ଆମ ଜିଲା ଖବର

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର ଚେଷ୍ଟା କରୁଛନ୍ତି। ଭିନ୍ନ ଭିନ୍ନ ସ୍ବାଦର ଆଇସ୍‌କ୍ରିମ ଉତ୍ପାଦନ କରି ସେ ସମସ୍ତଙ୍କର…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ ଖରିଫ୍‌ ଧାନ ବିକ୍ରି ନ ହୋଇ ପଡ଼ି ରହିଛି। ଏଥିରୁ ଜିଲାର ଅତାବିରା…

ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…

ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍‌ଏସି ଅଧ୍ୟକ୍ଷl ଓ କାଉସିଲରଙ୍କ ମଧ୍ୟରେ ମୁହାଁମୁହିଁ ସୃଷ୍ଟି ହୋଇଥିଲା। ପରିସ୍ଥିତି ଏମିତି ହେଲା ଯେ,…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଉପଭୋକ୍ତା ବିଭାଗୀୟ କଷ୍ଟମର କେୟାର ନଂ ୧୯୧୨କୁ ଅଭିଯୋଗ ଦେଲେ ମଧ୍ୟ ଏହାର…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ରବିବାର ବିଳମ୍ବିତ ରାତିରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା ଗୋଟିଏ ପରିବାରର ୩ଜଣ ମଧ୍ୟରୁ ୨ଜଣ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ,…

କୋଟିଆରେ ପୁଣି ପଶିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ ଅନୁପ୍ରବେଶ କରିଥିବା ଦେଖିବାକୁ ମିଳିଛି। ପଞ୍ଚାୟତ କାର୍ଯ୍ୟାଳୟରୁ ଜଗନ୍ନାଥ ମନ୍ଦିର, ଆଶ୍ରମ ବିଦ୍ୟାଳୟ,…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ ରବିବାରଠାରୁ ଆରମ୍ଭ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ ‘ତାମ୍ପରା ତରଙ୍ଗିଣୀ’ l ବର୍ତ୍ତମାନ ଏହାର…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ ଖରା ଓ କାଳବୈଶାଖୀ ବର୍ଷା ପବନ ସମୟରେ ମଧ୍ୟ ଦୋକାନ ବାରଣ୍ଡାରେ ପଡିରହିଛୁ।…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ବଜ୍ରପାତରେ ଦିଗପହଣ୍ଡି ବ୍ଳକ ଚୌଧୁରୀ ଟିକରପଡା ପଞ୍ଚାୟତ ବଜ୍ରଗୁମ୍ମା ଗ୍ରାମର ଭାଗିରଥି…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ ଲାଗି ରବିବାର ବ୍ୟାପକ କ୍ଷତି ହୋଇଛି। ପାର୍ଶ୍ୱରେ ବିଶାଖାପାଟଣା-କିରାଣ୍ଡୁଳ ରେଳପଥ ରହିଥିବାରୁ ନନ୍ଦପୁର…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ ଘଟି ଗୃହ ପାଳିତ ପଶୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି l ପୋଲରାଜପୁରରେ ଝଡ଼ତୋଫାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?