ଆମ ଜିଲା ଖବର

ସୁରକ୍ଷିତ କରିପାରୁନି ସିସିଟିଭି

ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…

ନେପାଳ ଯିବେ ୩ ବର୍ଷୀୟ ସାଇ ଶ୍ରେୟାଂସୁ

ଭଦ୍ରକ ଅଫିସ, ୨୬।୨- ୩ ବର୍ଷ ବୟସରେ ସ୍ବତନ୍ତ୍ର ମଡେଲ ପାଇଁ ଜିଲା, ରାଜ୍ୟ ଓ ଦେଶ ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ଜୁଲାଇରେ ନେପାଳରେ ହେବାକୁ ଥିବା ଅନ୍ତର୍ଜାତୀୟ ମଡେଲ ପ୍ରତିଯୋଗିତା ନିମନ୍ତେ ସର୍ବଭାରତୀୟ ଶିଶୁ ବର୍ଗରୁ ଚୟନ ହୋଇଛନ୍ତି।…

ବିରଳ ହ୍ବେଲ୍‌ ସାର୍କର ଜୀବନ ବଞ୍ଚାଇଲେ ପର୍ଯ୍ୟଟକ

ଚିକିଟି,୨୬ା୨: ଗଞ୍ଜାମ ଜିଲା ଚିକିଟି ବ୍ଲକ ସୁନୁପୁର ସ୍ଥିତ ସମୁଦ୍ର ଉପକୂଳରେ ଏକ ବିରଳ ପ୍ରଜାତିର ହ୍ବେଲ୍‌ ସାର୍କ ଦେଖିବାକୁ ମିଳିଛି। ପର୍ଯ୍ୟଟକମାନେ ବେଳାଭୂମିରେ ବୁଲୁଥିବା ବେଳେ ହଠାତ୍‌ ସାର୍କଟି କୂଳକୁ ଆସିଥିବା ଦେଖିଥିଲେ। ଖବର ପ୍ରଚାର ହେବା ପରେ ବେଳାଭୂମିରେ…

ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ସଇଁତଲା,୨୬।୨: ବଲାଙ୍ଗୀର ଜିଲା ସଇଁତଲା ବ୍ଳକ ବଡ଼ମାଳ ଗୋଳାବାରୁଦ କାରଖାନାରେ ଜଣେ ସୁରକ୍ଷା କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କ ସର୍ଭିସ ବନ୍ଧୁକରୁ ୫ ରାଉଣ୍ଡ ଗୁଳି ଫୁଟିଥିବା ଓ ସେ ଆତ୍ମହତ୍ୟା କରିଥିବା କୁହାଯାଉଥିଲେ ମଧ୍ୟ ପୋଲିସ…

ପ୍ରେମିକ ସହ ବୋହୂଙ୍କୁ ଧରିଲେ ଶାଶୁ, ତାପରେ…

ରାଇଘର, ୨୫।୨: ପରକୀୟା ପ୍ରୀତିର କରୁଣ ଦୃଶ୍ୟ। ରାସ୍ତାରେ ବାନ୍ଧି ମହିଳା ଓ ତାଙ୍କ ପ୍ରେମିକଙ୍କୁ ଶାଶୁଘର ଲୋକ ନିର୍ଧୂମ୍‌ ପିଟିଛନ୍ତି। ଏହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରୁଛି। ସୂଚନା ଯୋଗ୍ୟ ନବରଙ୍ଗପୁର…

କୋଭିଡ୍‌ ଯୋଦ୍ଧାଙ୍କ ମୃତ୍ୟୁ ପରେ ପୁଅ ହେଲେ ସରପଞ୍ଚ

ଜୁନାଗଡ଼,୨୫।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତ ଉପନିର୍ବାଚନର ଗୁରୁବାର ଫଳାଫଳ ଘୋଷଣା ହୋଇଛି। ଭଇଁରୀଗୁଡ଼ାର ନୂତନ ସରପଞ୍ଚ ଭାବେ ମୃତ କୋଭିଡ୍‌ ଯୋଦ୍ଧା ସରପଞ୍ଚ ଲକ୍ଷ୍ମୀଧର ପାତ୍ରଙ୍କ ପୁଅ ପଞ୍ଚାନନ ପାତ୍ର ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ…

