ଆମ ଜିଲା ଖବର

ମାଓବାଦୀଙ୍କ ବର୍ବର କାଣ୍ଡ: ଘରୁ ଛୁଟି କାଟି ଫେରୁଥିବା ଏଏସ୍‌ଆଇଙ୍କୁ ଅପହରଣ ପରେ ହତ୍ୟା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ମାଓବାଦୀଙ୍କ ବର୍ବର କାଣ୍ଡ ଦେଖିବାକୁ ମିଳିଛି। ମାଓବାଦୀ ପୋଲିସ ଏଏସ୍‌ଆଇ ନଗେୟା କର୍ସାଙ୍କୁ ହତ୍ୟା କରିଛନ୍ତି। ସୂଚନାଯୋଗ୍ୟ, ରବିବାର ଏଏସ୍‌ଆଇଙ୍କୁ ମାଓବାଦୀମାନେ ଅପହରଣ କରିନେଇଥିଲେ। ତେବେ ସେ ଘରୁ ଛୁଟି କଟାଇ…

କୂଅରୁ ମା’, ପୁଅଙ୍କୁ ଉଦ୍ଧାର: ଅଗ୍ନିଶମ ବାହିନୀଙ୍କୁ ପ୍ରଶଂସା କଲେ ଡିଜି

ଛତ୍ରପୁର,୩୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପୋଡାପଦର ପଞ୍ଚାୟତ ଅଧୀନ କୁମାରବେଗପଲ୍ଲୀ ଗ୍ରାମରେ ରବିବାର ଏକ ଖୋଲା କୂଅ ଭିତରେ ପଡ଼ିଯାଇଥିବା ବୃଦ୍ଧା ମା’ଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ ମଧ୍ୟ କୂଅକୁ ଡେଇଁ ପଡ଼ିଥିଲେ। ପରେ ଖବରପାଇ ଛତ୍ରପୁର ଅଗ୍ନିଶମ…

ମୋବାଇଲ ଚୋର ସନ୍ଦେହରେ ରାସ୍ତାରେ ଯୁବକଙ୍କୁ ବାନ୍ଧି ଘୋଷାଡି ଘୋଷାଡି ନେଲେ

ଭଦ୍ରକ ଅଫିସ,୩୧।୮: – ମୋବାଇଲ ଚୋରି ସନ୍ଦେହରେ ବିଚ ବଜାରରେ ଯୁବକଙ୍କୁ ରଶିରେ ବାନ୍ଧି ଘୋଷାଡ଼ି ଘୋଷାଡ଼ି ନେଲେ ଅନ୍ୟ ଜଣେ ଯୁବକ। ଏପରି ଅଭାବନୀୟ ଘଟଣା ଘଟିଛି ଧୂଷୁରୀ ଥାନା ବେତାଳିଗାଁ ବଜାରରେ। ସୂଚନା ଅନୁଯାୟୀ, ବେତାଳିଗାଁ ଗ୍ରାମର ଦୁଇଜଣ…

ବରଗଡ଼ ସବ୍‌ରେଜିଷ୍ଟ୍ରାର ଅଫିସ ଶଟ୍‌ଡାଉନ୍‌

ବରଗଡ଼ ଅଫିସ,୩୧ା୮: କରୋନା ଥମିବାର ନାଁ ନେଉନି। ସୋମବାର ଜିଲାରେ ପୁଣି ୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲା ସବ୍‌ରେଜିଷ୍ଟ୍ରାର ଅଫିସରେ କାର୍ଯ୍ୟରତ ୬ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସୋମବାରରୁ…

ଅଜଣା ଗାଡ଼ି ଧକ୍କାରେ ମାଉସୀ, ଝିଆରୀଙ୍କ ଜୀବନଗଲା

ଆସିକା,୩୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ମୁଖ୍ୟ ରାସ୍ତାର ଆସିକା ଥାନାର କୋଟିନଡ଼ା ଫାଣ୍ଡି ଅନ୍ତର୍ଗତ କେ.ଲଛମନପଲ୍ଲୀ ଗ୍ରାମ ନିକଟରେ ସୋମବାର ଏକ ଅଜଣା ଗାଡ଼ି ଧକ୍କାରେ ମାଉସୀ ଓ ଝିଆରୀଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରଶ୍ମିତା ପରିଡ଼ା (୩୨) ଓ…

୧୮ ହଜାର ହେକ୍ଟର ଚାଷଜମି ପାଣି ଘେରରେ

ଚାନ୍ଦବାଲି,୩୧ା୮(ଡି.ଏନ୍‌.ଏ.): ଚଳିତ ବନ୍ୟାରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବ୍ୟାପକ ଚାଷଜମି ଜଳମଗ୍ନ ହୋଇଛି। ବୈତରଣୀ, ସାଳନ୍ଦୀ ଓ ଏହାର କେତେକ ଶାଖା ନଦୀର ଉପର ମୁଣ୍ଡରେ ଜଳସ୍ତର କମୁଥିବା ବେଳେ ମୁହାଣ ହେତୁ ଚାନ୍ଦବାଲି ଅଞ୍ଚଳରେ ବନ୍ୟାଜଳ ବୃଦ୍ଧି ପାଇବାରେ…

କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ ଦୋକାନ ସିଲ୍‌

ଛତ୍ରପୁର,୩୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସିରେ ୩ଟି ଦୋକାନରୁ ଜଣେ ଲେଖାଏ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ସୋମବାର ଛତ୍ରପୁର ଏନ୍‌ଏସି ପ୍ରଶାସନ ପକ୍ଷରୁ ଉକ୍ତ ୩ଟି ଦୋକାନକୁ ସିଲ୍‌ କରି ଦିଆଯାଇଛି।  

ଭଦ୍ରକରେ ୨୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୪୭ ପଜିଟିଭ୍‌

ଭଦ୍ରକ ଅଫିସ,୩୧।୮: – ଭଦ୍ରକ ଜିଲାରେ ସୋମବାର ୪୭ ଜଣ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି l ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩୩ରେ ପହଞ୍ଚିଛି। ଚି଼ହ୍ନଟ ମାନଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ୨୬୩୩ଜଣ…

୩ ଲକ୍ଷରୁ ଊର୍ଦ୍ଧ୍ୱ ଜଳବନ୍ଦୀ

କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩ ଲକ୍ଷରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏବେ ଜଳବନ୍ଦୀ ରହିଛନ୍ତି। ଆଳି, ରାଜନଗର, ପଟ୍ଟାମୁଣ୍ଡାଇ, ଡେରାବିଶ ଆଦି…

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ, ୩୧।୮: କେନ୍ଦ୍ରାପଡା ସହରର ମାଧପୁରସ୍ଥିତ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପାରା ଆଥଲେଟ୍‌ ସୁକାନ୍ତ ଚୌଧୁରୀଙ୍କ ଶନିବାର ସନ୍ଧ୍ୟାରେ ହୃଦଘାତ୍‌ରେ ପରଲୋକ ଘଟିଛି। ତାଙ୍କୁ ୬୬ ବର୍ଷ ହୋଇଥିଲା। ଚୌଧୁରୀ ଜାତୀୟ ଓ ରାଜ୍ୟସ୍ତରରେ ସୁନାମ ଅର୍ଜନ କରିଥିଲେ। ୧୯୮୧ରେ ସେ…

କେନାଲ ବନ୍ଧରେ ଜବରଦଖଲକାରୀଙ୍କ ବାଡ଼

ପୁରୀ ଅଫିସ,୩୧ା୮: କୃଷି ଓ କୃଷକଙ୍କ ଉନ୍ନତି ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ତୃଣମୂଳସ୍ତରରେ ଅନେକ ଲୋକ କୃଷିର ବିକାଶରେ ବାଧକ ସାଜୁଛନ୍ତି। ବ୍ୟକ୍ତିଗତ ଫାଇଦା ପାଇଁ ସେମାନେ ସାମୂହିକ ସ୍ବାର୍ଥକୁ ପ୍ରତିରୋଧ କରୁଛନ୍ତି। ଜଣେ ବ୍ୟକ୍ତି କେନାଲ…

ଭାଜପା ରାଜ୍ୟ ପ୍ରତିନିଧି ଦଳର ବନ୍ୟାଞ୍ଚଳ ପରିଦର୍ଶନ: ବନ୍ୟା ବିପନ୍ନଙ୍କୁ ସହାୟତା ଦାବି

ଭଣ୍ଡାରିପୋଖରୀ, ୩୦।୮(ଡି.ଏନ.ଏ): ରାଜ୍ୟ ଭାଜପା ପ୍ରତିନିଧି ଦଳର ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତିଙ୍କ ନେତୃତ୍ୱରେ ଏକ ଟିମ୍‌ ଭଣ୍ଡାରିପୋଖରୀ ବ୍ଲକ ବୈତରଣୀ ନଦୀର ବନ୍ୟା ବିପନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ପୂର୍ବତନ ଜିଲା ସଭାପତି ବଦ୍ରୀ ନାରାୟଣ ଧଳଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri