ଆମ ଜିଲା ଖବର

ବିଲରୁ ନବଜାତକର ମୃତଦେହ ଉଦ୍ଧାର

ପାପଡ଼ାହାଣ୍ଡି,୨୨ା୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବାକତରା ପଞ୍ଚାୟତ ଖୁଡ଼ିଗୁଡ଼ା ନିକଟ ବିଲରୁ ବୁଧବାର ଏକ ନବଜାତକର ମୃତଦେହ ଉଦ୍ଧାର କରାଯାଇଛି। ଗତ ଦୁଇଦିନ ହେଲା ଶିଶୁଟିର ମୃତଦେହଟି ପଡ଼ିରହିଥିଲା। ଗ୍ରାମବାସୀ ଏହା ଦେଖିବା ପରେ ମଇଦଲପୁର ପୋଲିସକୁ ଖବର...

ଦୁଇ କୃଷସାର ମୃଗ ମଧ୍ୟରେ ଲଢ଼େଇ: ଆହତକୁ ଉଦ୍ଧାର କଲା ବନ ବିଭାଗ

ବୁଗୁଡ଼ା,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଚକରାପଲ୍ଲୀ ଗ୍ରାମ ନିକଟରେ ଥିବା ଏକ ବିଲରୁ ବୁଧବାର ସକାଳେ ଆହତ ଅବସ୍ଥାରେ ୫ ବର୍ଷର ଅଣ୍ଡିରା କୃଷ୍ଣସାର ମୃଗକୁ ବନବିଭାଗ କର୍ମଚାରୀମାନେ ଉଦ୍ଧାର କରିଥିବା ଜଣାପଡ଼ିଛି। ତେବେ ଦୁଇ ମୃଗଙ୍କ...

୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ

ଗୁଡଭେଲା,୨୨ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା ବେଳେ ୪୩୫ଟି ଶଯ୍ୟା ପ୍ରସ୍ତୁତ ରହିଛି। ଏହି ସମସ୍ତ କେନ୍ଦ୍ରକୁ ବ୍ଲକ ଅଧ୍ୟକ୍ଷ...

ନ ଥିଲା ସତର୍କ ସୂଚନା: ନିର୍ମାଣାଧୀନ ପୋଲ ତଳକୁ ଖସିି ବାଇକ୍‌ଆରୋହୀଙ୍କ ଜୀବନ ଗଲା

ବଡ଼ବିଲ,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ କାଠ ଡିପୋ ନିକଟ ପୋଲ ତଳକୁ ଖସି ବୁଧବାର ଭୋର୍‌ ସମୟରେ ଜଣେ ବାଇକ୍‌ ଆରୋହୀଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ବଡ଼ବିଲ ଅଞ୍ଚଳର ସୁଦର୍ଶନ ପ୍ରଧାନ। ସୂଚନାନୁଯାୟୀ, ଭଦ୍ରାସାହି-ବଡ଼ବିଲ...

ବାସୁଦେବପୁରର ୯ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା: ଲୋକଙ୍କୁ ଘରୁ ନ ବାହାରିକାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ଭଦ୍ରକ ଜିଲାରେ ପୁଣି ୩ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ବାସୁଦେବପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଛି। ତେବେ...

ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଏମାନେ କୋଲକାତାରୁ ଫେରିଥିଲେ ବୋଲି ଭଦ୍ରକ ଜିଲା ପ୍ରଶାସନ ସୂଚନା ଦେଇଛି। ନୂତନ...

ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

ଭଦ୍ରକ ଅଫିସ,୨୨।୪ – ବୁଧବାର ସକାଳୁ ଭଦ୍ରକ ଜିଲାରେ ଆଉ ତିନି କରୋନା ରୋଗୀ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲା କରୋନା ପିଜିଟିଭ ସଂଖ୍ୟା ୧୧ରେ ପହଁଚିଛି । ସେମାନଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇଛନ୍ତି।...

୨୦୦ଲିଟର ମଦ ଜବତ, ୨କୁଇଣ୍ଟାଲ ପୋଚ ନଷ୍ଟ

ସୋନପୁର,୨୨।୪(ନି.ପ୍ର.) – ଲକ୍‌ଡାଉନ୍‌ ସମୟରେ ସରକାରୀ ମଦ ଦୋକାନ(ଦେଶୀ ଓ ବିଦେଶୀ) ବନ୍ଦ ରହିଛି। ଏହା ସୁବର୍ଣ୍ଣପୁର ଜିଲାର ଚୋରା ମଦ ବ୍ୟବସାୟୀଙ୍କୁ ବେଶ୍‌ ସୁହାଉଛି । ଜଙ୍ଗଲରେ ବ୍ୟାପକ ଭାବେ ଦେଶୀ ମଦ ପ୍ରସ୍ତୁତ ହୋଇ ତମାମ ଜିଲାରେ...

ଲକ୍‌ଡାଉନ ଯୋଗୁ ହନ୍ତସନ୍ତ ଶତାୟୁ, ପରିବାର ସଦସ୍ୟଙ୍କୁ ସହାୟତା ମିଳୁନି

ନୂଆପଡ଼ା ଅଫିସ,୨୨ା୪-ଘରେ ପଡି ରହିଛନ୍ତି ଶହେ ବର୍ଷ ବୟସର ଆଈ ବିଶାହୀନ ା ୭୫ ବର୍ଷ ବୟସର ବାପା ରେଶମଲାଲ ା ଏମାନଙ୍କ ସହିତ ସ୍ତ୍ରୀ ପୁନେଇ(୪୫), ଦୁଇ ପୁଅ ତୁଲେଶ(୧୫) ଓ ହୁତେଶ(୧୩) ା ଲକ୍‌ଡାଉନ ଯୋଗୁ ପଦାକୁ...

ଲକ୍‌ ଡାଉନ ସମୟରେ ସହଯୋଗର ହାତ ବଢାଇଲା ଡାକବିଭାଗ

ଭବାନୀପାଟଣା,୨୨।୪(ସ୍ବ.ପ୍ର)- କରୋନା ଭୁତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଗତ ୨୪ତାରିଖଠୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାଦ୍ୱାରା ଅନେକ ଗରୀବ ଅସହାୟ ଲୋକଙ୍କ ଜୀବନ ଶୈଳୀ ଉପରେ ପ୍ରଭାବ ପଡିଛି। ଏହି ସମୟରେ କଳାହାଣ୍ଡି ଜିଲା ଡାକ ମଣ୍ଡଳ...

ଘର ଘର ବୁଲି ବହି ବାଣ୍ଟୁଛନ୍ତି ଶିକ୍ଷୟିତ୍ରୀ

କୋକସରା,୨୧।୪(ଡି.ଏନ୍‌.ଏ) – ରାଜ୍ୟ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକସ୍ତରରୁ ଅଷ୍ଟମ ଶ୍ରେଣୀ ଯାଏ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଘର ଘର ବୁଲି ଶିକ୍ଷୟିତ୍ରୀ/ଶିକ୍ଷକମାନେ ପୁସ୍ତକ ବଣ୍ଟନ କରିବା ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ କରୋନା ଯୋଗଁୁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା...

୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟଖା, ପାନମସଲା ଜବତ

ଝାରସୁଗୁଡା ଅଫିସ,୨୨ା୪ – କରୋନା ମୁକାବିଲା ପାଇଁ ସମଗ୍ର ଦେଶରେ ଲକଡାଉନ ପାଳନ କରାଯାଉଛି। ତେବେ ଏହି ପରିସ୍ଥିତିରେ ଝାରସୁଗୁଡା ସହରର କେତେକ ଅସାଧୁ ବ୍ୟବସାୟୀ ଦୋକାନ/ଗୋଦାମ ଖୋଲି ଗୁଟଖା ଓ ପାନମସଲା ବିକ୍ରୟ କରିଛନ୍ତି । ଏନେଇ ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri