ଆମ ଜିଲା ଖବର

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ...

କରୋନା ମାଡ଼: ମାସେ ହେଲା ହାତ ବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ, ଋଣ ଛାଡ଼ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ସ୍ମାରକପତ୍ର

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନେଇ ଲାଗି ରହିଥିବା କଟକଣା ଯୋଗୁ ଗତ ଏକ ମାସ ହେଲା ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ମତ୍ସ୍ୟଜୀବୀ ଘରେ ହାତ ବାନ୍ଧି ବସିଛନ୍ତି। ଫଳରେ ସେମାନଙ୍କ ଜୀବନ ଜୀବିକା ବିଶେଷ ପ୍ରଭାବିତ ହୋଇଛି।...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି । ଭିଡ଼ ଏବଂ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଅସ୍ଥାୟୀ ଭାବେ ବସ୍‌ଷ୍ଟାଣ୍ଡ...

ସାନିଟାଇଜ୍‌ ହେଲା ଆରଡ଼ି ପୀଠ

ଆରଡ଼ି,୨୦ା୪(ଡି.ଏନ୍‌.ଏ.) : ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ସମେତ ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରକୁ ସୋମବାର ପୂର୍ବାହ୍ନରେ ଧାମନଗର ବ୍ଲକ ପ୍ରଶାସନ ପକ୍ଷରୁ ସାନିଟାଇଜ୍‌ କରାଯାଇଛି। ଆରଡ଼ି ଫାଣ୍ଡି ସମେତ ଉଭୟ ବଜାରରେ ଥିବା ଡାକ୍ତରଖାନା, ବ୍ୟାଙ୍କ୍‌,...

ଭଦ୍ରକର ୫ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା: ସମସ୍ତ ପ୍ରବେଶ ପଥ ସିଲ୍‌

ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ସୋମବାର ଆଉ ୫ କରୋନା ରୋଗୀ ଚି଼ହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ ବ୍ଲକର ରହଣିଆ ଓ ତେସିଙ୍ଗା ପଞ୍ଚାୟତକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌...

ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା: ଅଭିଯୋଗ ଆଣିଲେ ଅଞ୍ଚଳବାସୀ

ଲୋଇସିଂହା ,୨୦।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଇସୋଲେଶନ ସେଣ୍ଟର ପାଇଖାନା ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଏକ ପୁରୁଣା ଟାଙ୍କିକୁ ମରାମତି କରି ଅର୍ଥ ଆତ୍ମସାତ ପାଇଁ ଉଦ୍ୟମ ଚାଲିଥିବା ସ୍ଥାନୀୟ ଅଞ୍ଚଳବାସୀ ଆଭିଯୋଗ କରିଛନ୍ତି।...

ଭଦ୍ରକ ଜିଲାର କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଲିଙ୍କ୍‌: ସ୍ପଷ୍ଟ କଲେ ଯାଜପୁର ଜିଲାପାଳ

ଯାଜପୁର ଅଫିସ,୨୦।୪: ଭଦ୍ରକ ଜିଲାର ଜଣେ କରୋନା ଆକ୍ରାନ୍ତଙ୍କ ସହ ଯାଜପୁର ଜିଲାର ୬ ଜଣଙ୍କ ଲିଙ୍କ୍‌ ରହିଥିବା ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରବିବାର ଚିହ୍ନଟ ହୋଇଥିବା ଭଦ୍ରକ ଜିଲାର...

ବିଜେପୁର ଏନ୍‌ଏସି ପକ୍ଷରୁ ଚଢ଼ାଉ: ମାସ୍କ ନ ପିନ୍ଧିବାରୁ ୨୮୦୦ ଜରିମାନା ଆଦାୟ

ବିଜେପୁର, ୨୦।୪(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧି ଘରୁ ବାହାରକୁ ବାହାରିବାକୁ ସରକାରଙ୍କ ପକ୍ଷରୁ ପକ୍ଷରୁ ବାରମ୍ବାର ଅନୁରୋଧ କରାଯାଉଛି। ଏହା ସତ୍ତ୍ବେ କିଛି ଅମାନିଆ ଏହାକୁ ମାନୁ ନାହାଁନ୍ତି। ଏ ନେଇ ବରଗଡ଼ ଜିଲା ବିଜେପୁର...

ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ

ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା ଯୋଗୁ ରାୟଗଡ଼ା ମୋଟର୍ସ ୱାର୍କର୍ସ ୟୁନିୟନ ଅଧୀନରେ ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଛୋଟବଡ଼...

ରାଶନକାର୍ଡ ଦାବି: ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହୋ-ହାଲ୍ଲା

ଗଞ୍ଜାମ,୨୦।୪(ଡି.ଏନ୍‌.ଏ.): ଦୀର୍ଘ ମାସର ନୀରବତା ପରେ ପୁଣି ରାଶନ କାର୍ଡ ତାତି ଦେଖିବାକୁ ମିଳିଛି l ଗଞ୍ଜାମ ଜିଲା ଦାମୋଦରପୁର ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ଆମେ ରାଶନ କାର୍ଡ ପାଇବାକୁ ଯୋଗ୍ୟ, ଆମକୁ ରାଶନ କାର୍ଡ କାହିଁକି ପ୍ରଦାନ...

୨ ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୨୦ା୪: କରୋନା ମୁକାବିଲା ପାଇଁ ଭାରତ ସରକାର ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧି ବଢ଼ାଇଛନ୍ତି। ମାତ୍ର ଯେଉଁ ଜିଲାରେ କରୋନା ରୋଗୀ ଚି଼ହ୍ନଟ ହୋଇନାହାନ୍ତି ସେହି ସ୍ଥାନରେ ୨୦ତାରିଖ ପରଠାରୁ କୋହଳ ହୋଇପାରେ ବୋଲି ଜଣାପଡ଼ିବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri