ଆମ ଜିଲା ଖବର

ଏବର୍ଷ ହେବନି ନାଗାର୍ଜୁନ ବେଶ

ପୁରୀ ଅଫିସ, ୧୦।୨: ଚଳିତ ବର୍ଷ ମହାପ୍ରଭୁଙ୍କର ଦୁର୍ଲ୍ଲଭ ନାଗାର୍ଜୁନ ବେଶ ହେବ ନାହିଁ। କାରଣ ଚଳିତବର୍ଷର ପଞ୍ଜିକାରେ ଏହା ପଡୁନାହିଁ। ମଙ୍ଗଳବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆୟୋଜିତ ନୀତିକାନ୍ତି ନିର୍ଦ୍ଧାରଣ ବୈଠକ ପରେ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ ଏହି…

ପୁଣି ପୋତାଗଲା ଅପମିଶ୍ରିତ ସାମଗ୍ରୀ

କଟକ ଅଫିସ, ୧୦ା୨: କଟକ ସହରର ବିଭିନ୍ନ ସ୍ଥାନରେ ଗତ କିଛିମାସ ମଧ୍ୟରେ ଚଢାଉ କରାଯାଇ ଅନେକ ନକଲି ଓ ଅପମିଶ୍ରିତ କାରଖାନା ଠାବ କରାଯାଇଛି। ସେଠାରୁ ଘିଅ, ତେଲ, ମସଲାଗୁଣ୍ଡ, ଚା, ନକଲି ଜର୍ଦ୍ଦା, ହଳଦୀଗୁଣ୍ଡ ଜବତ କରାଯାଇଛି। ତେବେ…

ଐତିହ୍ୟ ପୀଠ ବିକାଶରେ ସାକ୍ଷୀଗୋପାଳ ମନ୍ଦିର

ସାକ୍ଷୀଗୋପାଳ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଙ୍ଗଳବାର ସନ୍ଧ୍ୟାରେ ସାକ୍ଷୀଗୋପାଳ ଆସି ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ କରିଛନ୍ତି। ଠାକୁରଙ୍କୁ ଦର୍ଶନ କରିବା ପରେ ସାକ୍ଷୀଗୋପାଳ ସେବାୟତ ସଂଘ ପକ୍ଷରୁ ଆୟୋଜିତ ସଭାରେ ମନ୍ତ୍ରୀ ଯୋଗଦେଇ ଶ୍ରୀମନ୍ଦିର ଭଳି ପୁରାତନ…

ଚାକିରିରୁ ନିଲମ୍ବିତ ହେଲେ ଏସ୍‌ଏସ୍‌ଓ

ଖୋର୍ଦ୍ଧା ଅଫିସ,୧୦ା୨: ଭୁବନେଶ୍ୱର ଏୟାରପୋର୍ଟ ଥାନା ପଳାସପଲ୍ଲୀ ଅଞ୍ଚଳରେ ଥିବା ନିଖିଳ ଉକତ୍ଳ ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ ତାଲିମ କେନ୍ଦ୍ରରେ ଯୌନ ଶୋଷଣ ଘଟଣା ପଦାକୁ ଆସିବା ପରେ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ…

ଚିକିତ୍ସାଧୀନ ଅବସ୍ଥାରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନବରଙ୍ଗପୁର,୧୦ା୨(ବି.ପ୍ର.): ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ପ୍ରାୟ ସାଢେ ୧୦ଟାରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ହୋଇଯାଇଛି। ସେ ହେଲେ କୋଷାଗୁମୁଡା ବ୍ଲକ ନାଗିଗୁଡା ଗାଁର ରାମଧର ଭତରା(୨୦)। ସୋମବାର ରାମଧରଙ୍କର ଅତ୍ୟଧିକ ଝାଡା ହେବାରୁ ଜେଲ କର୍ତ୍ତୃପକ୍ଷ ତାଙ୍କୁ ନବରଙ୍ଗପୁର…

ଗ୍ୟାରେଜରେ ଅଗ୍ନିକାଣ୍ଡ: ଜଳିଗଲା ୪ ବସ୍‌ ଓ ସ୍କୋର୍ପିଓ

ଭଦ୍ରକ ଅଫିସ,୧୦।୨: ଗ୍ୟାରେଜରେ ନିଆଁ ଲାଗି ୪ଟି ବସ୍‌ ଓ ଗୋଟିଏ ସ୍କୋର୍ପିଓ ଗାଡି। ଜଳିଯାଇଛି। ଏଥିସହ କ୍ୟାବିନ ମଧ୍ୟ ପୋଡିଯାଇଛି। ଭଦ୍ରକ ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ। ଅଗ୍ନିଶମ ବାହିନୀର ଦୀର୍ଘ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ସୁନା ଦୋକାନ ଉପରେ ଚଢ଼ାଉ: ଖବରଦାତାଙ୍କ ମୋବାଇଲରୁ କାଟିଦେଲେ ଫଟୋ

