୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ଉଦ୍ଘାଟିତ
ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର...
ଅନ୍ଲାଇନ ଗେମ୍ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ
ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍ ଖେଳୁଥିଲେ। ଏହି ଖେଳରେ ତାଙ୍କର ଜଣେ ସାଙ୍ଗଙ୍କ ଏକାଉଣ୍ଟ ବ୍ଲକ ହୋଇଯାଇଥିଲା। ସାଙ୍ଗଙ୍କ ବ୍ଲକ...
ରିଲିଫ ଫଣ୍ଡକୁ ଦାନ କଲା ମହିଳା ମଞ୍ଚ
କେନ୍ଦୁଝର, ୧୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ମୈଦାନକେଲ ପଞ୍ଚାୟତ ସମିତି ମହାସଂଘ ପକ୍ଷରୁ ୧୩ ହଜାର ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ୩ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ଦିଆଯାଇଛି। ଜିଲାପାଳଙ୍କ ଜରିଆରେ ଏହି...
ଉଦାସ ଆଶ୍ରମ ପକ୍ଷରୁ ରନ୍ଧା ଖାଦ୍ୟ ପ୍ରଦାନ
ବାଲେଶ୍ୱର ଅଫିସ, ୨୦।୪: ଲକ୍ଡାଉନ ସମୟରେ ବାଲେଶ୍ୱରସ୍ଥିତ ହଳଦୀପଦା ଏବଂ ରୂପସାର ବିଭିନ୍ନ ସ୍ଥାନରେ ଯାଜପୁର ଜିଲା ସୋଲର ଛତିଆସ୍ଥିତ ଉଦାମ ଆଶ୍ରମ ପକ୍ଷରୁ ରବିବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ଉଦାସ ଆଶ୍ରମ ଅଧ୍ୟକ୍ଷ ବ୍ରହ୍ମଚାରୀ ରବୀନ୍ଦ୍ର ନାଥ...
ସାମାଜିକ ଦୂରତା, ସ୍ବଚ୍ଛତା ଅବଲମ୍ବନ ଜରୁରୀ
ବାଲେଶ୍ୱର ଅଫିସ, ୨୦।୪: ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ନଗର କଂଗ୍ରେସ କମିଟି ସଭାପତି ପଦ୍ମଲୋଚନ ଲେଙ୍କାଙ୍କ ନେତୃତ୍ୱରେ ଶନିବାର ମିର୍ଜାପୋଖରୀ ନିକଟବର୍ତ୍ତୀ ସାଇ ମନ୍ଦିର, ଗୋପାଳଗାଁ ଓ ମାଣିଖମ୍ବ, ସୁଏଲପୁର ଅନ୍ୟାନ୍ୟ ବସ୍ତିରେ ଶୁଖିଲା ଖାଦ୍ୟ ଓ ରାଶନ...
ଆରକେସିଏଟି ପକ୍ଷରୁ ରାଶନ ସାମଗ୍ରୀ ପ୍ରଦାନ
ବାଲେଶ୍ୱର ଅଫିସ, ୨୦।୪: ଲକ୍ଡାଉନ୍ ପାଇଁ ଗରିବ ଦିନମଜୁରିଆ ପ୍ରଭାବିତ ହୋଇଛନ୍ତି। ଏଭଳି ଘଡ଼ିସନ୍ଧି ସମୟରେ ସହାୟତାର ହାତ ବଢ଼ାଇଛି ନୀଳଗିିରିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆରକେସିଏଟି। ଶିକ୍ଷାନୁଷ୍ଠାନର ନିର୍ଦ୍ଦେଶକ ସୁଶୀଲ କୁମାର ସିଂ ନୀଳଗିରି ଅଞ୍ଚଳର ୩୦ଜଣ ଗରିବ ପରିବାରକୁ...
