ସହାୟତା ପାଇଁ ଜିଲାପାଳଙ୍କୁ ନିବେଦନ କଲେ ହାଲୁକା ଯାନ କର୍ମଚାରୀ
ରାୟଗଡ଼ା ଅଫିସ,୨୦ା୪: ରାୟଗଡ଼ା ହାଲୁକା ଯାନ କର୍ମଚାରୀମାନେ ଆର୍ଥତ୍କ ସହାୟତା ପାଇଁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲାପାଳଙ୍କୁ ନିବେଦନ କରିଛନ୍ତି। ବିଶ୍ୱ ମହାମାରୀ କରୋନା ଯୋଗୁ ରାୟଗଡ଼ା ମୋଟର୍ସ ୱାର୍କର୍ସ ୟୁନିୟନ ଅଧୀନରେ ୨୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଛୋଟବଡ଼...
ରାଶନକାର୍ଡ ଦାବି: ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ହୋ-ହାଲ୍ଲା
ଗଞ୍ଜାମ,୨୦।୪(ଡି.ଏନ୍.ଏ.): ଦୀର୍ଘ ମାସର ନୀରବତା ପରେ ପୁଣି ରାଶନ କାର୍ଡ ତାତି ଦେଖିବାକୁ ମିଳିଛି l ଗଞ୍ଜାମ ଜିଲା ଦାମୋଦରପୁର ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ଆମେ ରାଶନ କାର୍ଡ ପାଇବାକୁ ଯୋଗ୍ୟ, ଆମକୁ ରାଶନ କାର୍ଡ କାହିଁକି ପ୍ରଦାନ...
୨ ଦୋକାନ ସିଲ୍ କଲା ପ୍ରଶାସନ
ରାୟଗଡ଼ା ଅଫିସ,୨୦ା୪: କରୋନା ମୁକାବିଲା ପାଇଁ ଭାରତ ସରକାର ମେ’ ୩ ପର୍ଯ୍ୟନ୍ତ ଲକ୍ଡାଉନ୍ ଅବଧି ବଢ଼ାଇଛନ୍ତି। ମାତ୍ର ଯେଉଁ ଜିଲାରେ କରୋନା ରୋଗୀ ଚି଼ହ୍ନଟ ହୋଇନାହାନ୍ତି ସେହି ସ୍ଥାନରେ ୨୦ତାରିଖ ପରଠାରୁ କୋହଳ ହୋଇପାରେ ବୋଲି ଜଣାପଡ଼ିବା ପରେ...
କରୋନା ଆକ୍ରାନ୍ତ ଚିହ୍ନଟ ଅଞ୍ଚଳରେ ପହଞ୍ଚିଲେ ଉପଜିଲାପାଳ
ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଶିଶୁକନ୍ୟା ଏବଂ ଜଣେ ଯୁବକ ଥିବା ଜିଲା ପ୍ରଶାସନ ସୂତ୍ରରୁ ପ୍ରକାଶ। ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ରିଗିଡ଼ି...
ନାଭାଲ ଛକରେ ସିରିଜ୍ ଦୁର୍ଘଟଣା: କାରକୁ ସାଇଡ୍ ଦେବାକୁ ଯାଇ ୬ ଅଟୋକୁ ଧକ୍କା ଦେଲା ଅଏଲ ଟ୍ୟାଙ୍କର
ଖୋର୍ଦ୍ଧା ଅଫିସ, ୨୦।୪: ଖୋର୍ଦ୍ଧା ଜିଲା ନାଭାଲ ଛକ ୧୬ ନଂ. ଜାତୀୟ ରାଜପଥଠାରେ ସୋମବାର ସିରିଜ୍ ଦୁର୍ଘଟଣା ଘଟିଛି। ଏକ ଅଏଲ ଟ୍ୟାଙ୍କର ସମ୍ମୁଖରୁ ଆସୁଥିବା କାରକୁ ସାଇଡ୍ ଦେବାକୁ ଯାଇ ରାସ୍ତା କଡ଼ରେ ଥିବା ଅନ୍ୟ ୬ଟି...
