ନାଲ୍କୋ ଦେଲା ୫୦ ହଜାର ମାସ୍କ
ବଅଁରପାଳ, ୨୩ା୪(ଡି.ଏନ.ଏ.) କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ନାଲ୍କୋ ପକ୍ଷରୁ ୫୦ ହଜାର ମାସ୍କ ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏଥିସହ ପାରିପାର୍ଶ୍ୱିକ ଗ୍ରାମଗୁଡିକରେ ଲୋକଙ୍କୁ ସଚେତନ କରାଯାଉଛି। ବାହାରେ ବୁଲାବୁଲି ନ କରିବା, ସାମାଜିକ...
କରୋନା ମୁକାବିଲା ପାଇଁ ସହାୟତା
ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲାର ବିଭିନ୍ନ ଅନୁଷ୍ଠାନ କରୋନା ମୁକାବିଲା ଲାଗି ଅକୁଣ୍ଠ ସହାୟତା ପ୍ରଦାନ କରୁଛନ୍ତି। ବିଧାୟକ ସୁଧୀର ସାମଲଙ୍କ ଉପସ୍ଥିତିରେ ଜିଲା କ୍ରଶର ମାଲିକ କଲ୍ୟାଣ ସଂଘ ପକ୍ଷରୁ ବୁଧବାର ଜିଲା ରେଡ୍କ୍ରସ୍ ପାଣ୍ଠିକୁ ୬ଲକ୍ଷ ଟଙ୍କା...
ସଫେଇ କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ
ବାଲିଗୁଡ଼ା:୨୨ା୪(ଡି.ଏନ୍.ଏ.)- ଲକ୍ଡାଉନ ଯୋଗୁ ସମସ୍ତେ ଘରେ ରହୁଥିବାବେଳେ ନିଜ ଜୀବନକୁ ବିପଦରେ ପକାଇ ସହରକୁ ପରିସ୍କାର ପରିଚ୍ଛନ ରଖୁଛନ୍ତି ସଫେଇ କର୍ମଚାରୀ। ମହାମାରୀ କରୋନା ମୁକାବିଲା ପାଇଁ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ଏମାନେ। ବାଲିଗୁଡ଼ା ଏନ୍ଏସି ଅଧ୍ୟକ୍ଷ ଲୋକନାଥ...
ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ
ବନ୍ତ, ୨୨।୪(ଡି.ଏନ୍.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ...
୩୩୧ ରିପୋର୍ଟକୁ ଅପେକ୍ଷା
ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା...
କାଳ ବୈଶାଖୀ ପ୍ରଭାବରେ କୁଆପଥର ମାଡ: ପରିବା ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା
କେନ୍ଦୁଝର, ୨୨ା୪(ସ୍ବ.ପ୍ର.): ମହାମାରୀ କରୋନା ନେଇ କେନ୍ଦୁଝର ଜିଲାର ପରିବା ଚାଷୀମାନେ ଅଭାବୀ ବିକ୍ରୀର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହେବାରୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଅନେକ ଅଞ୍ଚଳରେ ଗଛ ଉପୁଡି ପଡିଥିବା ବେଳେ...
ସାନିଟାଇଜ୍ ହେଲା ଡାକ୍ତରଖାନା
ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ...
ଗୋଆରେ ଦାଦନ ଖଟିବାକୁ ଯାଇ ଜୀବନ ହରାଇଲେ ଶ୍ରମିକ
ସୁନ୍ଦରଗଡ, ୨୨ା୪(ଡି.ଏନ୍.ଏ.): ଗୋଆକୁ ଦାଦନ ଖଟିବାକୁ ଯାଇଥିବା ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକର ଜଣେ ୨୫ବର୍ଷୀୟ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ଲକ ଅଧୀନ ଗଏଲଶୁଖା ଗ୍ରାମର ରଞ୍ଜିତ ହେମ୍ରମ (୨୫)। ସେଠାରେ ସମୁଦ୍ରରେ ମାଛ ମାରିବା କାମରେ...
ମୋବାଇଲ ଚୋରି, ଲୁଟ୍ ଘଟଣାରେ ୯ ଗିରଫ
ସୋନପୁର/ଉଲୁଣ୍ଡା,୨୨।୪(ନି.ପ୍ର./ଡି.ଏନ.ଏ.): ସୋନପୁର ଟାଉନ ଥାନା ପୋଲିସ ମୋବାଇଲ ଚୋରି ଓ ଉଲୁଣ୍ଡା ପୋଲିସ ମୋବାଇଲ ଲୁଟ୍ ଘଟଣାରେ ସମ୍ପୃକ୍ତ ୯ ଅଭିଯୁକ୍ତଙ୍କୁ ଗିରଫ କରିଛି। ବୁଧବାର ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି। ଲକ୍ଡାଉନ୍ ସମୟରେ ସୁବର୍ଣ୍ଣପୁର ସହର ଜୟ ଗୁରୁ...
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଭବାନୀପାଟଣା,୨୨।୪(ସ୍ବ.ପ୍ର): କରୋନା ମହାମାରୀ ଯୋଗୁଁ ସାରାଦେଶରେ ତାଲାବନ୍ଦ ଜାରିରହିଛି। ଏଥିପାଇଁ ଅନେକ ଗରୀବ ଲୋକ ପ୍ରଭାବିତ ହୋଇଛନ୍ତି। ଯାହାଫଳରେ ସେମାନଙ୍କ ଚଳିବା କଷ୍ଟକର ହୋଇପଡିଛି। ଏପରି ଘଡିସନ୍ଧି ମୁହୁର୍ତ୍ତରେ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅରବେଡା ଗ୍ରାମର ଗରୁଡଧ୍ୱଜ ବେଣୁପାଣି...
୩ ବ୍ଲକରେ ୯୩୨୬ ହେକ୍ଟର ଫସଲ କ୍ଷତି
ବରଗଡ଼ ଅଫିସ୍,୨୨ା୪: ବରଗଡ଼ ଜିଲାରେ ମଙ୍ଗଳବାର ଅପରାହ୍ନରେ କରାମାଡ଼ ହୋଇଥିଲା। ଏଥିରେ ବରଗଡ଼, ବରପାଲି ଏବଂ ଅତାବିରା ବ୍ଲକର ୯୩୨୬ ହେକ୍ଟର ଜମିରେ ଧାନ ଫସଲ ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ପ୍ରଭାବିତ ହୋଇଥିବା କୃଷିବିଭାଗ ଆକଳନରୁ ଜଣାପଡ଼ିଛି। ବରଗଡ଼ ବ୍ଲକର...
ଫସଲ କ୍ଷତି ଅନୁଧ୍ୟାନ ବେଳେ ସାମାଜିକ ଦୂରତ୍ୱକୁ ବେଖାତିର
ବରଗଡ଼ ଅଫିସ୍,୨୨।୪: ମହାମାରୀ କରୋନା (କୋଭିଡ୍-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତ୍ୱକୁ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି । ଯେଉଁଠି ସାମାଜିକ ଦୂରତ୍ୱକୁ ବେଖାତିର କରାଯାଉଛି, ସେଠାରେ କାର୍ଯ୍ୟାନୁଷ୍ଠାନ ମଧ୍ୟ ହେଉଛି। ମାତ୍ର ବୁଧବାର ବରଗଡ଼ରେ ସ୍ଥାନୀୟ...
Archives


