ଆମ ଜିଲା ଖବର

ଚଳନ୍ତା ବସ୍‌ ଉପରେ ପଡିଲା ୧୨ ଚକିଆ ଟ୍ରକ, ଅଳ୍ପକେ ବର୍ତ୍ତିଲେ ସମସ୍ତ ଯାତ୍ରୀ

ଆନନ୍ଦପୁର,୧୯।୨: କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର ଆନନ୍ଦପୁର ଶାଳପଡ଼ା ବାଇପାସ୍‌ ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ୨୦ ଫୁଟ ଓଭରବ୍ରିଜ ଉପରୁ ଏକ ୧୨ ଚକିଆ ଲୁହାପଥର ବୋଝେଇ ଟ୍ରକ (ଓଡି୦୯ଜି-୬୦୫୧) ଭାରସାମ୍ୟ ହରାଇ ଚଳନ୍ତା ଯାତ୍ରୀବାହୀ…

ଲାଞ୍ଚ ନେଇ ଧରାପଡ଼ିଲେ ସୁପରଭାଇଜର, ଅବସରପ୍ରାପ୍ତ ଆର୍‌ଆଇ

ସୋନପୁର,୧୯।୨: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ସୁପରଭାଇଜର ନବେନ୍ଦ୍ର ମହାକୁର ଓ ଅବସରପ୍ରାପ୍ତ ରାଜସ୍ବ ନିରୀକ୍ଷକ ବାବାଜୀ ଚରଣ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଉଭୟଙ୍କୁ ଗିରଫ କରି ଶୁକ୍ରବାର…

ଧରାପଡ଼ିଲା ପୋଲିସକୁ ନାକେଦମ କରିଥିବା ବାଇକ୍‌ ଚୋର

ବ୍ରହ୍ମପୁର ଅଫିସ,୧୯।୨: ବ୍ରହ୍ମପୁର ଜିଲା ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବଭିନ୍ନ ସ୍ଥାନରେ ଚଢ଼ାଉ କରି ଏକ ବାଇକ୍‌ ଚୋରକୁ ଧରିବାରେ ସଫଳ ହୋଇଛି। ଗିରଫ ଅଭିଯୁକ୍ତ ଜଣକ ଦିଗପହଣ୍ଡି ଥାନା ଅଧୀନ ଗୋକର୍ଣ୍ଣପୁର ଗ୍ରାମର ଏଲ୍‌.ଶିବା ରେଡ଼ୀ(୨୨)। ପୋଲିସ ଟିମ୍‌…

୨୬ ହଜାର ଲାଞ୍ଚ ନେଇ ଫସିଲେ ବୁଗୁଡ଼ା ଉଦ୍ୟାନ ବିଭାଗ ଯନ୍ତ୍ରୀ, ଗିରଫ କଲା ଭିଜିଲାନ୍ସ

ବ୍ରହ୍ମପୁର:ଅଫିସ,୧୯।୨ : ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଉଦ୍ୟାନ ବିଭାଗ ଯନ୍ତ୍ରୀ ଉମାଚରଣ ବେହେରା ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛନ୍ତି । କରଚୁଲି ଗ୍ରାମର ଚାଷୀ ପୂର୍ଣ୍ଣଚନ୍ଦ୍ର…

ଗଞ୍ଜେଇ ନେଉଥିବାବେଳେ ଧରାପଡିଲେ, ମହିଳାଙ୍କ ସମେତ ୪ ଗିରଫ

ସୁନ୍ଦରଗଡ଼,୧୯।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ପୋଲିସ ପ୍ରାୟ ୫ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଓ ଏକ ମାରୁତି କାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ମହିଳାଙ୍କ ସମେତ ୪ ଜଣ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

ନବଜାତ ଶିଶୁର ପେଟ ବାହାରେ ପାକସ୍ଥଳୀ

ବରଗଡ଼ ଅଫିସ,୧୯।୨: ବରଗଡ଼ ଜିଲା ପାଇକମାଳ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଏକ ଅଦ୍ଭୁତ ଶିଶୁପୁତ୍ର ଜନ୍ମ ନେଇଛି। ଶିଶୁପୁତ୍ରର ପେଟ ବାହାରେ ପାକସ୍ଥଳୀ ରହିଥିବା ଜଣାପଡ଼ିଛି। ଶିଶୁକୁ ପ୍ରଥମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ଏବଂ ପରେ ଭୀମସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର…

