ସାନଭାଇକୁ ହତ୍ୟା କରି ଦୁଇ ବଡ଼ ଭାଇ ପୋଡ଼ି ଦେଇଥିବା ଅଭିଯୋଗ
ବୌଦ୍ଧ,୧।୩(ସ୍ବ.ପ୍ର.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଗୋଛାପଡ଼ା ଗ୍ରାମ ପଞ୍ଚାୟତ ମଲିକପଡା ଗ୍ରାମରେ ରବିବାର ରାତିରେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ବଡ଼ ଭାଇ ମିଶି ସାନ ଭାଇକୁ ହତ୍ୟା କରିବା ପରେ ଘର ଆଗରେ ଏକ…
ମଝି ରାସ୍ତାରେ ଆମ୍ବୁଲାନ୍ସରୁ ଡେଇଁଲେ ରୋଗୀଙ୍କ ମା’, ପୂରା ଘଟଣା ଜାଣିଲେ…
ଭଦ୍ରକ ଅଫିସ,୧।୩: କଟକ ବଡ଼ ମେଡିକାଲ ବଦଳରେ ବାଲେଶ୍ୱର ନେଉଥିବାରୁ ୧୦୮ ଆମ୍ବୁଲାନ୍ସରୁ ଡେଇଁ ପଡ଼ିଥିଲେ ରୋଗୀଙ୍କ ମା’। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲାରେ। ଭଦ୍ରକ ଗ୍ରାମାଞ୍ଚଳ ଥାନା ରମ୍ଭିଳା ଅଞ୍ଚଳର ଗୀତାରାଣୀ ବାରିକଙ୍କ ପୁଅ ଗଛରୁ ଖସିପଡିଥିଲେ…
ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍
ବ୍ରହ୍ମପୁର ଅଫିସ୍,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍ ରାଇଡିଂ ଓ ମୋବାଇଲ୍ ଫୋନ୍ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ ବାଇକ୍ ଚଳାଇବା ସମୟରେ ହେଲ୍ମେଟ୍ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରୁଥିବା…
ଆର୍ପିଏଫ୍ କର୍ମଚାରୀଙ୍କ ସାଧୁତା
ପୁରୀ ଅଫିସ,୧।୩: ରେଳ ସୁରକ୍ଷା ବଳ (ଆର୍ପିଏଫ୍) କର୍ମଚାରୀ ସୁଶାନ୍ତ କୁମାର ବାଗଲା ପୁରୀ ଷ୍ଟେଶନ କୋଚ୍ ଯାଞ୍ଚ କରୁଥିବାବେଳେ ଏକ ମୋବାଇଲ ଫୋନ୍ ଓ ନଗଦ ୧୧ ହଜାର ଟଙ୍କା ପାଇଥିଲେ। ରବିବାର ସେ ଏହାକୁ ସମ୍ପୃକ୍ତ ମାଲିକଙ୍କୁ ହସ୍ତାନ୍ତର…
ପୋତାହେଲା ଅପମିଶ୍ରିତ ସାମଗ୍ରୀ
ଚୌଦ୍ୱାର,୧।୩(ଡି.ଏନ.ଏ.): ଟକ ସହର ସମେତ ଏହାର ଉପକଣ୍ଠରେ ଗତ କିଛି ମାସ ମଧ୍ୟରେ ଚଢାଉ କରାଯାଇ ଅନେକ ନକଲି ଓ ଅପମିଶ୍ରିତ କାରଖାନା ଠାବ କରାଯାଇଛି। ସେଠାରୁ ଘିଅ, ତେଲ, ମସଲାଗୁଣ୍ଡ, ଚା, ନକଲି ଜର୍ଦ୍ଦା, ହଳଦୀଗୁଣ୍ଡ ଜବତ କରାଯାଇଛି। ଏହି…
ଯୁବକଙ୍କୁ ହତ୍ୟା, ଜଣେ ଅଟକ
ଗଞ୍ଜାମ,୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି l ମୃତ ଯୁବକ ହେଲେ ହୁମା ବଡ଼ସାହିର ଦଣ୍ଡପାଣି ବିଶ୍ୱାଳ (୪୮) l ଖବର ପାଇ ଆଡିଶନାଲ ଏସ୍ପି ଠାକୁର ପ୍ରସାଦ ପାତ୍ର,…
ଓଡ଼ିଶାରେ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରା ର଼୍ୟାକେଟ୍
ବଲାଙ୍ଗୀର ଅଫିସ, ୧।୩: ଓଡିଶାର ବିଭିନ୍ନ ସହରରେ ଏବେ ଆନ୍ତଃରାଜ୍ୟ ସେନ୍ସର ବ୍ଳକ୍ ଏଟିଏମ୍ ଲୁଟେରା ର଼୍ୟାକେଟ୍ ସକ୍ରିୟ ରହିଛନ୍ତି। ବଲାଙ୍ଗୀର ସହରର ବିଭିନ୍ନ ଏଟିଏମ୍ରୁ ଲକ୍ଷାଧିକ ଟଙ୍କା ଲୁଟ୍ କରିବାବେଳେ ଆଦର୍ଶ ଟାଉନ୍ ଥାନା ପୋଲିସ ହାବୁଡରେ ଉତ୍ତରପ୍ରଦେଶ କାନପୁରର…
ପିଲା କମିଲେ, ଶିକ୍ଷକ ବଢ଼ିଲେ
ଯାଜପୁର ଅଫିସ,୧।୩: ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷ ମଧ୍ୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮ ଲକ୍ଷ ୭ ହଜାର କମିଛି। ଏଥିରୁ ସରକାରୀ ସ୍କୁଲ ପ୍ରତି ଆଗ୍ରହ କମିବା ଓ ଡ୍ରପ୍ଆଉଟ ଛାତ୍ରୀଛାତ୍ରଙ୍କ ସଂଖ୍ୟା…
କଣ୍ଟେନ୍ମେଣ୍ଟ ଜୋନ୍ରେ ଭିସୁଟ୍ର ୧୧ ହଷ୍ଟେଲ
ସମ୍ବଲପୁର,୧।୩ (ବ୍ୟୁରୋ): ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ରେ କୋଭିଡ୍ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲା ପ୍ରଶାସନ ପକ୍ଷରୁ କ୍ୟାମ୍ପସ ପରିସରରେ ଥିବା ୧୧ଟି ହଷ୍ଟେଲକୁ ରବିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି।…
ଇକୋ ରିଟ୍ରିଟ୍ରେ ନିଆଁ
ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ କରିଥିବା…
ଶ୍ରମିକଙ୍କ ସହ ମାଟି ବୋହିଲେ ପ୍ରକଳ୍ପ ନିର୍ଦ୍ଦେଶକ
ଭଦ୍ରକ ଅଫିସ,୧।୩-ମୁଣ୍ଡରେ ପଗଡ଼ି ବାନ୍ଧି ଝୁଡ଼ିରେ ମାଟି ବୋହିଲେ ଭଦ୍ରକ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ। ଶ୍ରମିକମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଦାସ ସେମାନଙ୍କ ସହ ମିଶି କାମ କଲେ। ଧାମରା ପଞ୍ଚାୟତ ଝାଡ଼କଟା ଗ୍ରାମ୍ୟ ରାସ୍ତାରେ ଏଭଳି…
ଆକର୍ଷଣ ହରାଉଛି ଡଗରା ବେଳାଭୂମି
ବାଲିଆପାଳ,୧ା୩-ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ଡଗରା ବେଳାଭୂମିର ବିକାଶ ଲାଗି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଫଳରେ ଏହା ଧୀରେ ଧୀରେ ଆକର୍ଷଣ ହରାଇବାରେ ଲାଗିଛି। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ବେଳାଭୂମିରେ ଅମାନିଆ ପର୍ଯ୍ୟଟକଙ୍କ ଅବାଧ ବାଇକଚାଳନା…

