କଟକରୁ ୨୦୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୪ ସ୍ଥାନୀୟ ସଂକ୍ରମିତ
କଟକ ଅଫିସ,୨୮।୮-କଟକ ସହରରୁ ଶୁକ୍ରବାର ପୁଣି ୨୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୭୪। ସିଡିଏ ସେକ୍ଟର-୬ରୁ ୫, କଲେଜ ସ୍କୋୟାରରୁ ୫, ବକ୍ସି ବଜାରରୁ…
ହୀରାକୁଦ ଡ୍ୟାମରୁ ୩୨ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ: ସମ୍ବଲପୁର- ସୋନପୁର ରାଜପଥ ଯାତାୟତ ଠପ୍
ସମ୍ବଲପୁର, ୨୮ା୮ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମରୁ ଶୁକ୍ରବାର ୩୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାରକୁ ୬ଲକ୍ଷ ୩୮ ହଜାର ୩୦୬ କ୍ୟୁସେକ ପାଣି ପ୍ରବେଶ କରୁଛି । ସେହିପରି ୫ ଲକ୍ଷ ୨୩ ହଜାର…
ଭିଜିଲାନ୍ସ ଜାଲରେ କୋଟିପତି ଜିଆର୍ଏସ୍
ପୁରୀ ଅଫିସ,୨୮।୮: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କୋଟିପତି ଗ୍ରାମ ରୋଜଗାର ସେବକ (ଜିଆରଏସ୍)। ପୁରୀ ଜିଲା ଗୋପ ବ୍ଲକ ଛଇତନା ପଞ୍ଚାୟତର ଜିଆରଏସ୍ ଗୋବିନ୍ଦ ଚନ୍ଦ୍ର ପରିଡ଼ାଙ୍କ ନଁାରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ତେଣୁ ଭିଜିଲାନ୍ସ ଭୁବନେଶ୍ୱର…
କୁତୁରୀ, ମଣିପୁର ବାହ୍ୟଜଗତରୁ ବିଚ୍ଛିନ୍ନ
ନୟାଗଡ଼ ଅଫିସ/ଭାପୁର (ଡି.ଏନ.ଏ.),୨୮।୮: ମହାନଦୀରେ ଜଳସ୍ତର ବଢ଼ିବାରୁ ନୟାଗଡ଼ ଜିଲାର ଗଣିଆ ଓ ଭାପୁର ବ୍ଲକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ଗୁରୁବାର ରାସ୍ତାରେ ମହାନଦୀର ବନ୍ୟାଜଳ ଲହଡି ମାରିଥିଲା। ବଡମୂଳ-କୁତୁରୀ ରାସ୍ତାରେ ୩ରୁ ୬ ଫୁଟ ଓ ଭାପୁର ବ୍ଲକର…
ବୈତରଣୀରେ ବନ୍ୟା ସ୍ଥିତି ଗମ୍ଭୀର
ଯାଜପୁର ଅଫିସ/ କୋରେଇ/ ବିଞ୍ଝାରପୁର/ ଯାଜପୁର ଟାଉନ/ବରୀ/ ଧର୍ମଶାଳା, ୨୭ା୮ (ସ୍ବ.ପ୍ର./ଡି.ଏନ୍.ଏ.) ତିନିଦିନ ଧରି ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଜିଲାର କୋରେଇ, ଯାଜପୁର, ଦଶରଥପୁର ଓ…
ଟ୍ରକ୍କୁ ପଛରୁ ଧକ୍କା ଦେଲା ଟ୍ରକ୍, ଚାଳକଙ୍କ ଜୀବନ ଗଲା
ଛତ୍ରପୁର,୨୮।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ସୀତା ନଗର ନିକଟ ଜାତୀୟ ରାଜପଥରେ ଗୁରୁବାର ବିଳମ୍ବିତ ରାତିରେ ଏକ ଟ୍ରକକୁ ପଛପଟୁ ଆଉ ଏକ ଟ୍ରକ୍ ଧକ୍କା ଦେଇଥିଲା। ଫଳରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ…
ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି
ଛତ୍ରପୁର,୨୮।୮(ଡି.ଏନ୍.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ…
କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କରୋନା ଯୋଦ୍ଧା
ଗଞ୍ଜାମ,୨୮ା୮(ଡି.ଏନ୍.ଏ.): ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ କିଛି କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। କରୋନା ଯୋଦ୍ଧା ଭାବେ ପରିଚିତ ଦୁଇ କର୍ମଚାରୀ ଆର୍ଆଇ କନକ ମଞ୍ଜରୀ ଜାନି ଓ ଗଣେଶ ଗୌଡ଼ ଶୁକ୍ରବାର ନିଜ କାର୍ଯ୍ୟରେ ଯୋଗ ଦେଇଛନ୍ତି l ତହସିଲଦାର…
ଝାରସୁଗୁଡ଼ାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୫ ଯାଏ ସହର ଶଟ୍ଡାଉନ୍
ଝାରସୁଗୁଡ଼ା ଅଫିସ,୨୮ା୮: ଝାରସୁଗୁଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଛି। ଦିନକୁ ଦିନ ଏହି ସଂଖ୍ୟା ବୃଦ୍ଧି ପାଉ ଥିବାରୁ ଜିଲା ପ୍ରଶାସନ ଏହାକୁ ରୋକିବା ପାଇଁ ପଦକ୍ଷେପ ନେଇଛି। ପଦକ୍ଷେପ ସ୍ବରୂପ ୭ ଦିନ ପାଇଁ ଝାରସୁଗୁଡ଼ା ସହରକୁ…
ସବିତା, ପୂର୍ଣ୍ଣିମା ପାଇବେ ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର
କେନ୍ଦ୍ରାପଡ଼ା ଅଫିସ, ୨୮।୮: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତୀଘର ପଞ୍ଚାୟତ ନିପାଣିଆ ଗ୍ରାମର ସବିତା ଗିରି ଓ ପୂର୍ଣ୍ଣିମା ଗିରି ବିଜୁ ପଟ୍ଟନାୟକ ସାହସିକତା ପୁରସ୍କାର ପାଇବେ। ଏ ନେଇ ଜିଲା କ୍ରୀଡା ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।…
ବରଗଡ଼ ଜିଲାପାଳ କାର୍ଯ୍ୟାଳୟ ଶଟ୍ଡାଉନ୍
ବରଗଡ଼ ଅଫିସ,୨୮ା୮: ବରଗଡ଼ ଜିଲାପାଳ କାର୍ଯ୍ୟାଳୟକୁ ଶୁକ୍ରବାରରୁ ୭୨ ଘଣ୍ଟା ପାଇଁ ଶଟ୍ଡାଉନ୍ ଘୋଷଣା କରାଯାଇଛି। ଜିଲାପାଳ କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଶୁକ୍ରବାର ଜିଲା ସୂଚନା ଓ ଲୋକସମ୍ପର୍କ…
ବନ୍ୟାରେ ଫସିଥିବା ଦୁଇ ଭାଇ, ଗର୍ଭବତୀଙ୍କୁ ଉଦ୍ଧାର କଲା ଏନ୍ଡିଆରଏଫ୍ ଟିମ୍
ଭଦ୍ରକ ଅଫିସ,୨୮ା୮: ବନ୍ୟାରେ ଫସି ରହିଥିବା ଦୁଇ ଭାଇ ଓ ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିଛି ଏନ୍ଡିଆରଏଫ୍ ଟିମ୍। ଭଣ୍ଡାରିପୋଖରୀ ବ୍ଲକ ବନ୍ୟା ପାଣି ଘେରରେ ଥିବା ଷୋଳମପୁର ନିଜ ଘରେ ଫସି ରହିଥିବା ଦୁଇ ଭାଇଙ୍କୁ ୩ଘଣ୍ଟା ଅପରେଶନ ପରେ…
Archives