ନିରାକାରପୁର,୯।୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଏକ ସୁନା ଦୋକାନ ଉପରେ ମଙ୍ଗଳବାର ଦିନ ଚଢ଼ାଉ ହୋଇଥିଲା। ଦୁଇଟି ଗାଡିରେ ଆସିଥିବା ବିଭାଗୀୟ କର୍ମଚାରୀମାନେ ସକାଳ ୧୦ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଏହି ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ…

ତାଳଚେର ସବୁଠୁ ବଡ଼ କ୍ଷେତ୍ର ହୋଇପାରିବ

ତାଳଚେର,୧୦ା୨(ନି.ପ୍ର.) – ଅନୁଗୋଳ ଜିଲା ତାଳଚେରଠାରେ ଥିବା ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ (ଏମ୍‌ସିଏଲ୍‌) ବର୍ତ୍ତମାନ ସୁଦ୍ଧା ୧୨୦ ମିଲିୟନ ଟନ୍‌ କୋଇଲା ଉତ୍ତୋଳନ କରିସାରିଛି। ଏହି ଉତ୍ପାଦନ ହାର ବଜାୟ ରହିଲେ ଏମ୍‌ସିଏଲ୍‌ ଆଗାମୀ ଦିନରେ କୋଲ୍‌ ଇଣ୍ଡିଆ (ସିଆଇଏଲ୍‌)ର…

‘ବସୁଧା’ରୁ କୁରୁମଟାପ ବଞ୍ଚିତ

ପରିକ୍ଷିତ ସାହୁ ବଇଣ୍ଡା,୧୦ା୨ – ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଇପ୍‌ ପାଣି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାର୍ଯ୍ୟକାରୀ ହେଉଛି। ବିଶେଷକରି ‘ବସୁଧା’ ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା…

ଗୋଠ ଛାଡ଼ି ଗାଁରେ ଦନ୍ତା

ଢେଙ୍କାନାଳ ଅଫିସ, ୧୦।୨ – ମିଳନ ପାଇଁ ବ୍ୟାକୁଳ ଦନ୍ତା ଗୋଠରୁ ଅଲଗା ହୋଇ ଜନବସତିରେ ଆରମ୍ଭ କରିଛନ୍ତି ଉପଦ୍ରବ। ପାଖାପାଖି ମାସେ ହେଲା ସେମାନଙ୍କ ହିଂସ୍ର ଆଚରଣରେ ଅତିଷ୍ଠ ହୋଇପଡ଼ିଛନ୍ତି ଢେଙ୍କାନାଳ ଜିଲାର ହାତୀ ଉପଦ୍ରୁତ ଅଞ୍ଚଳବାସୀ। ଗୋଟିଏ କି…

ହେଲ୍‌ମେଟ୍‌ ଜଗି ହାଲିଆ

କାମାକ୍ଷାନଗର, ୧୦।୨(ଡି.ଏନ୍‌.ଏ.) – ଆଗରେ ଅମାନିଆ ବାଇକ୍‌ଚାଳକ। ପଛରେ ପୋଲିସ। ଚାଲିଛି ଛକାପଞ୍ଝା। ବିନା ହେଲ୍‌ମେଟରେ ସହରରେ ସ୍ପିଡ୍‌ ବାଇକ୍‌ ଧରି ଚକ୍କର କାଟୁଛନ୍ତି ଅନେକେ। ବାଏଁ ବାଏଁ ଉଡ଼ାଇ ଦେଉଛନ୍ତି ଟ୍ରାଫିକ୍‌ ନିୟମ। ଧରାପଡ଼ିଲେ ନାଲି ଆଖି ଦେଖାଉଛନ୍ତି। ଚାପ…

ଜୀବିକା ଲାଗି ଚାକିରି, ଦୁଃଖ ଲାଘବ ପାଇଁ କବିତା ଲେଖା

ଖଇରା, ୧୦।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଅଞ୍ଚଳରେ କପିଳ ଦାସ ଏକ ଜଣାଶୁଣା ନାଁ। ସେ ସକାଳୁ ସକାଳୁ ନିତ୍ୟ କର୍ମ ସାରି ସାଇକେଲ ଧରିବା ମାତ୍ରେ ତାଙ୍କ କାନରେ ବାଜେ କପିଳ ଭାଇ ମୋ ଆଧାର କାର୍ଡ ଆସିଛି କି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?