ଆମ ଜିଲା ଖବର

୮ଜଙ୍ଗଲରେ ନିଆଁ

ବାରିପଦା ଅଫିସ, ୨୮।୨-ମୟୂରଭଞ୍ଜ ଜିଲାର ବିଭିନ୍ନ ଜଙ୍ଗଲରେ ଶନିବାର ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଜଙ୍ଗଲ ସଂଲଗ୍ନ ଗ୍ରାମକୁ ନିଆଁ ବ୍ୟାପିବା ପରେ ଗ୍ରାମବାସୀ ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମିଳିଥିବା…

ନକଲି ଖାଦ୍ୟ ସାମଗ୍ରୀ ପରେ ବିଦେଶୀ ମଦ

ବ୍ରହ୍ମପୁର ଅଫିସ,୨୮।୨: ବ୍ରହ୍ମପୁରରେ ନକଲି ଖାଦ୍ୟ ସାମଗ୍ରୀ ପରେ ଏବେ ନକଲି ବିଦେଶୀ ମଦ କାରଖାନା ଠାବ ହୋଇଛି। ଅବକାରୀ ବିଭାଗ ବଡ଼ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରରେ ଏକ ଘରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡର ନକଲି ବିଦେଶୀ ମଦ,…

ତେଲୁଗୁ ବଦଳରେ ଓଡ଼ିଆ ପଢିବେ ଛାତ୍ରୀଛାତ୍ର

ଚିତ୍ରକୋଣ୍ଡା,୨୮ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଧୂଳିପୁଟ ପଞ୍ଚାୟତର ଜୁମଡାଙ୍ଗ ଗ୍ରାମକୁ ପୂର୍ବରୁ ବିଇଓ ଗାୟତ୍ରୀ ଦେବୀ ଗସ୍ତକରି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ପିଲାଙ୍କୁ ଶିକ୍ଷାଦାନ ନେଇ ବ୍ୟବସ୍ଥା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ଅନୁସାରେ ଶନିବାର…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ। ଏହି ପରିସ୍ଥିତିରେ ପ୍ରେମିକ ହୀରାକୁଦ ବୁଲିବା ବାହାନାରେ ଔଷଧ ଦେଇ ନାବାଳିକାଙ୍କ ଗର୍ଭ ନଷ୍ଟ…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର

ସାରସକଣା,୨୭।୨: ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ.୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।…

ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି ଯାଇଛି। ନିକଟ ବିଲରେ ଖତ ପ୍ରସ୍ତୁତ ପାଇଁ ନିଆଁ ଲଗା ଯାଇଥିବା ବେଳେ ପବନରେ…

ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ପୋଡ଼ିଗଲେ ସ୍ବାମୀ

ଭଦ୍ରକ ଅଫିସ,୨୭ା୨: ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ସ୍ତ୍ରୀଙ୍କ ଦେହରେ ନିଆଁ ଲାଗିଯାଇଥିଲା। ସ୍ତ୍ରୀଙ୍କ ଚିତ୍କାର ଶୁଣି ବଞ୍ଚାଇବା ପାଇଁ ଆସି ସ୍ବାମୀ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଘଟିଛି ଭଦ୍ରକ ଜିଲା ଧୂଷୁରୀ ଥାନା ବୟାଙ୍ଗଡିହୀ…

ବିକ୍ରି ହେଲାନି ଧାନ, ମଣ୍ଡିରେ ବିଷ ପିଇଲେ ଚାଷୀ

ଭଦ୍ରକ ଅଫିସ,୨୭।୨: ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଜଣକ ନିରାଶ ହୋଇ ବିଷ ପିଇ ଦେଇଥିଲେ। ଏହି ଘଟଣା ଘଟିଛି ଭଦ୍ରକ ଜିଲାରେ। ବନ୍ଧଗାଁ ପଞ୍ଚାୟତର ଚାଷୀ ରାମକୃଷ୍ଣ ପଣ୍ଡା। ବହୁ କଷ୍ଟେ ସେ ଧାନ ଅମଳ କରିଥିଲେ।…

ଖାଦ୍ୟ ଅଭାବରୁ ରାଜରାସ୍ତାରେ ମାଙ୍କଡ଼

କେନ୍ଦୁଝର,୨୭।୨(ସ୍ବ.ପ୍ର.): ଏକଦା କେନ୍ଦୁଝର ଜିଲା ବଣପାହାଡ଼ ଘେରରେ ପରିପୂର୍ଣ୍ଣ ଥିଲା। କିଛି ବର୍ଷ ହେଲା ବିଭିନ୍ନ କାରଣରୁ ଜଙ୍ଗଲ ନଷ୍ଟ ହେବା ଫଳରେ ଜଙ୍ଗଲ ମଧ୍ୟରେ ରହୁଥିବା ମାଙ୍କଡ଼ଙ୍କ ମଧ୍ୟରେ ଖାଦ୍ୟାଭାବ ଦେଖାଦେଇଛି। ଫଳରେ ମାଙ୍କଡ଼ମାନେ ଏବେ ରାଜରାସ୍ତାରେ ବୁଲୁଛନ୍ତି। ରାସ୍ତାରେ…

ଜୋର୍‌ ଧରିଲା ସବ୍‌ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି

ପୁରୁଷୋତ୍ତମପୁର,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ବୈଠକ ଶନିବାର ସଭାପତି କେଦାରନାଥ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂପାଦକ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ବିବରଣୀ ପାଠ କରି ଓକିଲ ସଂଘର ବିକାଶ ନେଇ ବିଭିନ୍ନ ପ୍ରସ୍ତାବ ଦେଇଥିଲେ। ରାଜ୍ୟ…

ବିବାହ ବନ୍ଧନରେ ବାନ୍ଧି ହେଲେ ଦୁଇ ଏଚ୍‌ଆଇଭି ସଂକ୍ରମିତ, ଗଞ୍ଜାମ ଜିଲାପାଳ କଲେ କନ୍ୟାଦାନ; ମୁଖ୍ୟମନ୍ତ୍ରୀ ଦେଲେ ଆଶୀର୍ବାଦ

ବ୍ରହ୍ମପୁର ଅଫିସ,୨୭।୨: ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଶ୍ରଦ୍ଧାସଞ୍ଜିବନୀ ନାମକ ଶିଶୁଗୃହରେ ଶନିବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଏହି ବିବାହ କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛି ଜିଲା ପ୍ରଶାସନ। ଖାଲି ସେତିକି ନୁହେଁ, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କନ୍ୟାପିତା…

ଗଞ୍ଜାମରୁ ନକଲି ମଦ କାରଖାନା ଠାବ

ବ୍ରହ୍ମପୁର ଅଫିସ , ୨୭।୨: ବ୍ରହ୍ମପୁର ମହାନଗରରୁ ଏବେ ପୁଣି ଠାବ ହୋଇଛି ନକଲି ବିଦେଶୀ ମଦ କାରଖାନା। ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ବଡ଼ ବଜାର ଥାନା ଅନ୍ତର୍ଗତ ତୃପ୍ତି ନଗରର ଏକ ଘରେ ଶନିବାର ଚଢ଼ାଉ କରାଯାଇ ୩୦୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?