ଆମ ଜିଲା ଖବର

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ ହୋଇପଡୁଛି । ଗୋଟିଏ ପଟେ ବରଗଡ଼ ସହର ରାସ୍ତାପାର୍ଶ୍ୱରେ କୁଢ଼କୁଢ଼ ମଇଳା ଆବର୍ଜନା…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ ରିଆମାଳ ପୋଲିସ ଗୁଣ୍ଡିଆପାଲି ଗ୍ରାମର ସମ୍ବିତ ଭୋଇ(୨୭)ଙ୍କୁ ଶନିବାର ଗିରଫ କରି କୋର୍ଟ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ ଅନୁଷ୍ଠିତ ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ଅନ୍ତିମ ଦିବସରେ ଅନୁଷ୍ଠିତ ବ୍ୟକ୍ତିଗତ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ । ଅଭିଯୋଗ ପରେ ବାରକୋଟ ଥାନା ପୋଲିସ ଶନିବାର ଜଣେ ଯୁବକକୁ ଗିରଫ କରି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍ ଦନ୍ତା ଆକ୍ରମଣରେ ୩ ଜଣ ମହୁଲ ଗୋଟାଳି ଗୁରୁତର ଆହତ ହୋଇଛନ୍ତି ।…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ ଏକ ଟ୍ରାକ୍ଟର ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଯୁବକଙ୍କର ମୃତ୍ୟୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର ଶୁଭାରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତି ନୂଆଗାଁ ପଞ୍ଚାୟତର ସାନନୋଳିଆନୂଆଗାଁ ସ୍ଥିତ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ କରାଯିବା ସହ ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଅନୁସାରେ,…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ ପୋଲ ଉପରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ନଦୀ ତଳକୁ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଦୀର୍ଘ ଦିନର ଫେରାର ପରେ ମୁଖ୍ୟ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା ସମୟରେ ବିଶୃଙ୍ଖଳାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?