ସନ୍ଥବାବାଙ୍କୁ ହତ୍ୟା ଘଟଣା: ଅର୍ଥଲୋଭରେ ମାରିଥିଲେ ଅଭିଯୁକ୍ତ
ଅତାବିରା,୫।୩: ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ଜଣେ ସନ୍ଥବାବା ସ୍ବାମୀ ଦାମୋଦର ସଦା ବାବା(୭୫)ଙ୍କୁ ହତ୍ୟା ମାମଲାର ପର୍ଦ୍ଦାଫାଶ ହୋଇଛି । ପୋଲିସ ଏହି ମାମଲାରେ ଜଣେ…
ଭଡାଘରୁ ମିସ୍ତ୍ରୀଙ୍କ ମୃତଦେହ ଜବତ
ବଲାଙ୍ଗୀର ଅଫିସ,୫।୩: ବଲାଙ୍ଗୀର ସହର ଗେଟ ସରୋବରପଡାରେ ଏକ ଭଡାଘରୁ ଶୁକ୍ରବାର ସକାଳେ ଜଣେ ଯୁବକଙ୍କ ମୃତଦେହକୁ ଟାଉନ ଥାନା ପୋଲିସ ଜବତ କରିଛି। ମୃତ ଯୁବକ ଜଣକ ପଶ୍ଚିମବଙ୍ଗର ମୁର୍ଶିଦାବାଦ ଅଞ୍ଚଳର ବାନି ଶେଖ (୨୩) ବୋଲି ଜଣାପଡ଼ିଛି। ବାନି…
ବସ୍ ଧକ୍କାରେ ଯୁବକଙ୍କ ଜୀବନଗଲା, ଉତ୍ତ୍ୟେକ୍ତ ଲୋକଙ୍କ ଭଙ୍ଗାରୁଜା
ଖୁଣ୍ଟୁଣୀ,୫।୩(ଡି.ଏନ୍.ଏ.): ଶୁକ୍ରବାର ସକାଳେ ଅନୁଗୋଳରୁ ଭୁବନେଶ୍ୱର ଆସୁଥିବା ନିଶା ନାମକ ଏକ ଘରୋଇ ବସ୍ ଧକ୍କାରେ ଜଣେ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେହେଲେ କୁଳାଇଲ ପଞ୍ଚାୟତ ଇନ୍ଦ୍ରାଣୀପାଟଣା ଗ୍ରାମର ଟୁଟୁ ଓରଫ ପ୍ରଦୀପ ସାହୁ। ପ୍ରଦୀପ ସକାଳେ ଜଳଖିଆ ନେଇ…
ୟୁପିରେ ଉତ୍ସାହ, ଓଡ଼ିଶାରେ ନିରାଶା
ତାଳଚେର,୫।୩ (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଥିବା ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିବାର ୫ ବର୍ଷ ପରେ ଏନ୍ଟିପିସି ଉତ୍ତରପ୍ରଦେଶ(ୟୁପି)ର ଟାଣ୍ଡା ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିଥିଲା। ଏହି ଦୁଇ ପୁରୁଣା ପାଓ୍ବାର…
ଅତିଷ୍ଠ କରୁଛି ଜଙ୍ଗଲ ନିଆଁ
ବେଗୁନିଆ,୫।୩(ଡି.ଏନ୍.ଏ.): ଦିନକୁ ଦିନ ଗ୍ରୀଷ୍ମପ୍ରବାହ ଅସହ୍ୟ ହେଉଥିବାବେଳେ ଜଙ୍ଗଲରେ ନିଆଁ ଲାଗିବା ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଚଳିତବର୍ଷ ଗ୍ରୀଷ୍ମଋତୁ ଆରମ୍ଭରୁ ଏପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପ୍ରାୟ ୩୦୦ ଏକର କାଜୁଜଙ୍ଗଲ ଜଳିଯାଇଥିବା ଜଣାପଡ଼ିଛି।…
ଶ୍ରୀଲୋକନାଥ ମନ୍ଦିର ଗମ୍ଭୀରାକୁ ଯିବେନି ଶ୍ରଦ୍ଧାଳୁ
ପୁରୀ ଅଫିସ,୫।୩: ଚଳିତ ବର୍ଷ କୋଭିଡ୍ କଟକଣା ମାନି ଶ୍ରୀଲୋକନାଥ ମନ୍ଦିରରେ ଜାଗରଯାତ୍ରା ପାଳନ ହେବ। ମନ୍ଦିର ଗମ୍ଭୀରା ଭିତରକୁ ଶ୍ରଦ୍ଧାଳୁଙ୍କୁ ଛଡ଼ାଯିବ ନାହିଁ। ସେହିପରି ମାନସିକଧାରୀଙ୍କୁ ପଙ୍କ କାଢ଼ିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ପୁରୀ ଜିଲା ପ୍ରଶାସନ…
