ଆମ ଜିଲା ଖବର

କମିନି କଣ୍ଢେଇ ନାଚର ଆଦର

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ କଣ୍ଢେଇ ନାଚ ପରମ୍ପରା ଅର୍ଦ୍ଧଶତାବ୍ଦୀ ପୁରୁଣା। କଳାକାରର ହାତ ଆଙ୍ଗୁଠିରେ ନୃତ୍ୟ କରୁଥିବା କଣ୍ଢେଇର ଅଙ୍ଗଭଙ୍ଗୀ ବିଭୋର କରିଥାଏ ଦର୍ଶକଙ୍କୁ। ଜିଲାର ୧୪ ଲୋକକଳା ବିଭବ ଭିତରେ ସାମିଲ ହୋଇଛି ଏହି ପାରମ୍ପରିକ ନାଚ। କଳାକାରଙ୍କ…

ଶିଳ୍ପଜିଲା ହେବ ସୌନ୍ଦର୍ଯ୍ୟମୟ

ଅନୁଗୋଳ ଅଫିସ, ୧୫।୨( ଅମିତ କୁମାର ସାମଲ): ପ୍ରକୃତିକୁ ଉପଭୋଗ କରିବାକୁ ଅନୁଗୋଳ ଆସୁଥିବା ପର୍ଯ୍ୟଟକ କେବଳ ସାତକୋଶିଆ ବୁଲି ଫେରିବେ ନାହିଁ। ଡେରଜାଙ୍ଗ ଡ୍ୟାମ୍‌ର ଆକର୍ଷଣ ସେମାନଙ୍କୁ ସେଠାକୁ ଟାଣିନେବ। ବନ୍ଧ ଉପର ବେଞ୍ଚ ମନକୁ ଶୀତଳ କରିଦେବ। ରାଣୀଗୁଡ଼ା…

ବଳ ଯାହାର ବୁଢ଼ାପଙ୍କ ତାହାର

ବଅଁରପାଳ,୧୫ା୨: ଅନୁଗୋଳ ଇତିହାସରେ ଗଡ଼ ବୁଢ଼ାପଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଏହା ଥିଲା ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ଅଭେଦ୍ୟ ଦୁର୍ଗ। କିନ୍ତୁ ବ୍ରିଟିଶ୍‌ ଶାସନ ସମୟରେ ଏହାକୁ ଦଖଲ କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ ଢେଙ୍କାନାଳ ରାଜା ସୁର…

ବାଉଁଶ ବିନ୍ଧାଣି ‘ଭାଗୀରଥି ସାର୍‌’

କାମାକ୍ଷାନଗର, ୧୫।୨(ସୁଧୀର କୁମାର ପରିଡ଼ା): ବାଉଁଶରୁ କାରିଗରି। ଡ୍ରେସିଂ ଟେବୁଲ, ଫୁଲଦାନି, ପେନ୍‌ଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ଘରସଜ୍ଜା ଉପକରଣ। ଦେଖିଲେ ଆଖି ଲାଖିଯିବ। ନିର୍ଜୀବ ବାଉଁଶରୁ ଏଭଳି କଳାକୃତି ତିଆରି କରି ପ୍ରଶଂସା ସାଉଁଟୁଛନ୍ତି ଭାଗୀରଥି ସାର୍‌। ଶିକ୍ଷକତା ବୃତ୍ତିରେ…

କ୍ଷତି ସହୁଛନ୍ତି ବିସ୍ଥାପିତ

ବନ୍ତଳା,୧୫ା୨: ଡେରଜାଙ୍ଗ ଡ୍ୟାମ୍‌ବୁଡ଼ି ଅଞ୍ଚଳର ୩୦ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାର ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଗୁରଙ୍ଗ କରଡ଼ାବଣିରେ ଥଇଥାନ କରିଥିଲେ। ଘର ପାଇଁ ଜାଗା ସହ ଜୀବିକା ନିର୍ବାହ ନିମନ୍ତେ ଜମି ଦେଇଥିଲେ। ନିକଟସ୍ଥ ଗୁରଙ୍ଗ ଡ୍ୟାମ୍‌ରୁ ଜଳସେଚନ ସୁବିଧା…

