ଆମ ଜିଲା ଖବର

ସୋରଡ଼ାରେ ବନ୍ଦର ପ୍ରଭାବ: ସରକାରୀ କାର୍ଯ୍ୟାଳୟ ବନ୍ଦ କଲେ କର୍ମୀ

ସୋରଡ଼ା,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ଜିଲା ସମେତ ସୋରଡ଼ା ଏବଂ…

ଗଞ୍ଜାମରେ କଂଗ୍ରେସର ବାଇକ ରାଲି: ବନ୍ଦପାଳନ ଶାନ୍ତିପୂର୍ଣ୍ଣ

ଗଞ୍ଜାମ,୧୫।୨(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଅତ୍ୟାବଶ୍ୟକ ଜିନିଷ ତଥା ପେଟ୍ରୋଲ ଓ ଡିଜେଲର ଅହେତୁକ ଦରଦାମ ବୃଦ୍ଧି ଲାଗି ରାଜ୍ୟ କଂଗ୍ରେସ ଦୃଢ଼ ନିନ୍ଦା କରିବା ସହ ସୋମବାର ଓଡ଼ିଶା ବନ୍ଦ କରିଛି। ଏ ନେଇ ଗଞ୍ଜାମ ବ୍ଲକ କଂଗ୍ରେସ ପକ୍ଷରୁ ବ୍ଲକ…

ବନ୍ଦପାଳନରେ ଦାରିଙ୍ଗବାଡ଼ି ପ୍ରଭାବିତ

ଦାରିଙ୍ଗବାଡ଼ି,୧୫।୨(ଡି.ଏନ୍‌.ଏ.): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୬ ଘଣ୍ଟିଆ ବନ୍ଦ ପାଳନର ପ୍ରଭାବ ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି। ଦଳର ବ୍ଲକ ସଭାପତି ପ୍ରଦୀପ ନାୟକଙ୍କ ତତ୍ତ୍ବାବଧାନରେ ବ୍ଲକ ଅଧ୍ୟକ୍ଷା ରୁଦା ମଲ୍ଲିକଙ୍କ ସହଯୋଗରେ ଦଳୀୟ କର୍ମୀଙ୍କ ପକ୍ଷରୁ ଚାରିଛକ,ସିମନବାଡ଼ିର…

କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା ସରକାର କୃଷକମାନଙ୍କ ଚାଷଜମି ଗୁଡିକୁ ପୁଞ୍ଜିପତି ମାନଙ୍କ ନିକଟରେ ବନ୍ଧକ କରିଦେବା ଚକ୍ରାନ୍ତ କରି…

ଦିଗପହଣ୍ଡିରେ ରାସ୍ତା ଅବରୋଧ ଶାନ୍ତିପୂର୍ଣ୍ଣ

ଦିଗପହଣ୍ଡି,୧୫।୨(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ସାମଗ୍ରିକ ବିଫଳତା ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦରଦାମ୍‌ ନିୟନ୍ତ୍ରଣରେ କେନ୍ଦ୍ର ସରକାରଙ୍କ ଅହେତୁକ ନିରବତା ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟିର ଡାକରା କ୍ରମେ ସୋମବାର ଦିଗପହଣ୍ଡି କଂଗ୍ରେସ ପକ୍ଷରୁ ସଭା ଓ ବାଇକ ଶୋଭାଯାତ୍ରା କରାଯାଇଥିଲା।…

କଂଗ୍ରେସର ବନ୍ଦ ଡାକରା, କୋରାପୁଟରେ ଜନଜୀବନ ପ୍ରଭାବିତ

କୋରାପୁଟ,୧୫।୨(ସ୍ବ.ପ୍ର.): ଡିଜେଲ ଓ ପେଟ୍ରୋଲ ଦର ବୃଦ୍ଧିକୁ ବିରୋଧ କରି ଜାତୀୟ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଯୋଗୁ ସୋମବାର କୋରାପୁଟ ଜିଲାରେ ଜନଜୀବନ ପ୍ରଭାବିତ ହୋଇଛି। ସହରର ଟ୍ରାଫିକ ଛକଠାରେ ଜିଲା କଂଗ୍ରେସ କମିଟି ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ…

ବରଗଡ଼ରେ ଓଡ଼ିଶା ବନ୍ଦଡାକରାକୁ ସମର୍ଥନ

ବରଗଡ଼ ଅଫିସ,୧୫।୨: କେନ୍ଦ୍ର ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଦିଆଯାଇଥିବା ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସୋମବାର ସକାଳ ୭ଟାରୁ ଜିଲାର ଦୋକାନ…

ଶ୍ରୀମନ୍ଦିରରେ ପଡ଼ିଲା ରକ୍ତଛିଟା

ପୁରୀ ଅଫିସ,୧୫।୨: ଜଣେ ଯାତ୍ରୀ ସହାୟକ ଏବଂ ସୁଆର ସେବାୟତଙ୍କ ମଧ୍ୟରେ ମାଡପିଟ୍‌ ଯୋଗୁ ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ରକ୍ତଛିଟା ପଡ଼ିଛି। ଆହତ ଯାତ୍ରୀ ସହାୟକ ଦାମୋଦର ଗୋଚ୍ଛିକାରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସୁଆର ସେବାୟତ ରାମକୃଷ୍ଣ ଖୁଣ୍ଟିଆ କୁଡୁଆ ନେଇ…

ନନ୍ଦନକାନନରେ ପୂର୍ଣ୍ଣିମା ଜନ୍ମଦେଲା ଶାବକ

ବାରଙ୍ଗ,୧୫।୨(ଡି.ଏନ୍‌.ଏ.): ପ୍ରାଣୀଉଦ୍ୟାନ ନନ୍ଦନକାନନ ପାଇଁ ଖୁସି ଖବର। ସୋମବାର ସକାଳେ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟତମ ଆକର୍ଷକ ସାଜିଥିବା ସିମ୍ପାଜି ପୂର୍ଣ୍ଣିମା ଗୋଟିଏ ଶାବକକୁ ଜନ୍ମ ଦେଇଛି। ମା ଓ ଛୁଆ ଉଭୟ ସୁସ୍ଥ ଥିବାବେଳେ ଶାବକ ଜନ୍ମ ପରେ ମା…

ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ପାଟଣା ବନ୍ଦ

ପାଟଣା,୧୫।୨(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ନେଇ ୧୨ ଘଣ୍ଟିଆ ପାଟଣା ବନ୍ଦ ଡାକରା ଦିଆଯାଇଛି। ଆନ୍ଦୋଳନକାରୀମାନେ ସୋମବାର ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ପାଟଣା ବନ୍ଦ ପାଳନ କରୁଛନ୍ତି। ବିଶେଷଜ୍ଞ…

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ

କେନ୍ଦୁଝର,୧୫।୨(ସ୍ବ.ପ୍ର.): ସୋମବାର ତୈଳ ଦର ବୃଦ୍ଧି ପ୍ରତିବାଦ ଓ ତିନୋଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ଗାନ୍ଧୀ ଛକ ନିକଟରେ କଂଗ୍ରେସ ଜିଲା ସଭାପତି ବିପ୍ଳବ…

ଟିଟିଲାଗଡ଼ରେ ତୈଳ ଦର ବୃଦ୍ଧି ପ୍ରତିବାଦ

ଟିଟିଲାଗଡ଼,୧୫।୨(ଡି.ଏନ୍‌.ଏ.): ଆଜି ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କଂଗ୍ରେସ ପକ୍ଷରୁ ପେଟ୍ରୋଲ ଡିଜେଲ ଦରବୃଦ୍ଧି ପ୍ରତିବାଦରେ ସହରର ସମସ୍ତ ଦୋକାନ ବଜାର, ପେଟ୍ରୋଲ ପମ୍ପ, ଯାନବାହନ ଚଳାଚଳ, ବ୍ୟାଙ୍କ, କେନ୍ଦ୍ର କାର୍ଯ୍ୟାଳୟ କୋର୍ଟ ଏବଂ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ନଗର ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?