ଆମ ଜିଲା ଖବର

ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ

ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ…

ମାଛ କିଣିବା ପାଇଁ ଜମୁଛି ଭିଡ

ବଲାଙ୍ଗୀର ଅଫିସ, ୨୨ା୫: ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲେ ମଧ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ ଉପରେ ସାମାନ୍ୟ କୋହଳ କରାଯାଇଛି। ମାତ୍ର ଏହାର ଫାଇଦା ନେଇ କେତେକ କୋଭିଡ ଗାଇଡ୍‌ଲାଇନର ଉଲ୍ଲଂଘନ କରୁଛନ୍ତି। ପ୍ରତିଦିନ ବଲାଙ୍ଗୀର ସହରରେ ସକାଳ ୭ଟାରୁ ୧୧ଟା…

ସପ୍ତାହେ ପାଇଁ ଶଟ୍‌ଡାଉନ

ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ ୨୭ଜଣ…

ଆରଆଇଙ୍କୁ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ମରଣାନ୍ତକ ଆକ୍ରମଣ

ନିଶ୍ଚିନ୍ତକୋଇଲି,୨୨।୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲ ଅଞ୍ଚଳରେ ଦିନକୁ ଦିନ ବେଆଇନ ଓ ଚୋରା କାରବାର ବୃଦ୍ଧି ପାଉଛି। ଏହାକୁ ରୋକିବାକୁ ଯାଇ ମାହାଙ୍ଗା ଆରଆଇ ଗଣେଶ୍ୱର ହେମ୍ବ୍ରମଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ତାଙ୍କୁ ମରଣାନ୍ତକ…

ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ବଡ଼ପୁଅଙ୍କ ପରଲୋକ

ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ବଡ଼ପୁଅ ସମ୍ବିତ୍‌ ନନ୍ଦଙ୍କ ଶନିବାର ମଧ୍ୟାହ୍ନରେ ପରଲୋକ ଘଟିଛି। ଫୁସ୍‌ଫୁସ୍‌ ସଂକ୍ରମଣରେ ପୀଡ଼ିତ ହୋଇ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୪୫…

ଗଞ୍ଜାମରେ ୪.୭୫ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିଲାଗି ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି। ଫଳରେ ୨୪ତାରିଖରୁ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ…

ବଢ଼ୁଛି ଭୟ: ପୁଣି ଜଣେ ମହାରଣା, ଭୋଇ ସେବକ କରୋନା ପଜିଟିଭ୍‌

ପୁରୀ ଅଫିସ,୨୨।୫: ପୁରୀରେ ଶନିବାର ପୁଣି ମହାରଣା ଓ ଜଣେ ଭୋଇ ସେବକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ରଥକାମ କରୁ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ୨୦ ଜଣ ମହାରଣା ଓ…

ପଦ୍ମପୁରରେ ସବ୍‌ଜେଲ୍‌ରେ ପଶିଲା କରୋନା

ପଦ୍ମପୁର,୨୨।୫(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍‌ଜେଲ୍‌ରେ ୮୩ଜଣ କଏଦୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜେଲ୍‌ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩ଜଣଙ୍କ କରୋନା ପଜିଟିଭ୍‌ ବାହାରିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍‌ରେ…

ଇବ ନଦୀରେ ବୁଡି ନାବାଳକଙ୍କ ସଲିଳ ସମାଧି

ଝାରସୁଗୁଡା ଅଫିସ, ୨୨।୫: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଇବ୍‌ ନଦୀର ଓପିଏମ ଘାଟରେ ଜଣେ ନାବାଳକ ବୁଡ଼ି ସଲିଳ ସମାଧି ଘଟିଛି। ମୃତ ନାବାଳକ ଜଣକ ହେଲେ ସ୍ଥାନୀୟ ଲମଟିବାହାଲର ୧୫ ବର୍ଷୀୟ ରିଣ୍ଟୁ ପୋଇରା। ଏନେଇ ବ୍ରଜରାଜନଗର…

ଆତଙ୍କବାଦ ନିରୋଧୀ ଶପଥ ପାଠ

କଟକ ଅଫିସ, ୨୨ା୫: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ଶୁକ୍ରବାର ଆତଙ୍କବାଦ ନିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ପୂର୍ବାହ୍ନରେ ପୋଲିସ ଅଧିକାରୀ ଓ କର୍ମଚାରୀମାନେ ସାମାଜିକ ଦୂରତା ରକ୍ଷା ସହ ମାସ୍କ ପରିଧାନ କରି ଆତଙ୍କବାଦ ନିରୋଧୀ ଶପଥ…

ପଶ୍ଚିମ ଓଡ଼ିଶାରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ ପ୍ଲାଣ୍ଟ

ସମ୍ବଲପୁର,୨୨ା୫(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୨ଟି ସ୍ଥାନରେ ଭିଟାମିନ୍‌ଯୁକ୍ତ ଚାଉଳ ଉତ୍ପାଦନ (ଫର୍ଟିଫାଏଡ୍‌ ରାଇସ୍‌ କେର୍‌ନେଲ) ପ୍ଲାଣ୍ଟ ସ୍ଥାପନ ହେବ। ଏହା ରାଜ୍ୟରେ ପ୍ରଥମ। ଏହି ପ୍ଲାଣ୍ଟକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏ ନେଇ ରାଜ୍ୟ ଯୋଗାଣ ନିଗମ କାର୍ଯ୍ୟାଳୟରୁ ସମ୍ବଲପୁର…

କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୨୨ା୫: ପୁରୀର ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ଲୋକାର୍ପଣ କରିଛନ୍ତି। ପୁରୀ ବାଲିଗୁଆଳିସ୍ଥିତ ଶ୍ରୀଜଗନ୍ନାଥ ମେଡିକାଲ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?