ନୂଆପଡ଼ା ଉପନିର୍ବାଚନ: ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ପ୍ରାର୍ଥୀ
ନୂଆପଡ଼ା,୧୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ ମଧୁସୂଦନ…
ନାଁକୁ ଅଟୋରେ ଥିଲେ ଯାତ୍ରୀ, କରୁଥିଲେ ଗଞ୍ଜେଇ ଚାଲାଣ: ମାଡ଼ି ବସିଲା ପୋଲିସ
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ ଶନିବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ପୋଡ଼ାମାରି ପୋଲିସ ଚେକ ଗେଟ ନିକଟରେ ଗାଡ଼ି ଚେକିଂ କରୁଥିଲେ। ଗଜପତି ଜିଲା…
ପୁଣି ଆଇସିୟୁରେ ଭର୍ତ୍ତି ହେଲେ ଅଭିଜିତ୍ ମଜୁମ୍ଦାର
ଭୁବନେଶ୍ୱର,୧୧ା୧୦: ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମ୍ଦାର(ଦାଦା)। ସ୍ନାୟୁଜନିତ ସମସ୍ୟାରେ ସୁଧାର ନ ଆସିବାରୁ ପୁଣି ଆଇସିୟୁକୁ ସ୍ଥାନାନ୍ତର ହୋଇଛନ୍ତି ଦାଦା। ଗତ ୨୪ ଘଣ୍ଟାରେ ଅଭିଜିତ୍ଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ତେବେ…
ଟ୍ରକ୍ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ
କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା ପଟୁ…
ରାଜୁ ଭାଇଙ୍କୁ ମନେ ପକାଇଲା ବିଜେଡି: କହିଲା ଜୟଙ୍କ ଦେହରେ ପ୍ରବାହିତ ହେଉନି ଢୋଲକିଆ ରକ୍ତ
ନୂଆପଡ଼ା,୧୧।୧୦: ଜୟ ଢୋଲକିଆ ଭାଜପାରେ ମିଶିବା ପରେ ବିଜେଡିର ପ୍ରତିକ୍ରିୟା। ପ୍ରେସମିଟ କରି ଜୟ ଢୋଲକିଆଙ୍କୁ ଟାର୍ଗେଟ କଲେ ପ୍ରତାପ ଜେନା। ସେ କହିଛନ୍ତି ଘୋଡ଼ା ବେପାରରେ ଜୟ ଢୋଲକିଆ ବିକ୍ରି ହୋଇଗଲେ। ରାଜୁ ଭାଇ ଯଦି ବଞ୍ଚିଥାନ୍ତେ ତାହେଲେ ଏକଥାକୁ…
ପୁଣି କଳିଙ୍ଗା ଘାଟିରେ ପ୍ରବଳ ବର୍ଷା: ଧୋଇଗଲା କଂକ୍ରିଟ୍ କାର୍ଯ୍ୟ
ଜି.ଉଦୟଗିରି,୧୧ା୧୦(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ) ଭୂସ୍ଖଳନ ଯୋଗୁ ଦୀର୍ଘ ୨୫ ଦିନ ହେଲାଣି କଳିଙ୍ଗା ଘାଟି ଦେଇ ଯାଇଥିବା ୧୫୭ ନମ୍ବର ଜାତୀୟ ରାଜପଥରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି। ଗତମାସ ୧୬ ତାରିଖରେ ବାଦଲ ଫଟା ବର୍ଷା ଓ…
ବିଜେଡିରେ ପଶିଲା ଛନକା: ଢୋଲକିଆ ପଦ୍ମ ଧରିବା ପରେ , ପ୍ରାର୍ଥୀ ଖୋଜିଖୋଜି…
ନୂଆପଡ଼ା,୧୧ା୧୦ (ମକାରୁ ବେମାଲ) : ନୂଆପଡ଼ା ବିଧାନସଭା ଉପନିର୍ବାଚନକୁ ନେଇ ଜିଲାରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଏହି ଆସନ ଲାଗି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ଓ ବିଜେଡି ମଧ୍ୟରେ ଏକପ୍ରକାର ଛକାପଞ୍ଝା ଲାଗିରହିଛି। ପୂର୍ବତନ…
ଜନନୀ ଯନ୍ତ୍ରଣା: ଖଟିଆରେ ବୁହାହେଲେ ଗର୍ଭବତୀ
ଥୁଆମୂଳ ରାମପୁର,୧୧ା୧୦ (ଦୁର୍ଗା କୀର୍ତ୍ତି)- ରାସ୍ତା ଶୋଚନୀୟ ଯୋଗୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନିଆଯାଇଥିଲା। ଜନନୀ ଯନ୍ତ୍ରଣାର ଏଭଳି ଏକ ଚିତ୍ର କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର…
ପାନ ଦୋକାନରେ ବିକୁଥିଲେ ବିଦେଶୀ ମଦ, ଚଢ଼ାଉ କଲା ଅବକାରୀ ବିଭାଗ, ଅଭିଯୁକ୍ତ…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡରେ ଥିବା ନିରଞ୍ଜନ ବେହେରାଙ୍କ ପାନ ଦୋକାନରୁ ଶନିବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ୧୧୧ ଟି ବିଦେଶୀ ମଦ ବୋତଲ ଜବତ କରାଯାଇଛି। ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର…
ଭାଜପାରେ ସାମିଲ ହେବା ପରେ ଜୟ ଢୋଲକିଆଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…
ଭୁବନେଶ୍ୱର,୧୧।୧୦: ଭାଜପାରେ ସାମିଲ ହେବାପରେ ଜୟ ଢୋଲକିଆ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳ ଯାହା ଦାୟିତ୍ୱ ଦେବ ତାହାକୁ ପାଳନ କରିବି।ରାଜ୍ୟରେ ଚାଲିଥିବା ବିକାଶ ଧାରାରେ ସାମିଲ ହେବାକୁ ନିଷ୍ପତ୍ତି ନେଇଛି।ବାପାଙ୍କ ଅଧୂରା ସ୍ବପ୍ନ ପୂରଣ ଓ ସମାଜ…
ବର୍ଷାରେ ଧୋଇଗଲା ୩୦ ହଜାର କୋବି ଗଛ, ଧୂଳିସାତ୍ ହେଲା ଚାଷୀଙ୍କ ସ୍ବପ୍ନ
ଦାରିଙ୍ଗବାଡ଼ି,୧୧ା୧୦(ଅରୁଣ ସାହୁ): ଅନେକ ଆଶା ଥିଲା ଚାଷ କରି ଭଲ ଦୁଇ ପଇସା କମେଇବେ। ଏଥିପାଇଁ ନିଜ ଜମି ନ ଥାଇ ମଧ୍ୟ ଅନ୍ୟ ଜଣଙ୍କ ଜମିକୁ ଭଡ଼ାସୂତ୍ରରେ ମାଗି କରିଥିଲେ ଚାଷ ହେଲେ ବର୍ଷା ସବୁ ସ୍ବପ୍ନକୁ ଧୂଳିସାତ୍ କରିଦେଲା।…
‘ଆମ ଭଞ୍ଜ ଆମ ଅସ୍ମିତା’
ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସଭା କକ୍ଷରେ ଶନିବାର ସମ୍ଭବ ସାହିତ୍ୟ ପରିବାର ଓ ଶ୍ରୀ ବିଘ୍ନରାଜ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭଞ୍ଜ ସାହିତ୍ୟ କୃତୀ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସମ୍ଭବ ପତ୍ରିକା…
Archives