ପ୍ରେରଣା ପାଲଟିଛନ୍ତି ନିର୍ମଳା: ରଙ୍ଗବେରଙ୍ଗର କୋବି ଚାଷକରି ଚର୍ଚ୍ଚାରେ
ନିଶ୍ଚିନ୍ତକୋଇଲି,୫।୩: ସରକାର ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ସେମାନେ ମଧ୍ୟ ପୁରୁଷଙ୍କ ସହ ସମକକ୍ଷ ହୋଇ ଏବେ ଚାଷ କରିବା ଆରମ୍ଭ କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ଜଣେ ମହିଳା ଚାଷୀ ରଙ୍ଗ ବେରଙ୍ଗର କୋବି…
ପଞ୍ଚାୟତିରାଜ ଦିବସ ପାଳିତ
ଗଞ୍ଜାମ,୫।୩(ଡି.ଏନ.ଏ): ସାରା ରାଜ୍ୟ ପଞ୍ଚାୟତିରାଜ ଦିବସ ପାଳନ କରାଯାଉଛି। ଗଞ୍ଜାମ ବିଜେଡି ପକ୍ଷରୁ ମଧ୍ୟ ତାହା ପାଳନ କରା ଯାଇଥିଲା l ଏହି ଅବସରରେ ବିଜୁ ପଟ୍ଟନାୟକ ମାର୍ଗସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତାମାନେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ l…
ଆସିଲା ୬୦ ହଜାର କୁଇଣ୍ଟାଲ ଟାର୍ଗେଟ
ନୟାଗଡ଼ ଅଫିସ,୫।୩: ନୟାଗଡ଼ ଜିଲାରେ ଅଭାବୀ ଧାନ ବିକ୍ରି ବଢ଼ୁଛି। ଜିଲାରେ ସରକାର ଖୋଲିଥିବା ମଣ୍ଡିରେ ଟାର୍ଗେଟ ଶେଷ ହୋଇଯାଇଛି ଦର୍ଶାଇ ଚାଷୀଙ୍କ ଧାନ କିଣାଯାଉ ନ ଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି । ଚାଷୀ ମଣ୍ଡିକୁ ଯାଇ ହଇରାଣ…
ଅପହରଣ ନାଟକ ରଚିଲେ ନାବାଳକ: ପୋଲିସ ନାକେଦମ୍
ଡେରାବିଶ,୫।୩(ସ୍ବ.ପ୍ର.): ମା’ବାପାଙ୍କ ଅତ୍ୟାଧିକ ସ୍ନେହ ଯୋଗୁ ପିଲାମାନେ କିପରି ବାଟ ହୁଡୁଛନ୍ତି ତା’ର ଏକ ଉଦାହରଣ ଡେରାବିଶରେ ଦେଖିବାକୁ ମିଳିଛି। ଡେରାବିଶ ଥାନା ଅଞ୍ଚଳର ଜଣେ ନାବାଳକ(୧୭) ବାପାଙ୍କ ଏଟିଏମ୍ କାର୍ଡ ନେଇ ୭୮ ହଜାର ଟଙ୍କା ଉଠାଇ ସାଙ୍ଗମାନଙ୍କ ସହ…
ତୀବ୍ର ହେଉଛି ଚାଷୀ ଅସନ୍ତୋଷ
ଢେଙ୍କାନାଳ ଅଫିସ, ୫।୩ ହାତରେ ଟୋକନ ଅଛି, ହେଲେ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଟାର୍ଗେଟ ପୂରଣ ହୋଇସାରିଥିବା କହି ନିର୍ଦ୍ଧାରିତ ସମୟ ପୂର୍ବରୁ ମଣ୍ଡି ବନ୍ଦ କରିଦିଆଯିବା ପରେ ସମସ୍ୟା ଦ୍ୱିଗୁଣିତ ହୋଇଯାଇଛି। ଯୋଗାଣ ବିଭାଗ ସରକାରଙ୍କ ନୂଆ ଟାର୍ଗେଟକୁ…
ଜଳୁଛି ୩୦ ସଂରକ୍ଷିତ ଜଙ୍ଗଲ
ବାରିପଦା ଅଫିସ,୫।୩: ପ୍ରକୃତିର ରାଣୀ ସୁବଜ ସୁନ୍ଦର ଅଭୟାରଣ୍ୟ ଶିମିଳିପାଳ ଏବେ ସର୍ବଗ୍ରାସୀ ନିଆଁରେ କ୍ଷତବିକ୍ଷତ। ମନୁଷ୍ୟକୃତ ଅଗ୍ନିକାଣ୍ଡ ପାଇଁ ଶୁଷ୍କ ଜୈବମଣ୍ଡଳ ଉତ୍ତପ୍ତ ହୋଇଉଠିଛି। ତାରି କୋଳରେ ବଢୁଥିବା ଜୀବଜନ୍ତୁ, ସରୀସୃପ, ବୃକ୍ଷଲତା, ଗୁଳ୍ମ, ଔଷଧୀୟ ଫଳମୂଳ ପୋଡ଼ି ଅଙ୍ଗାର…

