ଆମ ଜିଲା ଖବର

ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା

ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର ପୋଲିସ…

ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ…

ଥମୁନି ସଂକ୍ରମଣ: ୫ ମାସର ଶିଶୁକନ୍ୟାଙ୍କୁ କରୋନା

ବରଗଡ଼ ଅଫିସ,୧୪।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ଇତିମଧ୍ୟରେ ଦୈନିକ ସଂକ୍ରମଣ ୫ଶହ ଟପି ସାରିଛି। ଶୁକ୍ରବାର ଜିଲାରୁ ୫୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ସୋନପୁର, ଝାରସୁଗଡ଼ା ଏବଂ ସମ୍ବଲପୁର ଜିଲାର…

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି। ଏଥିପାଇଁ…

ଜୀବିକା ଚିନ୍ତାରେ ବାଉଁଶ କାରିଗର

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧ ହଜାର…

ବେପାରୀଙ୍କ କବ୍‌ଜାରେ ବୋଟ୍‌ ଆମ୍ବୁଲାନ୍ସ ଘାଟ

ମହାକାଳପଡ଼ା,୧୪।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ମହାକାଳପଡ଼ା ବ୍ଲକର ବତିଘର ପଞ୍ଚାୟତ ନଦୀ ନାଳ ଘେରା ହୋଇ ରହିଛି। ସ୍ଥଳପଥରେ ଏହି ପଞ୍ଚାୟତଙ୍କୁ ସଂଯୋଗ ନ ଥିବାରୁ ବିଚ୍ଛିନ୍ନାଞ୍ଚଳ ଲୋକଙ୍କ ପାଇଁ ସ୍ବାସ୍ଥ୍ୟସେବା ପହଞ୍ଚତ୍ବା ନିମନ୍ତେ ରାଜ୍ୟ ସରକାର ସ୍ବତନ୍ତ୍ର ବୋଟ୍‌ ଆମ୍ବୁଲାନ୍ସ…

ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍‌ ମସୁଧା

ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇ ଅତି ନିମ୍ନମାନର କାର୍ଯ୍ୟ କରି ଲକ୍ଷ ଲକ୍ଷ ଟଙ୍କା…

କାଳବୈଶାଖୀ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଲଙ୍ଗଳେଶ୍ୱର, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଅଦିନିଆ କାଳବୈଶାଖୀ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ ସବୁ ପାଣିରେ ଭାସୁଛି। ବିଶେଷ କରି ଧାନଜମିରେ ଦୁଇ ଫୁଟ୍‌ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ପବନ ସହ ବର୍ଷା ଯୋଗୁ…

ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ

ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଯୋଗ ପ୍ରାଣାୟମ ସାଙ୍ଗକୁ ଆୟୁର୍ବେଦ ଔଷଧ ସେବନ ଉପରେ ଗୁରୁତ୍ୱ ଦିଆଯାଉଛି।…

ଜାଲ୍‌ ସାର୍ଟିଫିକେଟରେ ଚାକିରି

ଉଦଳା, ୧୪।୫ (ଡି.ଏନ.ଏ.)- ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଦୀର୍ଘ ୧୪ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରିଆସୁଥିଲେ ଅଧ୍ୟାପିକା। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେପଟେ ଧରାପଡ଼ିଯିବା ପରେ…

ଆଖି ବୁଜିଲା ‘ହିରୋ’

ଢେଙ୍କାନାଳ ଅଫିସ,୧୪।୫ କରୋନା ମହାମାରୀ ସମୟରେ ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରୁ ଆସିଛି ଦୁଃଖଦ ଖବର। ଏଠାକାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର ପରିସରରେ ରହୁଥିବା ଅଣ୍ଡିରା ହାତୀ ହିରୋର ହଠାତ୍‌ ମୃତ୍ୟୁ ଘଟିଛି। ପେଟରେ ଟ୍ୟୁମର, ବ୍ରେନ୍‌ ହାମରେଜ୍‌ କିମ୍ବା…

ସ୍ବତନ୍ତ୍ରତା ବଜାୟ ରଖିଛି ମେଘନାଦ ମଣ୍ଡପ

ବଅଁରପାଳ,୧୪ା୫ ଭଲ କର୍ମ କଲେ ପୁଣ୍ୟ ମିଳେ। ଏହାଦ୍ୱାରା ଈଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥାଏ ମଣିଷ। ଖରାପ କର୍ମକୁ ପାପ ବୋଲି ବିବେଚନା କରାଯାଏ। ହେଲେ ବେଳେ ବେଳେ ଜାଣତରେ କିମ୍ବା ଅଜାଣତରେ ଏପରି କିଛି ଅଘଟଣ ଘଟିଯାଏ, ଯାହାକୁ ପାପବୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?