ଦାରୁଦିଅଁ ଦର୍ଶନ ପାଇଁ ୬୫ କି.ମି. ଚାଲିଲେ ୨ ଦୃଷ୍ଟିହୀନ

ପୁରୀ ଅଫିସ,୧୯।୨:ଦାରୁଦିଅଁଙ୍କ ପ୍ରତି ମନରେ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିଭାବନା ଦୁଇଜଣ ଦୃଷ୍ଟିହୀନ ଶ୍ରଦ୍ଧାଳୁଙ୍କୁ ଗୁରୁବାର ଶ୍ରୀକ୍ଷେତ୍ରକୁ ଟାଣି ଆଣିଥିଲା। ସେମାନେ ପ୍ରାୟ ୬୫ କି.ମି. ଚାଲିଚାଲି ଭୁବନେଶ୍ୱରରୁ ପୁରୀରେ ପହଞ୍ଚିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ଜଣେ ଯାତ୍ରୀ…

ଟୋକନ୍‌-ଟାର୍ଗେଟ ମଧ୍ୟରେ ପେଷି ହେଉଛି ଚାଷୀ

ଖୋର୍ଦ୍ଧା ଅଫିସ,୧୯ା୨:ଖୋର୍ଦ୍ଧା ଜିଲାରେ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପଦାରେ ପଡ଼ିିଛି। ମଣ୍ଡିରେ ଧାନ ପଡ଼ିରହିଛି। ଚାଷୀ ଟୋକନ ପାଇ ସୁଦ୍ଧା ଧାନ ବିକ୍ରି କରିପାରୁନାହାନ୍ତି। ଟାର୍ଗେଟ ଆସି ନ ଥିବା କହି ସମିତି ସମ୍ପାଦକମାନେ ଦିନ ଗଡ଼ାଇ…

ମହାପ୍ରଭୁଙ୍କୁ ଦର୍ଶନ କଲେ କଙ୍ଗନା

ପୁରୀ ଅଫିସ୍‌,୧୯।୨: ବଲିଉଡ ଅଭିନେତ୍ର୍ରୀ କଙ୍ଗନା ରାଣାୱତ ଶୁକ୍ରବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା ପରେ…

ଆର୍‌ଡବ୍ଲ୍ୟୁଏସ୍‌ଏସ୍‌କୁ ସୁହାଉଛି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୯ା୨:ଯାଜପୁର ଜିଲା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗର ୧୨୦ଟି ପାଇପ ଜଳ ଯୋଗାଣ ପ୍ରକଳ୍ପ (ପିଡବ୍ଲ୍ୟୁଏସ୍‌) ଗତ ଜୁଲାଇ ଓ ଅଗଷ୍ଟ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିଲା। ଏଥିପାଇଁ ବିଭାଗ ପକ୍ଷରୁ ୧ କୋଟି ୭୬ ଲକ୍ଷ…

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର ପରୀକୁ ତଳେ ପକାଇ ତଣ୍ଟିଚିପି ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏ ସଂକ୍ରାନ୍ତରେ ଲିଖିତ…

ଚିଲିକା ସୁରକ୍ଷାକୁ ଗୁରୁତ୍ବ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):ଚିଲିକା ଉପରେ ନିର୍ଭର କରୁଥିବା ମତ୍ସ୍ୟଜୀବୀଙ୍କୁ ଡଙ୍ଗା, ଜାଲ ଏବଂ ଡଙ୍ଗା ଇଞ୍ଜିନ ଯୋଗାଇ ଦିଆଯିବ। ଏହାସହ ୩ ସମୁଦ୍ର କୂଳବର୍ତ୍ତୀ ଜିଲାର ୧୮୬ ମତ୍ସ୍ୟ ପ୍ରାଥମିକ ସମବାୟ ସମିତି ଅନ୍ତର୍ଗତ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?