କାଳିଆ ପରେ ବଳରାମ ଯୋଜନାରେ ମିଳିବ ଟଙ୍କା

ବରଗଡ଼ ଅଫିସ୍‌,୨୫।୨: ରାଜ୍ୟ ସରକାରଙ୍କ ବଳରାମ ଯୋଜନା ଗୁରୁବାର ବରଗଡ଼ ଜିଲାରେ ଆରମ୍ଭ ହୋଇଛି। ଅତାବିରା ସମବାୟ କେନ୍ଦ୍ର ବ୍ୟାଙ୍କ ଶାଖାରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଅତାବିରା ବ୍ଳକ ଅନ୍ତର୍ଗତ ମନାପଡ଼ା ଗ୍ରାମର ମହାଲକ୍ଷ୍ମୀ ଯୁଗ୍ମଦେୟ ଗୋଷ୍ଠିକୁ ୧ ଲକ୍ଷ ୬୦…

ବଧୂ ହତ୍ୟା ଅଭିଯୋଗ: ଶାଶୁ, ଶ୍ୱଶୁର ଗିରଫ

ଔପଦା, ୨୫।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ରାଏରାମଚନ୍ଦ୍ରପୁର ପଞ୍ଚାୟତ ଶୋରିଷପାଳ ଗ୍ରାମରେ ବଧୂ ହତ୍ୟା ଅଭିଯୋଗରେ ଶାଶୁ ସୁକାନ୍ତି ରାଉତ ଓ ଶ୍ୱଶୁର ସୁକାନ୍ତ ରାଉତ (ଅଗଣି)ଙ୍କୁ ଔପଦା ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ୨୦୧୫ ମସିହାରେ…

ଶରତଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’, ଅଶ୍ୱିନୀଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’

ବାଲେଶ୍ୱର ଅଫିସ,୨୫।୨: ବାଲେଶ୍ୱରର ଶିକ୍ଷା ଓ ଜ୍ଞାନର ଦିବ୍ୟ ଦୃଷ୍ଟି ‘ପ୍ରଜାପତି’ ଅନୁଷ୍ଠାନ ପକ୍ଷରୁ ଚଳିତବର୍ଷ କବି ଡ. ଶରତ ମହାନ୍ତିଙ୍କୁ ‘ପ୍ରଜାପତି ବାଲେଶ୍ୱର ସାହିତ୍ୟ ସମ୍ମାନ’ ଓ ଗାଳ୍ପିକ ଅଶ୍ୱିନୀ କୁମାର ମହାନ୍ତିଙ୍କୁ ‘ପ୍ରଜାପତି ନବ ପ୍ରତିଭା ସମ୍ମାନ’ ପ୍ରଦାନ…

ବିବାହରେ ଆୟୋଜିତ ହେଲା ରକ୍ତଦାନ ଶିବିର

ଦେଓଗାଁ,୨୫ା୨: ଅନ୍ୟର ଜୀବନ ବଞ୍ଚାଇବା ପାଇଁ ରକ୍ତର ଆବଶ୍ୟକତା ଉପରେ ସଚେତନତା ଲାଗି ଏକ ନବଦମ୍ପତ୍ତି ନିଜ ବାହାଘରେ ରକ୍ତଦାନ ଶିବିର ଆୟୋଜନ କରିଛନ୍ତି। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଗାଇବାହାଲ ପଞ୍ଚାୟତ ଅନ୍ତର୍ଗତ ରାଏପାଲିରେ ଦିବଂଗତ ଶ୍ରମିକ ନେତା ଲଲିତ…

ଠାକୁରଙ୍କ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ସଜନାଗଡ଼,୨୫।୨: ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଖଡ଼ିପଦା ଗ୍ରାମରେ ଥିବା ଶନି ମନ୍ଦିରର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଠାକୁରଙ୍କ ରୂପା ମୁକୁଟ ସହ ଅନ୍ୟାନ୍ୟ ସୁନା ଅଳଙ୍କାର ଲୁଟି ନେଇଛନ୍ତି। ବୁଧବାର ସନ୍ଧ୍ୟାରେ ଆଳତୀ ପରେ ପୂଜକ ମନ୍ଦିରରେ ତାଲା…

ଶେଷରେ ଗିରଫ ହେଲେ ଏକାଧିକ ଅବକାରୀ ମାମଲା ରହିଥିବା ଅଭିଯୁକ୍ତ

ନିଶ୍ଚିନ୍ତକୋଇଲି,୨୫।୨(ସ୍ବ.ପ୍ର.): କଟକ ଜିଲା ଅବକାରୀ ବିଭାଗର ଏକ ସ୍ବତନ୍ତ୍ର ଦଳ ନିଶ୍ଚିନ୍ତକୋଇଲି ଅବକାରୀ ଥାନା ଅଧିନସ୍ଥ ନତକାଇ ପଞ୍ଚାୟତ ଏକରୁଖୀ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଘର ଉପରେ ଚଢ଼ାଉ କରି ୨୪ କିଲୋ ଗଞ୍ଜେଇ ଜବତ କରିବା ସହ ତାଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?