ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍ରେ କାଉନ୍ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍
ଛତ୍ରପୁର,୨୫।୪(ଡି.ଏନ୍.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍ଡାଉନ୍ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର...
ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ
ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ ତରଫରୁ ଜିଲା ପ୍ରଶାସନ ପରିଚାଳନା କରୁଥିବା ବେଳେ...
ଝଡ ତୋଫାନରେ ଆଜବେଷ୍ଟ ଉଡ଼ିଗଲା
ଜହ୍ନାପଙ୍କ,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ଝଡ ତୋଫାନ ହୋଇଛି। ଲୋକେ କରିଥିବା ଫସଲ ନଷ୍ଟ ହୋଇଥିବାରୁ ମୁଣ୍ଡରେ ଚଡ଼କ ପଡିଛି। ଅନେକ ସ୍ଥାନରେ ଗଛପତ୍ର ପଡ଼ି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍ ସରବରାହରେ...
ଭାଲୁତଇଲାରେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ
ଛେଣ୍ଡିପଦା,୨୫।୪(ସ୍ବ.ପ୍ର): ଅନୁଗୋଳ ଜିଲାର ଛେଣ୍ଡିପଦା ବନାଞ୍ଚଳର କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଭାଲୁତଇଲାରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଣଲୋଇ ଗ୍ରାମର କିଶୋର ଚନ୍ଦ୍ର ସାହୁ (୫୦)। ସୂଚନା ଅନୁଯାୟୀ, କଣଲୋଇ ମଝିସାହି...
ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ
ବିଜେପୁର, ୨୫।୪(ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ...
କେନ୍ଦୁଝର-ଭଦ୍ରକ ଜିଲା ସୀମାରେ ବଢ଼ିଲା ସୁରକ୍ଷା: ପହରା ଦେଉଛି ପୋଲିସ
କେନ୍ଦୁଝର,୨୫।୪(ସ୍ବ.ପ୍ର.): ରାଜ୍ୟରେ ଭଦ୍ରକ ଜିଲା କରୋନା ସଂକ୍ରମଣରେ ଦ୍ୱିତୀୟ ସମସ୍ୟା ବହୁଳ ଜିଲା ଭାବରେ ପରିଗଣିତ ହେଉଛି। ତେବେ ଭୟରେ ବହୁଲୋକ ରାତି ଅଧରେ ବିଭିନ୍ନ ରାସ୍ତାରେ କେନ୍ଦୁଝରକୁ ନିଜ ନିଜ ସମ୍ପର୍କୀୟ, ଘର ଅଥବା ଅଫିସକୁ ଚାଲିଆସୁଥିବା ଅଭିଯୋଗ...
ଖୁଜେନପାଲି କୁଷ୍ଠରୋଗୀଙ୍କୁ ରନ୍ଧାଖାଦ୍ୟ ପରଶିଲେ ବଲାଙ୍ଗୀର ଏସ୍ପି
ବଲାଙ୍ଗୀର, ୨୫ା୪(ଡି.ଏନ୍.ଏ.): ରାଜ୍ୟରେ ଜାରି ରହିଥିବା ଲକ୍ଡାଉନ ସମୟରେ ବଲାଙ୍ଗୀର ପୋଲିସ ଗରିବ ଓ ଅସହାୟ ଲୋକଙ୍କୁ ମାସେ ହେଲା ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି। ଖୁଜେନପାଲିରେ ରହୁଥିବା କୁଷ୍ଠ ରୋଗୀଙ୍କୁ ବଲାଙ୍ଗୀର ଏସ୍ପି ସନ୍ଦୀପ ମାଡକର ନିଜେ ରନ୍ଧାଖାଦ୍ୟ ପରଶିଛନ୍ତି।...
ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ
ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ...
ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିସରରେ ସ୍ଥାନ ଚିହ୍ନଟ ଲାଗି ପ୍ରଶାସନ, ସେବାୟତଙ୍କ ମଧ୍ୟରେ ବୈଠକ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି ଓ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଶୁକ୍ରବାର ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ କ୍ରମେ ନିଆଯାଇଥିବା ଏହି ନିଷ୍ପତ୍ତି କିପରି ସୂଚାରୁ ରୂପେ ସମ୍ପାଦନ ହେବ ସେଥିଲାଗି ଶନିବାର ଜିଲାପାର...
କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା
ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍ ନଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ ଆଉ ୨୨୧...
କରୋନା ସଂକ୍ରମଣ ଆଶଙ୍କା: ଉତ୍ତେଜନା ପରେ ବନ୍ଦ ହେଲା ଟ୍ରାନ୍ସପୋର୍ଟ ଅଫିସ
କେନ୍ଦୁଝର,୨୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗାଠାରେ ଚାଲିଥିବା ଟ୍ରାନ୍ସପୋର୍ଟ ଅଫିସକୁ ସ୍ଥାନୀୟ ସରପଞ୍ଚ ଓ ସଦର ପୋଲିସ ଉଦ୍ୟମରେ ଶନିବାର ବନ୍ଦ କରାଯାଇଛି। ଫଳରେ ଖଣିଜ ପଥର ପରିବହନ ପାଇଁ ଏଠାରେ ହେଉଥିବା ଭିଡ଼ କମିବ ବୋଲି...
ଗୁଡ଼୍ଭେଲାରେ କାଳବୈଶାଖୀ: ଉଡ଼ିଗଲା ଛପର, ଭାଙ୍ଗିଲା ଗାଈ ଗୁହାଳ; ବିଦ୍ୟୁତ୍ ସରବରାହ ବ୍ୟାହତ
ଗୁଡ଼୍ଭେଲା,୨୫।୪(ଡି.ଏନ୍.ଏ.): ଗୋଟିଏ ପଟେ କରୋନା ସମସ୍ତଙ୍କ ଉପରେ ଦାଉ ସାଧୁଥିବାବେଳେ କାଳବୈଶାଖୀ ଲୋକଙ୍କ କଷ୍ଟ ଆହୁରି ବଢ଼ାଇଦେଇଛି। ଶୁକ୍ରବାର ହୋଇଥିବା କାଳବୈଶାଖୀରେ ବଲାଙ୍ଗୀର ଜିଲା ଗୁଡ଼୍ଭେଲା ବ୍ଲକର ବିଭିନ୍ନ ସ୍ଥାନରେ ଅନେକ ଚାଳ ଘର ଓ ଆଳବେଷ୍ଟସ ଘରଗୁଡିକର ଛପର...
Archives


