ଆମ ଜିଲା ଖବର

ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର

ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ ହେଉନାହାନ୍ତି କିଛି ଲୋକ। ଏଥିପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନଏସି ଓ ପୋଲିସ...

କରୋନା କଟକଣା କୋହଳ ଯୋଗୁଁ ଆରମ୍ଭ ହେଲା ଚାଷ କାର୍ଯ୍ୟ: ଜିଲାପାଳଙ୍କୁ ଧନ୍ୟବାଦ ଦେଲେ ଚାଷୀ

ପୁରୁଷୋତ୍ତମପୁର, ୨୧।୪(ଡି.ଏନ୍‌.ଏ.): କରୋନା ସହ ମୁକାବିଲା ପାଇଁ ସରକାର ଦୀର୍ଘ ଏକ ମାସରୁ ଊର୍ଦ୍ଧ୍ୱ ହେଲା ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଗଞ୍ଜାମରେ ବିଭିନ୍ନ କଟକଣା ଓ ନିୟମ ଜାରି କରି ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ...

ହଠାତ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ

କେନ୍ଦୁଝର, ୨୧।୪(ସ୍ବ.ପ୍ର.)-ମଙ୍ଗଳବାର ସକାଳେ ପ୍ରାୟ ସାଢେ ନଅଟାରେ ହଠାତ ଚାରିଆଡେ ଅନ୍ଧାର ଘୋଟିଆସିଥିଲା। ଲକ ଡାଉନ ଯୋଗୁ ରାସ୍ତାରେ ଯାତାୟାତ କମ ଥିଲେ ହେଁ ଅଫିସ ଖୋଲା ଥିବାରୁ ଏବଂ ଜିନିଷ ପତ୍ର କିଣା ବିକା ପାଇଁ ରାସ୍ତାରେ ଯାତାୟାତ...

ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଲା ଟ୍ରକ୍: ୨ ଗୁରୁତର

ଅନୁଗୋଳ ଅଫିସ୍, ୨୧ା୪- ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ପୋଲିସ ପାଟ୍ରୋଲିଂ ଗାଡ଼ିକୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ତାଳଚେର ଥାନାର ଜଣେ ମହିଳା ଏସଆଇ ଅର୍ଚ୍ଚନା ନାୟକ ଏବଂ...

ଶ୍ରୀମନ୍ଦିରରେ ବଡ଼ଚଣା ଆଇଆଇସିଙ୍କ ପ୍ରବେଶ ଘଟଣା: ସହଯୋଗ କରିଥିବା ସେବାୟତ ଅଟକ

ପୁରୀ ଅଫିସ, ୨୧।୪: କରୋନା (କୋଭିଡ-୧୯) ନିର୍ଦ୍ଦେଶାବଳୀକୁ ଉଲ୍ଲଂଘନ କରି ବଡ଼ଚଣା ଥାନା ଆଇଆଇସି ଦୀପକ କୁମାର ଜେନାଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରାଇବାରେ ସହଯୋଗ କରିଥିବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ସିଂହଦ୍ୱାର ପୋଲିସ ମଙ୍ଗଳବାର ଅଟକ ରଖିଛି। କରୋନା...

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅବସରପ୍ରାପ୍ତ ଶିକ୍ଷକ ସଂଘର ଦାନ

ଚୌଦ୍ୱାର,୨୧ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ କଟକ ଜିଲା ଚୌଦ୍ୱାର ଅବସରପ୍ରାପ୍ତ ଶିକ୍ଷକ ସଂଘ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକ ୨୦ ହଜାର ୧୨୧ଟଙ୍କା ସହାୟତା ପ୍ରଦାନ କରାଯାଇଛି। ଚୌଦ୍ୱାରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ ଜରିଆରେ ଏହି ରାଶି ପ୍ରଦାନ...

ମାସ୍କ, ସାନିଟାଇଜର ବାଣ୍ଟିଲେ ଏମ୍‌ପି

ଭଦ୍ରକ ଅଫିସ,୨୧।୪: ଭଦ୍ରକ ସହରର କାର୍ଯ୍ୟରତ ଖବରଦାତାଙ୍କୁ ଏମ୍‌ପି ମଞ୍ଜୁଲତା ମଣ୍ଡଳ ମାସ୍କ, ସାନିଟାଇଜର, ଗ୍ଳୋବ୍ସ ଓ ଟୋପି ବଣ୍ଟନ କରିଛନ୍ତି। ଜିଲା ଗ୍ରାମ୍ୟ ଉନୟନ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱ ରଖଯାଇ ଏହି ବଣ୍ଟନ କରାଯାଇଥିଲା। ଏଥିସହ ଏମ୍‌ପି ଖବରଦାତାଙ୍କୁ...

ନିୟମ ଉଲ୍ଲଂଘନ ଅଭିଯୋଗରେ ୩ ଦୋକାନୀ ଗିରଫ

ଭଦ୍ରକ ଅଫିସ,୨୧।୪: ଭଦ୍ରକ ଜିଲାରେ ୮ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ଭଣ୍ଡାରିପୋଖରୀ ବ୍ଲକରେ ୨ଜଣ କରୋନା ରୋଗୀ ଚି଼ହ୍ନଟ ହେବା ପରେ ବ୍ଲକରେ ୨କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଲକ୍‌ଡାଉନ...

ମାସ୍କ, ସାନିଟାଇଜର ବାଣ୍ଟିଲା ବନ୍ଧନବ୍ୟାଙ୍କ

ଭଦ୍ରକ ଅଫିସ,୨୧।୪: ବନ୍ଧନ ବ୍ୟାଙ୍କ ପକ୍ଷରୁ ଜିଲାପ୍ରଶାସନକୁ ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର ପ୍ରଦାନ କରାଯାଇଛି। ଜିଲାପାଳ, ବ୍ୟାଙ୍କ ଶାଖା ପରିଚାଳକ ଓ ଅନ୍ୟ କର୍ମଚାରୀଙ୍କ ଉପସ୍ଥିତିରେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କୋଭିଡ ମୁକାବିଲା ପାଇଁ କାର୍ଯ୍ୟକରୁଥିବା...

କ୍ବାରାଣ୍ଟାଇନରେ ଯାଜପୁର ଜିଲାର ୩ ଡାକ୍ତର, ୧୯ ନର୍ସ: ଆସିଥିଲେ ସଂକ୍ରମିତଙ୍କ ସଂସ୍ପର୍ଶରେ

ଯାଜପୁର ଅଫିସ,୨୧।୪: ଯାଜପୁର ଜିଲାର ୩ ଡାକ୍ତର ଓ ୧୯ ନର୍ସଙ୍କୁ କ୍ବାରାଣ୍ଟାଇନରେ ରଖାଯାଇଛି। ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବାରୁ ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ଯାଜପୁରର ୫ ସଂକ୍ରମିତ ପୂର୍ବରୁ ନିକଟସ୍ଥ...

ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି

କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍‌.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ ମା’ ସନ୍ତେଷୀ ମହିଳା ଗ୍ରୁପର ମିଳିତ ଉଦ୍ୟମରେ ଅସହାୟ ଲୋକଙ୍କୁ ମାଗଣାରେ...

ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ ସଂଘର ସଦସ୍ୟମାନେ ବୁଲି ବୁଲି ଶିଶୁମାନଙ୍କୁ ହାତ ଧୁଆ କୌଶଳ, ସାମାଜିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri