ଅମଳ ସମୟରେ ଉଜୁଡ଼ିଲା ଫସଲ
ସମ୍ବଲପୁର,୨୪ା୪(ବ୍ୟୁରୋ) – ରବିଧାନ ଅମଳ ଅବସ୍ଥାକୁ ଆସି ଯାଇଥିଲା। କରୋନା କଟକଣା ସତ୍ତ୍ୱେ ଚାଷର ଉପଯୁକ୍ତ ଯତ୍ନ ନେଇଥିଲା ଚାଷୀ। ହେଲେ ସମ୍ବଲପୁର ଜିଲାରେ ମଙ୍ଗଳବାର ସନ୍ଧ୍ୟାର ବର୍ଷା ଓ କରାମାଡ ସବୁ ଯେମିତି ଓଲଟପାଲଟ କରିଦେଲା । କ୍ଷେତରେ...
ଗଛମୂଳେ କ୍ୱାରାଣ୍ଟାଇନରେ ଶ୍ରମିକ
ନୂଆପଡା ଅଫିସ/ବୋଡେନ,୨୪|୪ – କରୋନା ଲକ୍ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି। ହେଲେ ଏଠାରେ ପରିବାର କିମ୍ବା ପଞ୍ଚାୟତ କର୍ତ୍ତୃପକ୍ଷ କ୍ୱାରାଣ୍ଟାଇନର ବ୍ୟବସ୍ଥା କରୁ ନ...
କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା,୧୪ ଦିନ ପରେ ବି ସ୍ୱାସ୍ଥ୍ୟ ପରୀକ୍ଷା ହେଉନି
ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ ଖାଦ୍ୟ ପାନୀୟ ସହ ଜରୁରୀ ସେବା ଯୋଗାଇଦେବାର ନିୟମ ରହିଛି। ହେଲେ...
ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି
ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ ସମୟ ଦେଇ ଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀଙ୍କଠାରୁ ଧାନ...
ଶିଳ୍ପ ଅନୁଷ୍ଠାନକୁ କାର୍ଯ୍ୟକ୍ଷମ କରିବାକୁ ଝାରସୁଗୁଡ଼ା ଜିଲା ପ୍ରଶାସନର ନୂତନ ଗାଇଡ୍ଲାଇନ
ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ମୁଖ୍ୟ ତଥା ଜିଲାପାଳ ସରୋଜ କୁମାର ସାମଲ ଗାଇଡ୍ଲାଇନ ଜାରି...
ବାଲେଶ୍ୱର ଲିଙ୍କ୍କୁ ନେଇ ଉତ୍ତେଜନା
ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍ ଜୋନ୍ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର...
ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ: ମିଳୁନାହିଁ ସର୍ବନିମ୍ନ ସହାୟକ ମୂଲ୍ୟ
ବଲାଙ୍ଗୀର ଅଫିସ, ୨୪ା୪ – ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ ଭାବେ ରହିଆସିଛି ା ଏହା ସେମାନଙ୍କ ସାମାଜିକ ସୁରକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ...
ସମୟ ନୁହେଁ ସଂସାରର
ଅନୁଗୋଳ ଅଫିସ, ୨୪।୪ – ବହୁ ପୂର୍ବରୁ ସ୍ଥିର ହୋଇଥିଲା ବିବାହ। ତିଥି ଅନୁଯାୟୀ ତିନି ଦିନ ପରେ ପଡ଼ିଥାନ୍ତା ହସ୍ତଗଣ୍ଠି। ଏଥିପାଇଁ ଛୁଟି ମଧ୍ୟ ମିଳିସାରିଥିଲା ପୋଲିସ ବିଭାଗରୁ। ହେଲେ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇ ବିବାହ ସ୍ଥଗିତ କରିଦେଲେ...
ଗରାଖ ନାହାନ୍ତି, ଶଢୁଛି କଖାରୁ
ଢେଙ୍କାନାଳ ଅଫିସ, ୨୪।୪ – କୁଢ଼ା ହୋଇଛି ପାଚିଲା କଖାରୁ। ଦେଖିଲେ ଆଖି ଲାଖିଯିବ। ହେଲେ ଏପରି ସ୍ବାଦିଷ୍ଟ, ପୁଷ୍ଟିକର ପରିବା ନେବାକୁ କେହିନାହାନ୍ତି। ଚାଷୀ ଏବଂ ବ୍ୟବସାୟୀଙ୍କ ମଧ୍ୟରେ ଲକ୍ଡାଉନ୍ ପାଚେରି ସାଜିଥିବାବେଳେ ଖରାବର୍ଷାରେ ୫୦ଟନ୍ରୁ ଊର୍ଦ୍ଧ୍ୱ କଖାରୁ...
ଖରାବର୍ଷାରେ ପଲିଥିନ ତଳେ ୩୭ ପରିବାର: ସୁରାଦେଇ ଜବରଦଖଲ ଉଛେଦକୁ ୪୫ ଦିନ ବିତିଲା
ଖଜୁରିପଡା,୨୪ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକ ସୁରାଦେଇ ଗ୍ରାମରେ ଦୀର୍ଘ ୧୦ବର୍ଷ ଧରି ଜବରଦଖଲ କରି ରହି ଆସୁଥିବା ୩୭ ପରିବାରଙ୍କୁ ମାର୍ଚ୍ଚ ୭ରେ ପ୍ରଶାସନ ପକ୍ଷରୁ ଉଛେଦ କରାଯାଇଥିଲା। ଖଣ୍ଡେ ଲେଖାଏ ଜରିପାଲ ଦେଇ ପ୍ରଶାସନ କାମ ସାରିଦେଇଛି। ୪୫ ଦିନ...
ଦିବାଧ୍ୟାୟୀ ଛାତ୍ରୀଛାତ୍ରଙ୍କୁ ମିଳୁନି ମଧ୍ୟାନ୍ନ ଭୋଜନ ଚାଉଳ
ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପକ୍ଷରୁ ଟୋକନ ଦିଆଯାଇ ୯ କେଜି ଲେଖାଏ...
ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା
ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ ରେଞ୍ଜର ଆଶାଲତା ଦିଗାଲ ଓ ଅନ୍ୟ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି...
Archives


