ଆମ ଜିଲା ଖବର

ଘରେ ପଶି କଲେଜ ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି କିରୋସିନ୍‌ ଢ଼ାଳି ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଉଦ୍ଧାର ପରେ ଏସ୍‌ସିବି ସ୍ଥାନାନ୍ତର

କଟକ ଅଫିସ,୨୫।୨: କଟକ ଜିଲା ମାନସିଂପାଟଣା ମସ୍ତରାମ ମଠ ଗଳିରେ ଥିବା ଏକ ଭଡ଼ାଘରେ ଜଣେ କଲେଜ ଛାତ୍ରୀଙ୍କ ହାତ ଗୋଡ଼ ବାନ୍ଧି କିରୋସିନ ଢ଼ାଳି ନିଆଁ ଲଗାଇଦେଇଛନ୍ତି ଦୁର୍ବୃତ୍ତ। ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ରୁ ୧୨ରେ ଘଟଣା ଘଟିଥିବା ବେଳେ…

ଓକିଲଙ୍କ ଅଫିସ ତାଲା ଭାଙ୍ଗି ନଗଦ ଟଙ୍କା, ଫାଇଲପତ୍ର ନେଇଗଲେ ଦୁର୍ବୃତ୍ତ

ପୁରୁଷୋତ୍ତମପୁର,୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟସ୍ଥ ରଥସାହି ଛକଠାରେ ବୁଧବାର ରାତିରେ ଦୁର୍ବୃତ୍ତମାନେ ଓକିଲ ସୀମାଞ୍ଚଳ ମିଶ୍ରଙ୍କ ଅଫିସ ସହ କାଳୁ ସାମଲଙ୍କ ଟେଣ୍ଟ ହାଉସ ଦୋକାନ, ଡାକ୍ତର ସରୋଜ କୁମାର ଦାଶଙ୍କ ହୋମିଓ କ୍ଲିନିକ, ଶାନୁ ସାମଲଙ୍କ ତେଜରାତି…

ନବବଧୂ ହତ୍ୟା ମାମଲା: ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମୃତ ନବବଧୂଙ୍କ ସ୍ବାମୀ, ଶ୍ବଶୁର, ଶାଶୁଙ୍କ…

ଧାନ ବିକ୍ରି ସମସ୍ୟା, ଜିଲାପାଳଙ୍କୁ ଫେରାଦ ହେଲା ଏଏପି

ବରଗଡ ଅଫିସ,୨୫।୨: ବରଗଡ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ତୁଟି ନାହିଁ। ଅନ୍ୟପଟେ ୧୫ ଦିନ ହେଲା, ଧାନ ଉଠାଣ ଦାବିରେ ପଦ୍ମପୁରରେ ଚାଷୀ ଆନ୍ଦୋଳନ ଜାରି ରହିଛି। ଆନ୍ଦୋଳନ ଯୋଗୁ ପଦ୍ମପୁର ଉପଜିଲାପାଳ, ତହସିଲ, ବ୍ଲକ ଆଦି…

ମଣ୍ଡି ନେଉନି ଧାନ, ବ୍ଲକ ଅଫିସ ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୫।୨(ଡି.ଏନ.ଏ): ଗଞ୍ଜାମ ବ୍ଲକ ଅଞ୍ଚଳ ଚାଷୀଙ୍କର ଧାନ ମଣ୍ଡି ନେଉନି l ଗୁରୁବାର ଏହି ବ୍ଲକ କାଇଁଚପୁର ପଞ୍ଚାୟତ ଝାଡୁକୁଦା ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଚାଷୀ ଏହାର ପ୍ରତିବାଦ କରିବା ସହ ବ୍ଲକ କାର୍ଯ୍ୟାଳୟ ଘେରାଉ କରିଥିଲେ l…

ମଣ୍ଡିରେ ଅବ୍ୟବସ୍ଥା ନେଇ ଚାଷୀ ଅସନ୍ତୋଷ

ଚମ୍ପୁଆ, ୨୫।୨(ଡି.ଏନ.ଏ.)-ଧାନ ମଣ୍ଡିରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି। ମଣ୍ଡି ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବାପରେ ଚାଷୀମାନେ ବୁଧବାର ରାଜରାସ୍ତାରେ ଧାନବସ୍ତା ରଖି ଅବରୋଧ କରିଥିବା ବେଳେ ପୋଲିସ ଓ ଯୋଗାଣ ବିଭାଗ ପହଞ୍ଚିବାପରେ ରାସ୍ତାଅବରୋଧ…

୨ ହଜାର ଚାରା ବାଣ୍ଟିଲେ ନବଦମ୍ପତି

ସିମୁଳିଆ, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ଚାଲୁଣୀଗାଁ ଅଞ୍ଚଳରେ ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ଉଭୟ ବରକନ୍ୟା। ଭୋଜିରେ ଯୋଗଦେଇଥିବା ଅତିଥିଙ୍କୁ ନବଦମ୍ପତି ଆମ୍ବ, ପଣସ, ଲିଚୁ, ସପେଟା ଆଦି…

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର। ଅନୁଗୋଳ ପୌରପାଳିକା ପକ୍ଷରୁ ସ୍ବୀକୃତିପ୍ରାପ୍ତ ବସ୍ତିଗୁଡ଼ିକୁ ସମସ୍ତ ଆନୁଷଙ୍ଗିକ ସୁବିଧା ସୁଯୋଗ…

ଆଜିଠୁ ପ୍ରସିଦ୍ଧ ମାଘମେଳା

ଢେଙ୍କାନାଳ ଅଫିସ, ୨୫।୨: ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ଗୁରୁବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ ମାଘମେଳା। ନୂଆ ରୂପରେ ଫେରିଥିବା କରୋନା ଭୂତାଣୁ ଅଧିକ ମାରାତ୍ମକ ହୋଇଥିବାରୁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସରକାରୀ ଗାଇଡ୍‌ ଲାଇନ ଅନୁଯାୟୀ ପ୍ରଶାସନ ପକ୍ଷରୁ ଜିଲା…

ରାଜ୍ୟ ସରକାରଙ୍କ ଅପାରଗତା: ଗିରିଧର ଗମାଙ୍ଗ

ଗୁଣପୁର,୨୫ା୨(ଡି.ଏନ.ଏ)-ରାୟଗଡ଼ା ଜିଲା ଗୁଣପୁର, ରାମନାଗୁଡ଼ା ବ୍ଲକ୍‌ ସୀମାନ୍ତ ସଂରକ୍ଷିତ ଜଙ୍ଗଲ ଇରିଡ଼ି ଘାଟିରେ ଆନ୍ଧ୍ର ପକ୍ଷରୁ ରାସ୍ତା କାମ ଚାଲିଥିଲା। ଏଭଳି ଏକ ସମ୍ବେଦନଶୀଳ ଖବର ପଦାକୁ ଆସିବା ପରେ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ନେତୃତ୍ବରେ ଭାଜପାର ଏକ…

ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ ୧୯ରେ ଆତ୍ମସମର୍ପଣ କରିଥିଲେ। ପୋଲିସ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ଥାନୀୟ ପୋଲିସ କଲୋନୀରେ…

୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ ନାହିଁ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ୧୬ ତାରିଖରେ ସାମାଜିକ ରିତୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?