ଆମ ଜିଲା ଖବର

ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି: ସମ୍ପତ୍ତି ତାଲିକା ଦେଇପାରିଲେନି ଶିକ୍ଷକ

ବନ୍ତ,୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ପ୍ରାୟ ୯୦ ପ୍ରତିଶତ ପ୍ରାଥମିକ ଶିକ୍ଷକ ନିଜର ସମ୍ପତ୍ତି ତାଲିକା ଦେଇପାରି ନ ଥିବା ଜଣାଯାଇଛି। ଅନ୍‌ଲାଇନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ସମସ୍ୟା ଉପୁଜିଥିବା କୁହାଯାଇଛି। ପ୍ରକାଶ ଯେ, ରାଜ୍ୟ ସରକାର…

ପ୍ଲାଜ୍‌ମା ଥେରାପି ଚିକିତ୍ସା ଉପରେ ବଢୁଛି ଭରସା

ବାଲେଶ୍ୱର ଅଫିସ,୬।୫: ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ଲାଜମା ଥେରାପି ଚିକିତ୍ସା ଉପରେ ଦିନକୁ ଦିନ ଭରସା ବଢୁଛି। ଗତ ୨୦୨୦ ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ଲାଜମା ବ୍ୟାଙ୍କକୁ ଉଦ୍‌ଘାଟନ କରିଥିଲେ। ଏହା ଦ୍ୱାରା ଉତ୍ତରଓଡ଼ିଶାର…

ଉପବାସ ରହିଲେ କେନ୍ଦ୍ରମନ୍ତ୍ରୀ, ବିଧାୟକ

ବାଲେଶ୍ୱର ଅଫିସ/ ସଜନାଗଡ଼,୬।୫(ଡି.ଏନ.ଏ.) ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଓ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ତୃଣମୂଳ କଂଗ୍ରେସ କର୍ମୀ ହିଂସାତ୍ମକ ଆକ୍ରମଣ କରୁଛନ୍ତି। ଦେଶର କୌଣସି ଅଞ୍ଚଳରେ ଏଭଳି ହିଂସା କଳ୍ପନାଯୋଗ୍ୟ ନୁହେଁ ବୋଲି ଅଣୁ,…

ପୋଲିସ ଅଧିକାରୀଙ୍କ ପ୍ରତାରଣା: ଷ୍ଟାଫ୍‌ନର୍ସଙ୍କ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୫ା୫: ଖାକିରେ ପୁଣି ଲାଗିଛି କଳଙ୍କର ଦାଗ। ଝାରସୁଗୁଡ଼ା ଜିଲାର ଜଣେ ପୋଲିସ ଅଧିକାରୀଙ୍କ ପ୍ରତାରଣା ସହି ନ ପାରି ମହିଳା ଷ୍ଟାଫ୍‌ନର୍ସ ଆତ୍ମହତ୍ୟା କରିଛନ୍ତି। ଏ ନେଇ ବନହରପାଲି ଥାନା ପୋଲିସ ଏକ ମାମଲା(ନଂ.୫୪/୨୧) ରୁଜୁ କରି ତଦନ୍ତ…

୩୯ ପୋଲିସ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍‌ ସଚେତନତା, ଆମାନିଆଙ୍କୁ ସାବାଡ୍‌…

କ୍ଷେତରେ ଅନେଇ ରହିଥିଲା ମୃତ୍ୟୁ, ଏକାଠି ଚାଲିଗଲେ ୨ ସାଙ୍ଗ

କୋଷାଗୁମୁଡ଼ା,୫।୫: ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଟେମରା ଗ୍ରାମର ଦୁଇ ନାବାଳିକାଙ୍କର ବୁଧବାର ବଜ୍ରପାତରେ ମୃତ୍ୟୁ ହୋଇଛି। ମୃତକ ହେଲେ ଊର୍ମିଳା ଭତ୍ରା ଓ ହୀରାଦେଈ ଭତ୍ରା। ପ୍ରକାଶ ଯେ, ଊର୍ମିଳା, ହୀରାଦେଈ, ଲତା କେଉଟ ଓ ମେନକା ଭତ୍ରା ସାଙ୍ଗ…

ଗଞ୍ଜାମରେ ଲକ୍‌ଡାଉନର ପ୍ରଭାବ: ରାସ୍ତାଘାଟ ଶୂନ୍‌ଶାନ୍‌

ଗଞ୍ଜାମ,୫।୫(ଡି.ଏନ୍‌.ଏ.): କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜ୍ୟ ସରକାର ମେ ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି l ଗଞ୍ଜାମ ସହରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡିଦେଲେ ସମସ୍ତ ଦୋକାନ ବଜାର…

ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ: ଅମାନିଆଙ୍କ ବାଇକ୍‌ ଜବତ

ଟିଟିଲାଗଡ଼,୫।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ମଙ୍ଗଳବାର ରାତିରେ ପ୍ରଶାସନ ଓ ପୋଲିସ ପକ୍ଷରୁୁ ସହରରେ ଯାଞ୍ଚକୁ କଡ଼ାକଡି କରାଯାଇଛି। ଅମାନିଆଙ୍କୁ ସାବାଡ କରିବାକୁ ଏପରି କରାଯାଇଛି। କିଛି ଅମାନିଆଙ୍କର ବାଇକ୍‌ ମଧ୍ୟ ଜବତ କରିଛି ପୋଲିସ l ତହସିଲଦାରଙ୍କ ନେତୃତରେ ଉପଖଣ୍ଡ…

ଲକ୍‌ଡାଉନର ପ୍ରଥମ ଦିନରେ କଡ଼ାକଡ଼ି ଯାଞ୍ଚ

ରାଇକିଆ,୫।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ ଲକ୍‌ଡାଉନ୍‌ର ପ୍ରଥମ ଦିନର ପ୍ରଭାବ ଦେଖିବାକୁ ମିଳିଛି । କେବଳ ଅତ୍ୟାବଶ୍ୟକ ସାମଗ୍ରୀକୁ ଛାଡ଼ିଦେଲେ ସମସ୍ତ ପ୍ରକାର ଦୋକାନ ବଜାର ବନ୍ଦ ରହିଛି । ପୋଲିସ ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡି କରଯାଇଛି । ବିଶେଷ…

ଡରାଉଛି କରୋନା: କୋଭିଡରେ ଆଖି ବୁଜିଲେ ଯୋଦ୍ଧା

ବଲାଙ୍ଗୀର ଅଫିସ,୫।୫: ବଲାଙ୍ଗୀର ଜିଲା ଚୁଡାପାଲି ହସ୍ପିଟାଲରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ କରି ଲୋକପ୍ରିୟତା ହାସଲ କରିଥିବା କୋଭିଡ ଯୋଦ୍ଧା ଫାର୍ମାସିଷ୍ଟ ଦିବାକର ପରିଡ଼ାଙ୍କ ମଙ୍ଗଳବାର ପରୋଲୋକ ଘଟଇଛି। ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ…

ପଶ୍ଚିମବଙ୍ଗ ଆଇନ ଶୃଙ୍ଖଳାକୁ ବିରୋଧ କରି କେନ୍ଦ୍ରମନ୍ତ୍ରୀଙ୍କ ଅନଶନ

ସଜନାଗଡ଼,୫।୫(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ନିର୍ବାଚନୀ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ହିଂସାତ୍ମକ ଆକ୍ରମଣ ପ୍ରତିବାଦରେ ବୁଧବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଅନଶନରେ ବସିଛନ୍ତି। ସେ ଏହାକୁ ନିନ୍ଦା କରିବା ସହ ତାଙ୍କ ନୀଳଗିରି…

ବଢ଼ାଇଦେଲେ ବଜାର ଦର

ଅନୁଗୋଳ ଅଫିସ,୫ା୫ – ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍‌ଠାକ୍‌ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି ଅଧିକ ନ ଥିଲା। ବଜାର ଅପେକ୍ଷା ବିଭିନ୍ନ ହାଟରେ ଏହା ଶସ୍ତାରେ ଖାଉଟିଙ୍କୁ ମିଳୁଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?