ପିପିଇ କିଟ୍‌ ପିନ୍ଧି ଭିକ୍ଷାବୃତ୍ତି

ଭଦ୍ରକ ଅଫିସ,୧୫।୨-ଭଦ୍ରକ ସହରରେ ଜଣେ କୋଭିଡ୍‌ ଯୋଦ୍ଧାଙ୍କ ଅଭିନବ ପ୍ରତିବାଦ। ଚାକିରି ହରାଇବା ପରେ ଭିକ୍ଷାବୃତ୍ତିକୁ ଆପଣାଇଛନ୍ତି ଏହି ଯୋଦ୍ଧା। ଦୀର୍ଘଦିନ ଧରି ସ୍ଥାୟୀ ଚାକିରି ପାଇଁ ବାରମ୍ବାର ଦାବି କରିଆସୁଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବା ସେ…

ଆରମ୍ଭରୁ ସାର ଅଭାବ

ବରଗଡ଼ ଅଫିସ୍‌,୧୫।୨: ବରଗଡ଼ ଜିଲାରେ ରବି ଚାଷକାମ ଜୋର୍‌ ଧରିଛି। ଅଧିକାଂଶ ସ୍ଥାନରେ ଚାଷୀମାନେ ତଳିପକା, ଧାନ ବୁଣା ସାରିଦେଲେଣି। କେତେକ ସ୍ଥାନରେ ରୁଆକାର୍ଯ୍ୟ ମଧ୍ୟ ଶେଷ ହୋଇଛି। ବର୍ତ୍ତମାନ ସମୟରେ ଧାନ ଫସଲ ପାଇଁ ୟୁରିଆ ସାରର ଆବଶ୍ୟକତା ରହିଛି।…

ଏହି କାରଣରୁ ଯାଜପୁର ଡିଏସ୍‌ପିଙ୍କୁ କରାଯାଉଛି ପ୍ରଶଂସା

ଚଣ୍ଡିଖୋଲ,୧୪ା୨: ୫୩ ନମ୍ବର ଜାତୀୟ ରାଜପଥର ବଡ଼ଚଣା ଥାନା ବେଣାପୁରଠାରେ ଏକ ସଡ଼କ ଦୁର୍ଘଟଣାରେ ଆହତ ଦମ୍ପତିଙ୍କୁ ଯାଜପୁର ଡିଏସ୍‌ପି ସଂଗ୍ରାମ ଟୁଡୁ ରବିବାର ନିଜ ସରକାରୀ ଗାଡିରେ ବଡ଼ଚଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସ୍ଥାନୀୟ ଲୋକେ ଡିଏସ୍‌ପିଙ୍କ ଏହି…

ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ ଚାଲିଥିବା ବେଳେ ବରଯାତ୍ରୀ ଫୁଟାଉ ଥିବା ବାଣର ନିଆଁ ରୁଦ୍ର ବେହେରାଙ୍କ ପାଳଭାଡି…

ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଯୁବକ

ବାରିପଦା ଅଫିସ,୧୪।୨: ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ଦୀନକୃଷ୍ଣ…

ଶିଶୁକନ୍ୟାଙ୍କ ଜୀବନ ନେଲା ପାଳଗଦା ନିଆଁ

ଝରିଗାଁ,୧୪ା୨: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତର କୁସୁମବାହାଲ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ନିଆଁରେ ପୋଡ଼ି ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଡମୁ ଜାନିଙ୍କ ଝିଅ ସମ୍ବାରୀ(୬)।…

ନିଆରା ଢଙ୍ଗରେ ଭାଲେଣ୍ଟାଇନ୍ସ ଡେ’ ପାଳନ କଲେ ଯୁବଗୋଷ୍ଠୀ

ସୋନପୁର,୧୪।୨: ଫେବୃୟାରୀ ୧୪ ଭାଲେଣ୍ଟାଇନ୍ସ ଡେ। ଏହି ଦିବସକୁ ଯୁବଗୋଷ୍ଠୀ ମନଭରି ଉପଭୋଗ କରିଥିଲେ। ଚକୋଲେଟ୍‌ ଦୋକାନ, ଫୁଲ ଦୋକାନ ଓ ଗିଫ୍ଟ କର୍ଣ୍ଣରରେ ପ୍ରେମୀ ଯୁଗଳଙ୍କ ବେଶ ଭିଡ ଜମିଥିଲା। ତେବେ ସୋନପୁର ବୁଢାରାଜା ଯୁବକ ସଂଘର କର୍ମକର୍ତ୍ତାମାନେ ମାତୃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?