ଆମ ଜିଲା ଖବର

ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ ୨୨।୨: ବାଲେଶ୍ୱର ଜିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନଂ. ଲଞ୍ଚପ୍ୟାଡ୍‌ରୁ ସୋମବାର ୧.୨୮ ମିନିଟରେ ପ୍ରଥମ ରାଉଣ୍ଡ ଭିଏଲ ଏସ୍‌ଆର ସାମ୍‌ କ୍ଷେପଣାସ୍ତ୍ର ସଫଳ ପରୀକ୍ଷଣ ହୋଇଛି। VL SRSAM ହେଉଛି Vertically Lunched Short…

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଓଭରଟେକ୍‌ ଘଟଣା: ୫ ଘଣ୍ଟା ଥାନାରେ ଅଟକିଲା ୨ କାର

ରୂପ୍‌ସା, ୨୨।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ସଦସ ବ୍ଲକ ଅନ୍ତର୍ଗତ ମିରିଗିମୁଣ୍ଡି ଚୂଡ଼ାଖିଆ ପୋଲ ଠାରେ ସୋମବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଗାଡ଼ିକୁ ପଶ୍ଚିମବଙ୍ଗ ଅଞ୍ଚଳର ୨ଟି କାର ଓଭରଟେକ୍‌ କରିବା ଘଟଣା ଚର୍ଚ୍ଚାର ବିଷୟ…

କୁକୁର କବଳରୁ କୃଷ୍ଣସାର ମୃଗ ଉଦ୍ଧାର

ବୁଗୁଡ଼ା,୨୨।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡା ବନାଞ୍ଚଳ ଅନ୍ତର୍ଗତ ବାଲିପଦର ସେକ୍ସନର କନ୍ଧ ଚନ୍ଦନପେଢ଼ି ଗ୍ରାମରୁ ଏକ ମାଈ କୃଷ୍ଣସାର ମୃଗ ଉଦ୍ଧାର ହୋଇଛି। ଏକ ବୁଲା କୁକୁର ମୁହଁରୁ ମୃଗକୁ ଗ୍ରାମବାସୀ ଉଦ୍ଧାର କରିଛନ୍ତି। ରବିବାର ସାରେ କୃଷ୍ଣସାର ମୃଗଟି କନ୍ଧ…

ଗଞ୍ଜାମରେ ଶ୍ରମ ବିଭାଗର ନକଲି କାର୍ଯ୍ୟାଳୟ

ବ୍ରହ୍ମପୁର ଅଫିସ,୨୨।୨: ଗଞ୍ଜାମ ଜିଲା ଦିଗପହଣ୍ଡିରେ ନକଲି ଶ୍ରମ କାର୍ଯ୍ୟାଳୟ ଠାବ ହୋଇଛି । ଶ୍ରମ ବିଭାଗ ଅଧିକାରୀମାନେ ତଦନ୍ତ କରି ଦିଗପହଣ୍ଡି ପୁଞ୍ଜିକୟାଁ ଛକରେ ଥିବା ଏହି ନକଲି କାର୍ଯ୍ୟାଳୟକୁ ଠାବ କରିଛନ୍ତି। ସେଠାରୁ ବିପୁଳ ପରିମାଣର ସରକାରୀ ଶ୍ରମିକ…

ଆଶ୍ରମରୁ ବାବାଙ୍କ ମୃତଦେହ ଜବତ, ହତ୍ୟା ସନ୍ଦେହ

ଅତାବିରା,୨୨।୨(ଡି.ଏନ୍‌.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପଠାରୁ ପ୍ରାୟ ୫୦୦ ମିଟର ଦୂରରେ ଥିବା ବାଳ ଯୋଗେଶ୍ବରୀ ଆଶ୍ରମରୁ ସୋମବାର ଜଣେ ସାଧୁସନ୍ଥଙ୍କ ମୃତଦେହ ଜବତ ହୋଇଛି। ସେ ହେଲେ ସ୍ବାମୀ ଦାମୋଦର ସଦା ବାବା(୭୫)। ତେବେ ବାହାରେ ତାଲା…

ମଣ୍ଡିରୁ ଉଠୁନି ଧାନ, ସରକାରୀ ଅଫିସକୁ ଅଚଳ କଲେ ଚାଷୀ

ପଦ୍ମପୁର,୨୨।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ୩ ମାସ ବିତିଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟୁ ନାହିଁ। ଚାଷୀମାନେ ଧାନ ବିକ୍ରି କରିସାରି ନ ଥିବାବେଳେ ବିଭିନ୍ନ ମଣ୍ଡିଗୁଡିକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷରେ…

ବହୁ ଚର୍ଚ୍ଚିତ ଗଣବଳାତ୍କାର ମାମଲା: ଦୀର୍ଘ ୨୨ ବର୍ଷ ପରେ ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ

କଟକ ଅଫିସ,୨୨।୨: ବହୁଚର୍ଚ୍ଚିତ ଗଣବଳାତ୍କାର ମାମଲାରେ ଆଜି ଧରା ପଡ଼ିଛନ୍ତି ମୁଖ୍ୟ ଅଭିଯୁକ୍ତ। ଦୀର୍ଘ ୨୨ ବର୍ଷ ପରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳଙ୍କୁ ଧରିବାରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏହି ଗଣବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଥିଲେ…

୩୦ ଏକର ଜଙ୍ଗଲ ପୋଡ଼ିଗଲା

କୋଣାର୍କ,୨୨।୨(ଡି.ଏନ୍‌.ଏ): କୋଣାର୍କ ବାଲୁଖଣ୍ଡ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ କରମଙ୍ଗା ଇଡିସିରେ ରବିବାର ଅଗ୍ନିକାଣ୍ଡ ଘଟିଛି। ପ୍ରାୟ ୩୦ ଏକର ଜଙ୍ଗଲରେ ଥିବା ବହୁ ଝାଉଁ, ଆକାଶିଆ, କାଜୁଗଛ ପୋଡ଼ିଯାଇଛି। ତେବେ ନିଅଁା ଲାଗିବାର କାରଣ ସ୍ପଷ୍ଟ ହୋଇପାରିନାହିଁ। ସୂଚନା ଅନୁଯାୟୀ, ଅପରାହ୍ନରେ…

ପେଟ୍ରୋଲରେ ପାଣି ମିଶାକୁ ନେଇ ଉତ୍ତେଜନା

ଗୋପ,୨୨।୨(ଡି.ଏନ୍‌.ଏ.): ଗୋପ-ନିମାପଡ଼ା ରାସ୍ତାରେ ଥିବା ଏକ ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶିବାକୁ ନେଇ ରବିବାର ଉତ୍ତେଜନା ଦେଖାଯାଇଥିଲା। ବହୁ ଯୁକ୍ତିତର୍କ ପରେ ଟାଙ୍କି ମାଲିକ ବାଇକ୍‌ ଆରୋହୀଙ୍କୁ ଟଙ୍କା ଫେରାଇବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା। ସୂଚନାଯୋଗ୍ୟ, ଗୋପ ହାପି କଲୋନୀର…

ଅବାଧରେ ଚାଲିଛି ବେଆଇନ ଇଟାଭାଟି

ନିମାପଡ଼ା,୨୨।୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକର ଡେଣୁଅଁ, ମିଟେଇପୁର, ଭୋଗ୍ରଶାଳଦା, ଭିଲିଗ୍ରାମ, ସଲଙ୍ଗ, ବାମନାଳ, ହରିପୁର, ତମାଳୋ, ତୁଳସୀପୁର, ବାହାରେଣା, ଭୋଦର, କଳାପାଞ୍ଚଣ, ଛଣିଜଙ୍ଗ, ଅରିଷଣ୍ଢ ସମେତ ୩୨ ପଞ୍ଚାୟତ ଓ ଏନ୍‌ଏସିର ପାଟପୁର, ହାଟସାହି, ନୂଆରକରି, ଦିପିରେଣ୍ଟା, ଅଳନ୍ଧା, ଭୁବନପୁର, ତଳଅଣ୍ଢିଆ, ଅଣ୍ଡିଆସାହି…

କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ପ୍ରାଣୀଧନ ନିରୀକ୍ଷକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାପାଟ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରାଣୀ ସମ୍ପଦ ବିଭାଗ। କାର୍ଯ୍ୟରେ ଅବହେଳା ନେଇ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ ଗଣେଶ ପୂଜାରୀଙ୍କୁ ନିଲମ୍ବନ କରାଯାଇଛି। ଏହି ଅଭୟାରଣ୍ୟରେ ୭ ହାତୀଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ…

ବିବାହ ଭୋଜି ଖାଇ ୫୪ ଅସୁସ୍ଥ, ୩ ଗୁରୁତର

ପଟ୍ଟାମୁଣ୍ଡାଇ,୨୨।୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗାଁର ଏକ ବରଯାତ୍ରୀ ଦଳ ଶନିବାର ରାତିରେ ରାଜନଗର କେରାଡାଗଡ ଗାଁକୁ ଯାଇଥିଲେ। ସେଠାରେ ଭୋଜିଖାଇ ରାତିରେ ଘରକୁ ଫେରିଥିଲେ। ହେଲେ ରବିବାର ସକାଳୁ ଖାଦ୍ୟ ବିଷକ୍ରିୟା ଯୋଗୁ ଅଧିକାଂଶ ବରଯାତ୍ରୀ ଝାଡାବାନ୍ତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?