ପୁରୀରେ ଗଡ଼ିବନି ଘରୋଇ ଗାଡ଼ି: କଡ଼ାକଡ଼ି ହେବ ଯାଞ୍ଚ
ପୁରୀ ଅଫିସ,୨୦ା୪: କରୋନା ମୁକାବିଲା ନେଇ ଦେଶବ୍ୟାପୀ ଚାଲିଛି ଲକ୍ଡାଉନ। ଆସନ୍ତା ମେ ୩ ତାରିଖ ପର୍ଯ୍ୟନ୍ତ ଏହାର ଅବଧି ରହିଥିବାବେଳେ ସରକାର କେତେକ କ୍ଷେତ୍ରରେ ଏଥିରେ ସାମାନ୍ୟ କୋହଳ କରିଛନ୍ତି। କିନ୍ତୁ ଲକ୍ଡାଉନ ଶେଷ ନ ହେବା ପର୍ଯ୍ୟନ୍ତ...
କରୋନା ରୋଗୀଙ୍କ ପାଇଁ ରକ୍ତଦାନ
କଟକ ଅଫିସ,୨୦।୪: ରକ୍ତ ଅଭାବ ସମସ୍ୟା ଦୂରେଇବାକୁ ରକ୍ତଦାନର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି କରୋନା ରୋଗୀଙ୍କ ପାଇଁ କୃଷକ ବଜାର ବ୍ୟବସାୟୀ ସଂଘ ଏବଂ ଏସ୍ସିବି ମେଡିକାଲ ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଧର୍ମେଶ...
ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ୩ଲକ୍ଷ ୩୦ହଜାର ଟଙ୍କା ସହାୟତା
ସିମୁଳିଆ, ୨୦।୪(ଡି. ଏନ.ଏ.): କରୋନା ସହାୟତା ପାଇଁ ବାଲେଶର ଜିଲା ସିମୁଳିଆ ବ୍ଲକର ବିଭିନ୍ନ ଶିକ୍ଷକ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ଲକ୍ଷ ୩୦ହଜାର ଟଙ୍କାର ଚେକ୍ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ପ୍ରଦାନ...
ପରିବାର ବୋଝ ଆଗରେ ଜୀବନ ତୁଚ୍ଛ
କଟକ ଅଫିସ, ୨୦।୪: ଦିନ ଯେତିକି ବଢୁଛି ମନରେ ଭୟ ମଧ୍ୟ ସେତିକି ବଢିବାରେ ଲାଗିଛି। କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ବଞ୍ଚାଇବା ପାଇଁ ମଣିଷ ଘରେ ରହୁଛି। ନିତିଦିନ ଗହଳି ଲାଗି ରହୁଥିବା ରାସ୍ତାଘାଟ ଆଜି ଶୂନଶାନ। ଜଣେ...
ଚାଷୀଙ୍କ ଦୁଃଖ ସରୁନି
ଖୋର୍ଦ୍ଧା ଅଫିସ,୨୦ା୪ : ବର୍ତ୍ତମାନ ଲକଡାଉନ ଯୋଗୁ ଚାଷୀକୂଳ ବିଶେଷ ପ୍ରଭାବିତ ହୋଇଛନ୍ତି। କ୍ଷେତରେ ପନିପରିବା ଶୁଖି ଓ ପଚିଶଢି ନଷ୍ଟ ହେଉଥିବାବେଳେ ଯାହା କିଛି ଅମଳ ହେଉଛି ତାହାକୁ ଉପଯୁକ୍ତ ମୂଲ୍ୟରେ ବିକ୍ରି କରିପାରୁନାହିଁ ଚାଷୀ। ଫଳରେ ଚାଷୀ...
ଗରିବ, ଅସହାୟଙ୍କୁ ସହାୟତା ପ୍ରଦାନ
ପିପିଲି, ୨୦ା୪(ସ୍ବ.ପ୍ର): କରୋନା ସମୟରେ ପ୍ରଭାବିତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଗରିବ ଏବଂ ଅସହାୟଙ୍କ ପ୍ରତି ସହାୟତାର ହାତ ବଢାଇଛି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ। ସ୍ବୟଂ ସେବକମାନେ ଗତ ଦୁଇ ସପ୍ତାହ ଧରି ପିପିଲି ହାଟସାହି ପଞ୍ଚାୟତର ଭୁଇଁଗୁଣ,...
Archives


