ଆମ ଜିଲା ଖବର

‘ଛାତ୍ରୀଛାତ୍ର ଶୃଙ୍ଖଳାର ସହ ଦେଶ ପ୍ରେମରେ ନିଜକୁ ଦୀକ୍ଷିତ କରାଇ ଭଲ ମଣିଷ ହେବାକୁ ଆହ୍ବାନ’

ଗଞ୍ଜାମ,୫ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଦନ୍ତପୁର ତଥା ଅଧୁନା ରାମଗଡ଼ ପଞ୍ଚାୟତର ରଘୁନାଥପୁରଠାରେ ଥିବା ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରର ତ୍ରୟୋଦଶ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର ବିଧାୟକ ଶ୍ରୀକୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତଠାରେ ନିୟମଗିରି ସୁରକ୍ଷା ସମିତିର ଖବରଦାତା ସମ୍ମିଳନୀ…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ ଗସ୍ତରେ ଆସି ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦର୍ଶନ କରିବା ସହ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ କାମ କରି ଫେରୁଥିବା ସମୟରେ ହଠାତ୍ ବଜ୍ରପାତ ହେବାରୁ ଜଣେ ମହିଳାଙ୍କ ମୃତ୍ୟୁ…

ଲାଞ୍ଜିଗଡ଼ରେ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ

ଲାଞ୍ଜିଗଡ,୫।୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୋଷ୍ଠୀ ଶିକ୍ଷା ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ତଥା ଖଡ଼ିଛୁଆଁ ଶନିବାର ଅନୁଷ୍ଠିତ ହୋଇଯାଇଅଛି। ବିଇଓ ରୁଷିଆ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ଲକ ଉପାଧ୍ୟକ୍ଷା କମଳା…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ ନେଇ ଅରୁଣ କହିଛନ୍ତି, କୋଟା ବୃଦ୍ଧି ନେଇ ବିଜେଡି ଦାବି କରୁଥିଲା। ଭାଜପା…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼ ଅନୁଷ୍ଠିତ ହୋଇଛି। ଏହି ଗଣଦୌଡ଼ରେ ୧୦୫ଜଣ ଛାତ୍ରୀଛାତ୍ରଙ୍କ ସହ ଅଧ୍ୟାପକ କର୍ମଚାରୀ ସାମିଲ…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ସହରର ସୌନ୍ଦର୍ଯ୍ୟକରଣ ସମେତ ଅନ୍ୟାନ୍ୟ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକର ଅତି…

ସମ୍ବଲପୁରର ଗୌରବକୁ ଲୋକଲୋଚନକୁ ଆଣିବା ପାଇଁ ପ୍ରୟାସ

ସମ୍ବଲପୁର,୫।୪(ପ୍ରମୋଦ ବହିଦାର): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ଚାଲିଥିବା ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ସମ୍ବଲପୁର ମହାନଗର ନିଗମ ଅଞ୍ଚଳରେ ଏକ ଭବ୍ୟ ମିନି ‘ଐତିହ୍ୟ ଗଣଦୌଡ଼’(ହ୍ୟାରିଟେଜ ରନ) ଅନୁଷ୍ଠିତ ହୋଇଯାଇଛି। ଏହାକୁ ସମ୍ବଲପୁର ଜିଲାପାଳ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର ଯାଉଥିବା ସମୟରେ ବିଳମ୍ବିତ ରାତିରେ କେନ୍ଦୁଘାଟି ବୁଲାଣିରେ ଟ୍ରକର ଯଏଣ୍ଟ ଛିଡ଼ିଯିବା ଫଳରେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କୁ ଶନିବାର ସନ୍ଧ୍ୟାରେ ଗ୍ରାମବାସୀ ଧନ୍ୟବାଦ ଜଣାଇଛନ୍ତି। ସନ୍ଧ୍ୟାରେ ଉକ୍ତ ଗ୍ରାମର ପ୍ରହରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?