ଆମ ଜିଲା ଖବର

ସାହିତି୍ୟକ ନରେନ୍ଦ୍ର ବେହେରାଙ୍କ ପରଲୋକ

କଟକ ଅଫିସ, ୧୫ା୫: ସାହିତି୍ୟକ, ନାଟ୍ୟକାର, ଗୀତିକାର ତଥା ଅନୁବାଦକ ନରେନ୍ଦ୍ର ବେହେରାଙ୍କ ଗତ ୧୨ ତାରିଖରେ ଜାମସେଦପୁରଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ସେ କିଛିଦିନ ହେବ କରୋନାରେ ଆକ୍ରାନ୍ତ ହୋଇ ଜାମସେଦପୁରସ୍ଥିତ ଏକ ଘରୋଇ…

ଗଳାବାଟରେ ଚାଲିଛି ଚଳପ୍ରଚଳ

ଜଳେଶ୍ୱର, ୧୫ା୫(ଡି.ଏନ.ଏ.): କରୋନା ଭୂତାଣୁର ୨ୟ ଲହର ସମଗ୍ର ଦେଶରେ କାୟା ବିସ୍ତାର କରି ଚାଲିଥିବା ବେଳେ ପଶ୍ଚିମବଙ୍ଗ ମ୍ୟୁଟାଣ୍ଟକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଠୋର ନୀତି ଅବଲମ୍ବନ କରାଯାଇଛି। ଓଡିଶା-ପଶ୍ଚିମବଙ୍ଗ ସୀମା ସିଲ୍‌ କରାଯିବା ସହିତ ଯାନବାହନ ଯାଞ୍ଚ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସମୀକ୍ଷା: ୫ ମିନିଟ୍‌ରେ ଗାଇଲେ ୨୮ ହିନ୍ଦୀ ଦେଶାତ୍ମବୋଧକ ସଙ୍ଗୀତ

ବାଲିଆ,୧୫ା୫: ଜଗତ୍‌ସିଂହପୁର ଜିଲା ବିରିଡି ବ୍ଲକ ଅନ୍ତର୍ଗତ କୂଳକଇଜଙ୍ଗା ଗ୍ରାମର ସାଇସମୀକ୍ଷା ସ୍ବାଇଁ (୮) ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ସ୍ଥାନ ପାଇଛନ୍ତି। ୪ ମିିନିଟ ୨୦ ସେକେଣ୍ଡରେ ୨୮ଟି ହିନ୍ଦୀ ଦେଶାତ୍ମବୋଧକ ଗୀତ ଗାଇ ସେ ଏହି ଗୌରବ ହାସଲ…

ପୋଲ ତଳକୁ ଖସିଲା କାର୍‌

ବାଲେଶ୍ୱର ଅଫିସ,୧୫।୫: ବାଲେଶ୍ୱର ଜିଲା ଏନଏଚ୍‌-୧୬ ର୍ବିଲା ଟାୟାର ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଶନିବାର ସକାଳୁ ପୋଲ ତଳକୁ କାର୍‌ ଖସି ପଡ଼ିଛି। ଏଥିଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।…

ଅନ୍ତେବାସୀଙ୍କୁ କରୋନା ଭୟ

ଭଦ୍ରକ ଅଫିସ,୧୫।୫-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। ଜିଲାରେ ବିଚାରାଧୀନ ବନ୍ଦୀ ଓ ସଜା କାଟୁଥିବା ଅପରାଧୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ଚିନ୍ତାର ବିଷୟ ପାଲଟିଛି। ଫଳରେ ଏହି ଜେଲ ଅନ୍ତେବାସୀଙ୍କୁ ଏବେ…

କରୋନାରେ ଯୁବ ଓଡ଼ିଆ ବୈଜ୍ଞାନିକଙ୍କ ମୃତ୍ୟୁ

ବାହାନଗା,୧୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ଯୁବ ବୈଜ୍ଞାନିକ ବୈଦ୍ୟନାଥ ମହାନ୍ତିଙ୍କ କରୋନାରେ ମୃତ୍ୟୁ ହୋଇଯାଇଛି। ଗତ ୧୫ଦିନ ପୂର୍ବରୁ ତାଙ୍କ ବଡଭାଇ ବିଶ୍ୱନାଥଙ୍କ ମୃତ୍ୟୁ ହୋଇଥିଲା। ବଡଭାଇଙ୍କ ମୃତ୍ୟୁ ଖବର ଶୁଣି ବୈଦ୍ୟନାଥ କୁଏତରୁ ଦିଲ୍ଲୀ ଆସିବା ପରେ…

ପାରୋଲରେ ଗଲେ ୫ କଏଦୀ

କେନ୍ଦୁଝର,୧୫ା୫(ଡି.ଏନ.ଏ.)-କରୋନା ସଂକ୍ରମଣ ବଢ଼ୁଥିବାବେଳେ ଜେଲରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଲାଗି କଏଦୀ ସଂଖ୍ୟା ହ୍ରାସ କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ସଜ୍ଜା କାଟୁଥିବା ବନ୍ଦୀଙ୍କୁ ୯୦ ଦିନିଆ ଛୁଟି(ପାରୋଲ)ରେ ଛାଡ଼ିବା ପାଇଁ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। ଏହି…

କରୋନା ଆକ୍ରାନ୍ତ ୧୫ ଦିନର ଶିଶୁ ମୃତ

ବ୍ରହ୍ମପୁର ଅଫିସ୍‌,୧୫ା୫: କରୋନାର ଦ୍ୱିତୀୟ ଲହରରେ ଶିଶୁ ସଂକ୍ରମିତ ହେଲେଣି। ଗତ ସୋମବାର ବ୍ରହ୍ମପୁର ହାଉସିଂ ବୋର୍ଡ଼ରେ ରହୁଥିବା ଜଣେ ୧୦ ବର୍ଷୀୟ ନାବାଳକଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ଶୁକ୍ରବାର ପୁଣି ଏମ୍‌କେସିଜି ମେଡିକାଲରେ ୧୫ ଦିନର ଜଣେ ଶିଶୁର କରୋନାରେ…

ସଞ୍ଜୀବନୀ ପାଇଁ ମିଳୁନି ସ୍ଲଟ୍‌

ଅନୁଗୋଳ ଅଫିସ, ୧୫ା୫ କରୋନାର ଦ୍ୱିତୀୟ ଲହରକୁ ନେଇ ସଭିଏଁ ଚିନ୍ତିତ। କେବେ ଏହା କବଳରୁ ମୁକ୍ତି ମିଳିବ ତାହା ଜଣାପଡ଼ୁ ନ ଥିବାବେଳେ ବର୍ଷାଧିକ ଧରି କୋଭିଡ୍‌ ବିରୋଧୀ ଯୁଦ୍ଧରେ ମାସ୍କ ଓ ସାମାଜିକ ଦୂରତ୍ୱ ହିଁ ମୁଖ୍ୟ ଅସ୍ତ୍ର…

ମାଗଣାରେ ହେବ କୋଭିଡ୍‌ ଚିକିତ୍ସା

ବରଗଡ଼ ଅଫିସ,୧୪।୫: ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏଣିକି ମାଗଣାରେ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ହେବ । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲୀକ୍ରୀଷ୍ଣା ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସହିତ…

ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ ଲୋକ…

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକ ମୃତଦେହ ପାଖ ମାଡି ନ ଥିଲେ। ଏପରିକି ଅନ୍ତିମ ସଂସ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?