ଆମ ଜିଲା ଖବର

ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ

ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମଦ ବ୍ୟବସାୟୀଙ୍କ ସମ୍ପର୍କରେ ଜାଣିବା ପରେ...

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ – କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଅନ୍ୟପକ୍ଷରେ ନୂତନ ଶିକ୍ଷାବର୍ଷ...

ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ବୁଗୁଡ଼ାର...

ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗ୍ରାମର ଏକ ଜମିରେ ଗୁରୁବାର ସଂଖ୍ୟାଲଘୁ ସମ୍ପ୍ରଦାୟ ସାହିର କେତେଜଣ...

ଲକ୍‌ଡାଉନ ନିୟମ ଭାଙ୍ଗି ୮ ଯୁବକଙ୍କ ନାମରେ ମାମଲା

ହାଟଡିହୀ, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଞ୍ଚଳରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ୮ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏମାନେ ସମସ୍ତେ ହାଟଡିହୀ ଅଞ୍ଚଳର। ଏକ ଅଣପଞ୍ଜୀକୃତ ଗ୍ରୁପ ବିନା ପାସ୍‌ରେ ଖାଦ୍ୟ ବାଣ୍ଟିବାକୁ ଯାଉଥିଲେ...

କରୋନା ସାଙ୍ଗକୁ କାଳବୈଶାଖୀ: ଚାଷୀ ସର୍ବସ୍ବାନ୍ତ

ବାରିପଦା ଅଫିସ, ୨୬ା୪-ମହାମାରୀ କରୋନା ଲାଗି ଲୋକଙ୍କ ଜୀବନ ଦୁର୍ବିଷହ ହୋଇପଡିଥିବା ବେଳେ ବେଡି ଉପରେ କୋରଡା ମାଡ ସଦୃଶ ଚାଷୀଙ୍କ ପାଇଁ ସର୍ବନାଶ କାରଣ ହୋଇଛି କାଳବୈଶାଖୀ। ଏହାର ପ୍ରଭାବରେ ପ୍ରତିଦିନ ବର୍ଷା ଓ କୁଆପଥର ମାଡ଼ରେ ମୟୂରଭଞ୍ଜ...

ଦୋକାନ ବନ୍ଦ କଲା ପ୍ରଶାସନ

ବାରିପଦା ଅଫିସ, ୨୬ା୪- ସମସ୍ତ ଦୋକାନ ଖୋଲିବା ଗୁଜବ ପ୍ରଚାର ହେବା ପରେ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ସହରରେ କେତେକ ଦୋକାନ ଖୋଲିଥିଲା। ଖବରପାଇ ଉପ ଜିଲାପାଳ ବସନ୍ତ କୁମାର ସେଠୀଙ୍କ ନେତୃତ୍ୱରେ ତହସିଲଦାର ରାମଚନ୍ଦ୍ର ସେରେନ୍‌, ଟାଉନଥାନା...

ଗ୍ରସେରି ଦୋକାନ ସିଲ୍‌ କଲେ ତହସିଲଦାର

ବାହାନଗା, ୨୬ା୪(ଡି.ଏନ.ଏ.)-ଶଟଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ବାଲେଶ୍ୱର ଜିଲା ବାହାନଗା ତହସିଲଦାର ଜିତେନ୍ଦ୍ର କର କଲ୍ୟାଣୀ ଗ୍ରାମରେ ଖୋଲାଯାଇଥିବା ଏକ ଗ୍ରସେରି ଦୋକାନକୁ ସିଲ୍‌ କରିଛନ୍ତି। ସରକାର ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲାକୁ ୬୦ଘଣ୍ଟା ପାଇଁ ଶଟ୍‌ଡାଉନ୍‌ କରିଥିବା...

ଶଟଡାଉନରେ କଟକଣା କଡାକଡି: ବାଲେଶ୍ୱରରୁ ୫ଶହରୁ ଊର୍ଦ୍ଧ୍ୱ ସ୍ବାବ ସଂଗ୍ରହ

ବାଲେଶ୍ୱର ଅଫିସ, ୨୬।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ୨୬ତାରିଖ ରାତି ୧୦ଟାରୁ ରବିବାର ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଶଟଡାଉନ୍‌ ଘୋଷଣା କରାଯାଇଛି। ଶନିବାର କିଛି ଜରୁରୀ ସେବା ବ୍ୟତୀତ ଜିଲାର ସମସ୍ତ ଅଫିସ, ଦୋକାନ ଏବଂ...

ବର୍ଜ୍ୟବସ୍ତୁରେ କରୋନା ଯୋଦ୍ଧା ଶହୀଦ ସ୍ମୃତିସ୍ତମ୍ଭ

ରୂପ୍‌ସା, ୨୬।୪(ଡି.ଏନ.ଏ.)-ସାରା ଦେଶ ଏବେ କରୋନା ପାଇଁ ଲକ୍‌ଡାଉନରେ ରହିଛି। ସମସ୍ତେ ସରକାରଙ୍କ ନିୟମ ମାନି ନିଜ ନିଜ ଘରେ ରହୁଥିବା ବେଳେ ସୁରକ୍ଷା ଦେବା ପାଇଁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ, ପ୍ରଶାସନିକ ଅଧିକାରୀ ଓ ସମାଜସେବୀ ଆଗେଇ ଆସିଛନ୍ତି।...

CORONAVIRUS UPDATE: ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଛୁଇଁଲା

ଭୁବନେଶ୍ୱର,୨୫।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲ୍ଲାର ଏବଂ ଏମାନେ କଲିକତା ଫେରନ୍ତା ବୋଲି ଶନିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ...

CORONAVIRUS UPDATE: ଆଉ ଜଣେ ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର, ୨୫।୪ (ବ୍ୟୁରୋ)- ରାଜ୍ୟ ପାଇଁ ଏକ ଖୁସିଖବର, ଆଉ ଜଣେ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସୁସ୍ଥ ହେବା ସଂଖ୍ୟା ୩୪ରେ ପହଞ୍ଚିଛି। ଶନିବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ହେଲେ ସୁନ୍ଦରଗଡ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri