ଆମ ଜିଲା ଖବର

ଅମାନିଆଙ୍କଠାରୁ ଆଦାୟ ହୋଇଛି ୫ କୋଟି ୨୪ଲକ୍ଷ: ଡିଜିପି

କଟକ ଅଫିସ,୨୯।୪: ରାଜ୍ୟରେ କରୋନାର ସ୍ଥିତି ଦିନକୁ ଦିନ ବେକାକୁ ହେବାରେ ଲାଗିଛି। ଟେଷ୍ଟିଂ ଯୋଗୁ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ ନିୟନ୍ତ୍ରଣ କରିବାକୁ ହେଲେ କୋଭିଡ ସମ୍ପର୍କିତ ନିୟମକୁ କଡ଼ାକଡ଼ି ପାଳନ…

ପାନୀୟ ଜଳ ସମସ୍ୟା ନେଇ ଜନସ୍ବାସ୍ଥ୍ୟ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ପୁରୁଷୋତ୍ତମପୁର,୨୯।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଓ୍ବାର୍ଡ ନଂ ୯ ରଥସାହି, ସୁନାରିତୋଟାସାହି, ଗୋପାଳ ବନ୍ଧ ସାହିକୁ ଦୀର୍ଘଦିନ ହେଲା ଜନସ୍ବାସ୍ଥ୍ୟ ବିଭାଗୀୟ ପାଇପରେ ପାଣି ଆସୁନାହିଁ। ଯାହା ପାଣି ଆସୁଛି ତାହା ମାଟିଆ, ଗୋଳିଆ, କଳା ରଙ୍ଗର ଦୂଷିତ ଅଟେ।…

ଭଡ଼ାଘରୁ ମା-ଝିଅଙ୍କ ମୃତଦେହ ଜବତ

ବଣାଇଁ,୨୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ନିୟୁ ଗାର୍ଡେନ କଲୋନୀ ମସଜିଦ ସମ୍ମୁଖ ଭଡ଼ାଘରୁ ଗୁରୁବାର ମା- ଝିଅଙ୍କ ମୃତଦେହ ଜବତ କରିଛି ପୋଲିସ। ମା’ଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିବା ବେଳେ ୩ ବର୍ଷ ଶିଶୁକନ୍ୟାର ମୃତଦେହ ଖଟ…

ଆମ୍ବ ବଗିଚାରେ ଚାଲିଥିଲା ଜୁଆଆଡ୍ଡା: ୮ ଗିରଫ, ଟଙ୍କା ମୋବାଇଲ ଜବତ

ବ୍ରହ୍ମପୁର ଅଫିସ,୨୯।୪: ସଦର ଥାନା ଅନ୍ତର୍ଗତ ଆମ୍ବଗଡ଼ ନିକଟରେ ଥିବା ଏକ ଆମ୍ବ ବଗିଚାରେ ଜୁଆଆଡ୍ଡା ଚାଲିଥିବା ପୋଲିସ ଖବର ପାଇଥିଲା। ଗୁରୁବାର ମଧ୍ୟାହ୍ନରେ ସଦର ଥାନାଧିକାରୀ ମହେନ୍ଦ୍ର ସାହୁଙ୍କ ନେତୃତ୍ୱରେ ଏକ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ପୋଲିସ ଘେରିଯାଇ…

ଆମ୍ବ ତୋଳୁଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ନାବାଳିକାଙ୍କ ଜୀବନ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ପ୍ରଭାବରେ ବେହାଲ ହୋଇଛି। ବିଭିନ୍ନ ସ୍ଥାନରେ ବଜ୍ରପାତରେ ଏକାଧିକ ଲୋକଙ୍କ ବିଦ୍ୟୁତ୍‌ଚାଳିତ ସାମଗ୍ରୀ ନଷ୍ଟ ହେବା ସହ ଉକ୍ତ ବ୍ଲକ ପର୍ତ୍ତମାହା ପଞ୍ଚାୟତ ଅଞ୍ଚଳରେ ବଜ୍ରପାତରେ ଜଣେ ନାବାଳିକାଙ୍କ…

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉ ଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ…

ଚୋରକୁ ଧରି ପାରୁ ନ ଥିଲା ପୋଲିସ : ଲୋକେ ଧରି ଦେଲେ ଜିମା

ପୁରୁଷୋତ୍ତମପୁର,୨୯।୪(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘନ ଘନ ଚୋରି ଘଟଣା ଯୋଗୁ ଲୋକଙ୍କ ନିିଦ ହଜିଯାଇଛି। ଏହାକୁ ନେଇ ଲୋକେ ପୋଲିସରେ ଅଭିଯୋଗ କରୁଥିଲେ ପୋଲିସ ଏଥିପ୍ରତି ଆଦୌ ଗୁରୁତ୍ୱ ଦେଉ ନ ଥିଲା କି ଚୋରକୁ ଧରୁ ନ…

ପ୍ଲାଜମାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଛି ଟିକା

କଟକ ଅଫିସ, ୨୯ା୪: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ସଂକ୍ରାମକ ରହିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏପରି କି ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପ୍ରିଲ ମାସରେ କେବଳ ୮୭,୫୯୮ ଚିହ୍ନଟ ହୋଇଥିବାବେଳେ ୯୬ଜଣଙ୍କ ମୃତ୍ୟୁ…

ଶୁଖିବାକୁ ବସିଛି କାନଝରୀ ଡ୍ୟାମ୍‌

କେନ୍ଦୁଝର, ୨୯।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାନଝରୀ ଜଳସେଚନ ପ୍ରକଳ୍ପ ବିଭିନ୍ନ କାରଣରୁ ଶୁଖିବାକୁ ବସିଛି। ବର୍ଷା ଅଭାବରୁ କାନଝରୀ ନଦୀର ଜଳସ୍ରୋତ ପ୍ରବାହ ବନ୍ଦ ହୋଇ ଯାଇଥିବାରୁ ବନ୍ଧକୁ ଜଳ ପ୍ରବେଶ କରୁନାହିଁ। ଫଳରେ ଡ୍ୟାମର ଜଳଧାରଣ…

୫ ଜଣ ଏକାଠି ହେଲେ କାର୍ଯ୍ୟାନୁଷ୍ଠାନ

କେନ୍ଦୁଝର, ୨୯।୪ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ କରୋନାର ଦ୍ୱିତୀୟ ଲହରରେ ସ୍ଥିତି ଗୁରୁତର ହୋଇ ପଡୁଛି। ବିଶେଷ କରି ସହରାଞ୍ଚଳରେ କରନା ସଂଖ୍ୟା ଅଧିକ ଥିବାରୁ ଏହାର ସ୍ଥିତି ଅଧିକ ଗୁରୁତର ହୋଇ ପଡୁଛି। ଏଥିପାଇଁ ଜିଲାପାଳ ଆଶିଷ ଠାକରେ ଏକ…

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪: ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍‌…

ଜୀବନ ବଞ୍ଚାଉଛି ଚୁଆପାଣି

କପ୍ତିପଦା,୨୯ା୪(ଡି.ଏନ୍‌.ଏ.)- ମୟୂୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ଶରତ ପଞ୍ଚାୟତର ଅଶ୍ୱକୋଟୀ ସାରଜମଡ଼ି ଗ୍ରାମ ଏବେ ବି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଛି। ଏଠାରେ ବାସ କରୁଥିବା ଆଦିବାସୀ ସମ୍ପ୍ରଦାୟର ୩୦୦ ଊର୍ଦ୍ଧ୍ୱ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?