ଆମ ଜିଲା ଖବର

ସଚେତନ ରଥ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଉଛିି ଖୋର୍ଦ୍ଧା ପୋଲିସ

ଖୋର୍ଦ୍ଧା ଅଫିସ,୨୪।୪ : କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶରେ ଲକ୍‌ଡାଉନ ଜାରି ରହିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଖୋର୍ଦ୍ଧା ପୋଲିସ ପକ୍ଷରୁ ଶୁକ୍ରବାର ଅଭିନବ...

ପନ୍ଦାଡୋ ପଞ୍ଚାୟତରେ ସଚେତନତା

ହାଟଡିହୀ, ୨୪। ୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତରେ କରୋନା ମୁକାବିଲା ଲାଗି ସରପଞ୍ଚ ଅନିରୁଦ୍ଧ ବେହେରା ଓ ଜିଆରଏସ ପଙ୍କଜ ତ୍ରିପାଠୀ ଲୋକଙ୍କୁ ସଚେତନ କରିଛନ୍ତି। ଏହି ପଞ୍ଚାୟତ ଅଧୀନରେ ୬ଟି ଗ୍ରାମର ୧୨ଟି ୱାର୍ଡ...

ବାଲେଶ୍ୱରରେ କାଳବୈଶାଖୀ : ଘର ସହ ଭାଙ୍ଗିଲା ମୋବାଇଲ୍‌ ଟାଓ୍ବାର

ବାଲେଶ୍ୱର ଅଫିସ୍‌, ୨୪।୪-ବାଲେଶ୍ୱର ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ କୁଆପଥର ମାଡ଼ ସହ ପ୍ରବଳ ବର୍ଷା ହୋଇଛି। ବର୍ଷା ପାଇଁ ଗରମରୁ ଆଶ୍ୱସ୍ତି ମିଳିଛି। ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ପବନ ଯୋଗୁ ଘର ଛପର ଉଡାଇ ନେଇଛି।...

କାଟି ଦେଲେ ଶହ ଶହ ଗଛ: ଅଭିଯୁକ୍ତଙ୍କୁ ଛାଡି ଦେଲା ବନ ବିଭାଗ

ବାମରା, ୨୪।୪ (ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବନଖଣ୍ଡ ବନାଞ୍ଚଳରେ ପ୍ରତିଦିନ ବେଆଇନ ଭାବରେ ଗଛକଟା ଚାଲିଛି। ଏ ନେଇ ଅଭିଯୋଗ ସତ୍ତ୍ବେ ବନ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ବାମରା ବ୍ଲକ ଅନ୍ତର୍ଗତ ସାକୋବାହାଲ ଫରେଷ୍ଟ ବିଟ୍‌...

ରଥଯାତ୍ରା ଆୟୋଜନକୁ ନେଇ ଶଙ୍କରାଚାର୍ଯ୍ୟଙ୍କୁ ଚିଠି

ପୁରୀ ଅଫିସ,୨୪।୪: କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ ଆଶା, ଆଶଙ୍କା ଲାଗି ରହିଥିବା ବେଳେ ଶୁକ୍ରବାର ଶ୍ରୀମନ୍ଦିର ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଶଙ୍କରାଚାର୍ଯ୍ୟ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଛନ୍ତି। ରଥଯାତ୍ରା ଆୟୋଜନ...

ସହାୟତା ଦେଲା ଗଞ୍ଜାମ ଜ଼ିଲା ପ୍ରଶାସନ: ପୁଅଙ୍କୁ କଟକ ନେଇ ଚିକିତ୍ସା କରାଇଲେ ମା’, ଜଣାଇଲେ କୃତଜ୍ଞତା

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଗଙ୍ଗାପୁର-୧ ର ଜଣେ ଅସହାୟ ମହିଳା ନମିତା କରଣଙ୍କ ୧୦ ବର୍ଷର ପୁଅ ଏକ ଗୁରୁତର ରୋଗରେ ପୀଡିତ ଅଛନ୍ତି। ବ୍ରହ୍ମପୁର ବଡ଼ ମେଡିକାଲରେ ଆବଶ୍ୟକ ଚିକିତ୍ସା ସୁବିଧା ନ ଥିବାରୁ...

ଭଦ୍ରକ ଜିଲା ସଟ୍‌ଡାଉନ୍‌: କୁଲଣାଠାରେ ମଞ୍ଜୁରୀରୋଡ-ଛତାବର ମୁଖ୍ୟ ରାସ୍ତା ସିଲ, ୪ ପଞ୍ଚାୟତ ଲୋକେ ହିନସ୍ତା

ଭଣ୍ଡାରିପୋଖରୀ,୨୪।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଯୋନ୍‌ ଭାବେ ଘୋଷଣା କରାଯାଇଛି। ପଞ୍ଚାୟତର ୨୩ଟି ସ୍ଥାନରେ ବିଭିନ୍ନ ରାସ୍ତାକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ମଞ୍ଜୁରୀରୋଡ ଅଞ୍ଚଳକୁ...

