ଆମ ଜିଲା ଖବର

ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୩ା୩ – କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅଧିକ ଚିନ୍ତା କରାଯାଉଛି। ମେ ୩…

କପିଳାସ ଅଭୟାରଣ୍ୟରେ ସଫାରି

ଢେଙ୍କାନାଳ ଅଫିସ, ୩।୩ – ଜୈବ ବିବିଧତା ଏବଂ ବନ୍ୟପ୍ରାଣୀ ସମ୍ଭାରରେ ଭରପୂର କପିଳାସ ଅଭୟାରଣ୍ୟରେ ଖୁବ୍‌ଶୀଘ୍ର ସଫାରିର ମଜା ନେବେ ପର୍ଯ୍ୟଟକ। ଏଥିଲାଗି ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ପ୍ରସିଦ୍ଧ ଶୈବପୀଠ…

ନଷ୍ଟ ହେଉଛି ବର୍ଷକର ଅମଳ

ଖଇରା, ୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଗନଧୂଳି ସେବା ସମବାୟ ସମିତି ଅଧୀନରେ ଚାଷୀଙ୍କର ଧାନ କିଣା ନ ହେବା ଯୋଗୁ ମାସ ମାସ ଧରି ଘରେ ପଡି ନଷ୍ଟ ହେଉଛି । ସରକାରଙ୍କ ତରଫରୁ ଟୋକନ ଇସ୍ୟୁ କରାଯାଇଥିଲେ…

ହିଙ୍ଗୁଳାଙ୍କ ପୀଠରେ ଲକ୍ଷାଧିକ ଭକ୍ତ

ବାରିପଦା ଅଫିସ,୩।୩- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ କଉଡ଼ିଖଣିସ୍ଥିତ ଶାଳଜଙ୍ଗଲ ପରିସରରେ ମା’ ହିଙ୍ଗୁଳାଙ୍କ ବାର୍ଷିକ ବଡ଼ପୂଜା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ୧୪୪ ଧାରା ଜାରି ସତ୍ତ୍ୱେ ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଏହି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ମୟୂରଭଞ୍ଜ…

ପ୍ଲାଷ୍ଟିକମୁକ୍ତ ସହର ପ୍ରହସନ

ଚମ୍ପୁଆ, ୩।୩ (ଡି.ଏନ.ଏ)-ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପ୍ରଦୂଷଣ ସମସ୍ୟାକୁ ରୋକିବା ପାଇଁ ସରକାରୀ ସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ମାତ୍ର କେନ୍ଦୁଝର ଜିଲା ଚମ୍ପୁଆ ବିଜ୍ଞାପିତ ଅଞ୍ଚଳରେ ପ୍ଲାଷ୍ଟିକ ବ୍ୟବହାର କମିବା ବଦଳରେ ବଢ଼ିବାରେ ଲାଗିଛି। ଚମ୍ପୁଆ ସହରକୁ ପ୍ଲାଷ୍ଟିକମୁକ୍ତ…

୧୦ କିମି ଷ୍ଟ୍ରେଚରରେ ବୁହାହେଲେ ରୋଗୀ

ରାୟଗଡ଼ା ଅଫିସ, ୨।୩: ଖରାପ ରାସ୍ତା ଯୋଗୁ ୧୦ କି.ମି ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆସି ମେଡିକାଲରେ ଭର୍ତ୍ତି ହେଲେ ରୋଗୀ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା ମୁନିଗୁଡା ବ୍ଲକ ଡିମିରିଗୁଡା ପଞ୍ଚାୟତରେ। ସୂଚନା…

ଶିବ ମନ୍ଦିର ବଟ ବୃକ୍ଷରେ ଲାଗିଲା ନିଆଁ

ମାଲକାନଗିରି, ୨।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ପୁରୁଣା ମେଡିକାଲ ନିକଟରେ ଏକ ପୂରାତନ ଶିବ ମନ୍ଦିରକୁ ଲାଗିଥିବା ବଟ ଗଛରେ ନିଆଁ ଲାଗି ମନ୍ଦିରର କିଛି ଅଂଶ କ୍ଷତି ହୋଇଛି। ଏହି ମନ୍ଦିର ସର୍ବ ପୂରାତନ ଏବଂ ବଟ ବୃକ୍ଷଟି…

ଚାକିରି ହୋଇଛି କହି ମିଠାରେ ନିଶା ଔଷଧ ଦେଲେ ଭଡ଼ାଟିଆ: ମାଲିକଙ୍କ ଘରୁ ଲୁଟିନେଲେ ୩୫ ଲକ୍ଷର ସୁନାଗହଣା

ମାଲକାନଗିରି,୨।୩(ଡି.ଏନ୍‌.ଏ.): ମାଲକାନଗିରି ସଦର ମହକୁମା ବିବିଗୁଡା କଲୋନୀରେ ମିଠାରେ ନିଶା ମିଶାଇ ଖାଇବାକୁ ଦେଇ ଅତି ସହଜରେ ସୁନାରୀଙ୍କ ଘରୁ କଳାକନା ବୁଲାଇଲେ ଭଡାରେ ରହୁଥିବା ଲୁଟେରା। ୩୫ ଲକ୍ଷ ଟଙ୍କାର ସୁନା ଗହଣା ସହ ଦୁଇ ଲକ୍ଷ ଟଙ୍କା ଧରି…

ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ଖୋର୍ଦ୍ଧା ଅଫିସ,୨।୩ : ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଛି। ସବୁ ମଣ୍ଡିରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଟାର୍ଗେଟ ନାହିଁ କହି ସମିତି ସମ୍ପାଦକ ଦିନ ଗଡାଇ ଚାଲିଛନ୍ତି। ଟୋକନ ଥାଇ ମଣ୍ଡିରେ ଧାନ ଉଠୁନାହିଁ। ଏଭଳି ପରିସ୍ଥିତିରେ ଚାଷୀଙ୍କ…

୧୭ ଘଣ୍ଟା ପରେ ଉଠିଲା ଟ୍ୟାଙ୍କର

ଗଞ୍ଜାମ, ୨।୩(ଡି.ଏନ୍‌.ଏ.): ଗଞ୍ଜାମ ଥାନା ୧୬ନଂ ଜାତୀୟ ରାଜପଥ ଶଙ୍ଖ ନୂଆଗାଁ ଓ ପୁଇଁତୋଳା ମଝିରେ ସୋମବାର ଅପରାହ୍ନରେ ଓଲଟି ପଡ଼ିଥିବା ଆମୋନିଆ ଗ୍ୟାସ ଟ୍ୟାଙ୍କରକୁ ଦୀର୍ଘ ୧୭ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ପାରାଦ୍ୱୀପ ଏକ୍ସପୋର୍ଟରୁ ଏକ ଚାରି ଜଣିଆ…

ପୁଣି ଗଞ୍ଜାମକୁ ଫେରିଲା କରୋନା: ରାଜ୍ୟରେ ଆଜି ୭୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ଜଣ କ୍ୱାରାଣ୍ଟାଇନ୍‌ରୁୁ ଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମଙ୍ଗଳବାର…

ଭିସୁଟ୍‌ ଛାତ୍ରଙ୍କ କରୋନା ରିପୋର୍ଟ ଭୁଲ୍‌, କିଟ୍‌ ଖରାପ ଥିବା ଯୋଗୁ ଆସିଥିଲା ପଜିଟିଭ୍‌

ସମ୍ବଲପୁର,୨।୩(ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ(ଭିସୁଟ୍‌)ରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ ଚର୍ଚ୍ଚା ହୋଇଥିଲା। ଏପରିକି ବିଶ୍ୱବିଦ୍ୟାଳୟର ୨୫ଜଣ ଛାତ୍ର କରୋନା ପଜିଟିଭ୍‌ ଆସିଥିବା ନେଇ ଖବର ପ୍ରକାଶ ପାଇଥିଲା। ଏହି ଘଟଣାକୁ ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?