ୍ରକାର…

ଝାରସୁଗୁଡ଼ାରେ ହେବ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ୍‌ କେନ୍ଦ୍ର

ଝାରସୁଗୁଡ଼ା ଅଫିସ୍‌,୬ା୩: ଝାରସୁଗୁଡ଼ାରେ ରାଜ୍ୟର ଦ୍ୱିତୀୟ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ କେନ୍ଦ୍ର ସ୍ଥାପନ ହେବାକୁ ଯାଉଛି। ଏଥିପାଇଁ ଝାରସୁଗୁଡ଼ା ମାଳିମୁଣ୍ଡା ନିକଟରେ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ଝାରସୁଗୁଡ଼ାର ଦ୍ୱିତୀୟ ବାଟାଲିଅନ୍‌ କମାଣ୍ଡିଂ ଅଫିସର ମନୋଜ କୁମାର ପୁରୋହିତ ମୁଖ୍ୟଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?