ତାରାତାରିଣୀ ପୀଠରେ ଭୋକିଲା ମାଙ୍କଡ଼ଙ୍କୁ ଖାଇବାକୁ ଦେଲେ ବିଡିଓ
ପୁରୁଷୋତ୍ତମପୁର,୨୦ା୪(ଡି.ଏନ୍.ଏ.) : ମାରାତ୍ମକ କରୋନାକୁ ନେଇ ଲକ୍ଡାଉନ୍ ଜାରି ରହିଥିବାରୁ ଗଞ୍ଜାମ ଜିଲା ପ୍ରସିଦ୍ଧ ତାରା ତାରିଣୀଙ୍କ ପୀଠକୁ କେହି ଭକ୍ତ ଆସୁ ନାହାନ୍ତିି କିମ୍ବା କୌଣସି ଦୋକାନ ବଜାର ଖୋଲୁନାହିଁ। ଫଳରେ ଏଠାରେ ଥିବା ମାଙ୍କଡ଼ମାନେ ଦୀର୍ଘ ଏକମାସ...
ଅବକାରୀ ବିଭାଗର ଚଢ଼ାଉ: ୪୦ ଲିଟର ଦେଶୀ ରନ୍ଧା ମଦ ଜବତ, ଜଣେ ଗିରଫ
ଗୁଡଭେଲା,୨୦ା୪(ଡି.ଏନ୍.ଏ.) : ବଲାଙ୍ଗୀର ଜିଲା ତୁଷୁରା ଅବକାରୀ ବିଭାଗ ପକ୍ଷରୁ ସୋମବାର ୪୦ ଲିଟର ରନ୍ଧା ଦେଶୀ ମଦ ସହ ଏକ ବାଇକ୍ ଓଡି-୦୩ ଏନ୍ ୩୫୦୩ ଜବତ କରାଯାଇ ଥିବାବେଳେ ଦେଓଗାଁ ବ୍ଲକ ଅନ୍ତର୍ଗତ ମୁରସିଂଙ୍ଗ ଗ୍ରାମର ଯୋଗେଶ୍ୱର...
ଗଞ୍ଜାମରେ ବଦଳିଲା କୋହଳ ନିର୍ଦ୍ଦେଶନାମା: ସାମାଜିକ ଦୂରତ୍ୱ ଅଧିକ କଡ଼ାକଡ଼ି ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ
ଛତ୍ରପୁର, ୨୦।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସରକାରଙ୍କ ନିର୍ଦ୍ଦେଶନାମାକୁ ନେଇ ରବିବାର କରୋନା କଟକଣାକୁ କୋହଳ କରାଯାଇଥିଲା। ଅପ୍ରେଲ ୨୦ ତାରିଖଠାରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଦିନସାରା ଖୋଲା ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା। ମାତ୍ର ରବିବାର ରାତିରେ...
ପିକ୍ଅପ୍ ଓଲଟି ୩ ଜଣଙ୍କ ଜୀବନଗଲା
ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍ରୁ ଏକ ପିକ୍ଅପ୍ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ଶରତ ଚନ୍ଦ୍ର ନାହାକ, ସୁପରାନ ନାହାକ, କବି ନାହାକ। ଆହତମାନଙ୍କ ମଧ୍ୟରେ ପ୍ରବୀଣ...
ଅନ୍ଲାଇନରେ ଆରମ୍ଭ ହେଲା ପାଠପଢ଼ା: ୭୨୧୩ ଗ୍ରୁପ୍ରେ ଯୋଡ଼ିହେଲେ ୫୫ ହଜାର ଛାତ୍ରୀଛାତ୍ର
ଖୋର୍ଦ୍ଧା ଅଫିସ,୨୦ା୪: କରୋନା ଲାଗି ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ରାଜ୍ୟ ସରକାର ଜୁନ ୧୭ ପର୍ଯ୍ୟନ୍ତ ସମସ୍ତ ସ୍କୁଲ, କଲେଜ ପାଠପଢା ବନ୍ଦ ରଖିଛନ୍ତି। ଛୁଟି ସମୟରେ ପିଲାଙ୍କୁ ପାଠପଢା ଲାଗି...
ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ,...
ଭଦ୍ରକ ଜିଲାରେ ୫ କରୋନା ପଜିଟିଭ୍ ଚିହ୍ନଟ: ୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା, କଟକଣା ଜାରିକଲା ପ୍ରଶାସନ
ଭଦ୍ରକ ଅଫିସ,୨୦ା୪: ଭଦ୍ରକ ଜିଲାରେ ପୁଣି ଥରେ ଗୋଟିଏ ଦିନରେ ୫ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍ କରି ଦିଆଯିବା ସହ ଯାତାୟାତରେ କଟକଣା ଜାରି କରାଯାଇଛି। ତେବେ ଚିହ୍ନଟ ଆକ୍ରାନ୍ତଙ୍କ...
Archives


