ଆମ ଜିଲା ଖବର

ହାତୀ ଉପରକୁ ୨୩ ରାଉଣ୍ଡ ଗୁଳି ଚଳାଇ ଦାନ୍ତ ନେଇଗଲେ ଦୁର୍ବୃତ୍ତ

ଢେଙ୍କାନାଳ ଅଫିସ,୧୧।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କନ୍ଧାରା ରିଜର୍ଭ ଫରେଷ୍ଟରେ ବନକର୍ମଚାରୀଙ୍କ ଉପରକୁ ଗୁରୁବାର ୨୩ ରାଉଣ୍ଡ ଗୁଳି ମାଡ଼ କରି ୧୦ରୁ ୧୫ ଦୁର୍ବୃତ୍ତ ଏକ ଦନ୍ତାକୁ ଗୁଳି ମାରି ଦାନ୍ତ ନେଇ ଯାଇଛନ୍ତି। ସୌଭାଗ୍ୟବଶତଃ ବନକର୍ମଚାରୀମାନେ ଅଳ୍ପକେ…

ଚିଟ୍‌ଫଣ୍ଡରେ ଟଙ୍କା ରଖି ଲୋକେ ହତାଶ: ବଣ୍ଡ୍‌ ଧରି ଥାନାରେ ପହଞ୍ଚିଲେ ହିତାଧିକାରୀ

ଚିତ୍ରକୋଣ୍ଡା,୧୧।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁର ଲୋକେ ଦୀର୍ଘ ବର୍ଷ ହେଲା ଚିଟ୍‌ଫଣ୍ଡରେ ଟଙ୍କା ରଖି ଠକେଇର ଶିକାର ହୋଇଛନ୍ତି। ଏପରିକି ଆଜିପର୍ଯ୍ୟନ୍ତ ଟଙ୍କା ଫେରି ପାଇବା କିମ୍ବା କ୍ଷତିପୂରଣ ପାଇବାର କୌଣସି ବିକଳ୍ପ…

ଧାନ ବୋଝେଇ ଟ୍ରାକ୍ଟର ରଖି ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ପଦ୍ମପୁର,୧୧।୨(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ମାସ ବିତି ଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ ବିକ୍ରି କରି ସାରି ନ ଥିବାବେଳେ ବିଭିନ୍ନ ମଣ୍ଡିକୁ ବନ୍ଦ କରି ଦିଆଯାଇଛି।…

ଭୟାବହ ଅଗ୍ନିକାଣ୍ଡ: ୨୦ ମେଣ୍ଢା ଜୀବନ୍ତ ଦଗ୍ଧ

ଅନୁଗୋଳ ଅଫିସ୍‌/ବନ୍ତଳା,୧୧।୨(ଡି.ଏନ୍‌ଏ):ଅନୁଗୋଳ ଜିଲା ବନ୍ତଳା ଥାନା ସଙ୍ଖପୁର ପଞ୍ଚାୟତ ଖାଲଙ୍ଗାରେ ବୁଧବାର ମଧ୍ୟରାତ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଅନୁଗୋଳର ଦୁଇଟି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ତେବେ ନିଆଁରେ ସବୁକିଛି…

ଡେପୁଟି ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ, ୧୧।୨: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଡେପୁଟି ରେଞ୍ଜର କେଶବ ନାୟକଙ୍କ ବଲାଙ୍ଗୀର ସାଗରପଡା ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ବରଗଡ଼ ଭିଜିଲାନ୍ସ ଡିଏସପି ପରମେଶ୍ବର କିଶାନଙ୍କ ନେତୃତ୍ୱରେ ଭିଜିଲାନ୍ସ ଚଢ଼ାଉ ଜାରି…

ଗାଁକୁ ପଶି ଆସିଥିବା ହରିଣକୁ ମାରିଦେଲେ

ହାଟଡି଼ହୀ,୧୧।୨(ଡି.ଏନ.ଏ.): କେନ୍ଦୁଝର ଜିଲା ହଦଗଡ଼ ଅଭୟାରଣ୍ୟରୁ ନିକଟସ୍ଥ ଚଞ୍ଚଳପଡ଼ା ଗାଁକୁ ପଶି ଆସିଥିବା ଏକ ହରିଣକୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ବନ ବିଭାଗ ସେହି ଗ୍ରାମର ପଞ୍ଚାନନ ବେହେରାଙ୍କୁ ଗିରଫ କରିଥିବା ବନଖଣ୍ଡ ଅଧିକାରୀ ସୁମିତ ମହାନ୍ତି କହିଛନ୍ତି।…

ଉତ୍ତରାଖଣ୍ଡରେ ମୟୂରଭଞ୍ଜର ଯୁବକ ନିଖୋଜ

ଖୁଣ୍ଟା,୧୧।୨(ଡି.ଏନ.ଏ.)- ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ଜନିତ ବନ୍ୟାରେ ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବାଙ୍ଗରା ପଞ୍ଚାୟତ ଅନ୍ତର୍ଗତ ସାତପଉଟିଆ ଗ୍ରାମର ଜଣେ ଯୁବକ ନିଖୋଜ ଥିବା ସୂଚନା ମିଳିଛି। ସେ ହେଲେ ରବୀନ୍ଦ୍ର ନାଥ ହାଁସଦାଙ୍କ ପୁଅ ପର୍ଶୁରାମ (୪୧)। ଗତ…

ଦାୟିତ୍ୱରୁ ହଟିବ ଓରେଡା

ଯାଜପୁର ଅଫିସ,୧୧ା୨: ସୌରଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦାୟିତ୍ୱରୁ ଓରେଡା(ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି) ହଟିବ। ଏହି ପ୍ରକଳ୍ପରେ ଅନିୟମିତତା ଓ ପରିଚାଳନାଗତ ତ୍ରୁଟି ସଂକ୍ରାନ୍ତରେ ବାରମ୍ବାର ଅଭିଯୋଗ ଆସିବା ପରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ…

୨ଶହ ବର୍ଷ ପରେ ବେଲାଦୁଲାରେ ଛାତଘର

ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ ତ ଆଉ କିଏ ଆଜବେଷ୍ଟସ ପକାଇ ପୂର୍ବ ପରମ୍ପରା, ଅନ୍ଧବିଶ୍ୱାସକୁ ଆହୁରି ଆଗକୁ…

ଏଣିକି ସବୁଦିନ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୧୧।୨: ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ଥିବା କଟକଣାକୁ କୋହଳ କରାଯାଇଛି। ବୁଧବାର ଏନେଇ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଅର (ଏସ୍‌ଓପି) ଜାରି ହୋଇଛି। ନୂତନ ଏସ୍‌ଓପି ଅନୁଯାୟୀ ଏଣିକି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ସବୁଦିନ ଦାରୁଦିଅଁଙ୍କ ଦର୍ଶନ କରିପାରିବେ। ପୂର୍ବରୁ ରବିବାର…

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ…

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ

ଚିତ୍ରକୋଣ୍ଡା,୧୦ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଏସ୍‌ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ସେଠୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଜିଲା ପ୍ରଶାସନର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଓଡ଼ିଶା ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?