ପ୍ରେମବିବାହ କରିଥିବା ସତ୍ତ୍ୱେ ନାବାଳିକାଙ୍କୁ ନେଇ ଫେରାର ହେଉଥିଲେ, ଆରଡି ପୋଲିସ ହାତରେ ଧରାପଡ଼ିଲେ ୩୨ ବର୍ଷୀୟ ଯୁବକ

ଆରଡି, ୨୪ା୪,(ଡି.ଏନ.ଏ.): ନାବାଳିକାଙ୍କୁ ନେଇ ଫେରାର ହେଉଥିବା ବେଳେ ଭଦ୍ରକ ଜିଲା ଆରଡି ଫାଣ୍ଡି ପୋଲିସ ଜଣେ ୩୨ ବର୍ଷୀୟ ଯୁବକଙ୍କୁ ଧରିବାରେ ସକ୍ଷମ ହୋଇଛି। ସେ ଜଣେ ୧୩ ବର୍ଷର ନାବାଳିକାକୁ ନେଇ ଏକ ସ୍କୁଟିରେ ଚମ୍ପଟ ମାରୁଥିବା...

ଆଶାକର୍ମୀଙ୍କୁ ମାଡ଼ମାରି ଜଣେ ଗିରଫ: ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ଜିଲାପାଳ

ବାଲେଶ୍ୱର ଅଫିସ, ୨୪।୪: ବାଲେଶ୍ୱର ଜିଲା ବାରବାଟି ଗ୍ରାମର ଆଶାକର୍ମୀ ସୁଭଦ୍ରା ଭଞ୍ଜ ପ୍ରଶାସନ ପକ୍ଷରୁ ନେଳିଆବାଗ୍‌ କଣ୍ଟେନମେଣ୍ଟ ଅଞ୍ଚଳରେ ସର୍ଭେ କାମରେ ନିୟୋଜିତ ଅଛନ୍ତି। ତେବେ ସୁଭଦ୍ରା ଗୁରୁବାର ଡ୍ୟୁଟିସାରି ଘରକୁ ଫେରୁଥିବା ବେଳେ କଣ୍ଟେନମେଣ୍ଟ ଅଞ୍ଚଳରୁ ଆସିଥିବାକୁ...

ଅସୁରକ୍ଷିତ ବନ୍ୟପ୍ରାଣୀ: ସାତକୋଶିଆ ସଂରକ୍ଷିତ ଜଙ୍ଗଲରୁ କୁଟୁରା ଶିକାର; ୩ଜଣ ଶିକାରୀ ସହ ମାଂସ ଜବତ

ଠାକୁରମୁଣ୍ଡା, ୨୪।୪(ଡି.ଏନ୍‌.ଏ.): ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ ୧୨ ତଳବନ୍ଧ ନାଳ ନିକଟରେ ଗୁରବାର ରାତିରେ ସାତକୋଶିଆ ବନ କର୍ମଚାରୀ ୩ ଜଣ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ...

ଲକ୍‌ଡାଉନ୍‌ ଉଠିବା ପରେ ଗଞ୍ଜାମକୁ ଫେରିବେ ଲୋକେ: ସରପଞ୍ଚଙ୍କ ସହ ଆଲୋଚନା, ଆଇସୋଲେଶନ୍‌ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଉଠିବା ପରେ ବାହାର ରାଜ୍ୟରେ ଅଟକିଥିବା ଲୋକେ ଗଞ୍ଜାମ ଜ଼ିଲାକୁ ଫେରିବେ। ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ପଞ୍ଚାୟତ ଅଫିସକୁ ଯାଇ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଜେଇ ଓ...

ମଦ କାରଖାନା ଉପରେ ଚଢ଼ାଉ: ମହିଳା କିଙ୍ଗପିନ୍‌ ଗିରଫ; ୧୭ଲକ୍ଷ ଟଙ୍କା, ୧୫୦ ଲିଟର ମଦ ଜବତ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାସଲ ଗ୍ରାମରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ କାରଖାନା ଚାଲିଆସୁଥିଲା। ଜେନେରେଟର, ପେକିଂ ମେଶିନ ସାହାଯ୍ୟରେ ଡେଲି ମଦ ଆଣାଯାଇ ବେପାର ହେଉଥିଲା। କୌଣସି ସୂତ୍ରରୁ ଖବରପାଇ ଶୁକ୍ରବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri