ଆମ ଜିଲା ଖବର

ଶ୍ରୀରାମ ନବମୀ ମହୋତ୍ସବ, କଟକଣାରେ ମହାଯଜ୍ଞ

ଭଦ୍ରକ ଅଫିସ,୨୨।୪- କରୋନା ମହାମାରୀ ଯୋଗୁ ଚଳିତବର୍ଷ ମଧ୍ୟ ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଫିକା ପଡ଼ିଛି। ୩ ଦିନର ହୋମଯଜ୍ଞ, ହନୁମାନ ଚାଳିଶା ପାଠ, ଶ୍ରୀରାମ ମହାନବମୀ ଯଜ୍ଞ ଆଦି କଟକଣା ମଧ୍ୟରେ ସମ୍ପନ୍ନ ହୋଇଛି। ବୁଧବାର ଏହି…

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି। ମିଳିଥିବା…

ସୋନୀ ସାଜିଲେ ଛତିଶଗଡ଼ ବୋହୂ

ଝାରସୁଗୁଡ଼ା ଅଫିସ,୨୧।୪: ୫ବର୍ଷ ତଳେ ଛତିଶଗଡ଼ରୁ ମହାନଦୀ ବନ୍ୟାଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବୁଧବାର ବାହାଘର ପରେ ବଧୂ ବେଶରେ ଓଡିଶାରୁ ଛତିଶଗଡ଼ ଫେରିଯାଇଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ବାଦିମାଲ ପଞ୍ଚାୟତ କୁଶମେଲ୍‌ ଗ୍ରାମର ପାଳିତ ମା’ବାପା ଝିଅ…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ ମଧ୍ୟ…

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି। ବାହାରର…

ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର

ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଥମ ଥର ପାଇଁ କିନ୍ନର ଓ ମହିଳାମାନେ ବ୍ୟାଟେରି ଚାଳିତ ୩ ଚକିଆ…

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।…

କୋଭିଡ୍‌ କଟକଣା ମାନିବାକୁ ଏନ୍‌ଏସିର କଡ଼ାକଡ଼ି ଯାଞ୍ଚ

ବୁଗୁଡ଼ା,୨୧।୪(ଡି.ଏନ୍‌.ଏ.): ବୁଗୁଡ଼ା ସହରରେ ବ୍ୟବସାୟୀ ଓ ସାଧାରଣ ଜନତା କୋଭିଡ୍‌ କଟକଣାକୁ ଠିକ୍‌ ଭାବେ ପାଳନ କରିବା ପାଇଁ ଏନ୍‌ଏସି ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଥିବା ବ୍ୟବସାୟ ପ୍ରତିଷ୍ଠାନକୁ ଯାଞ୍ଚ କରାଯାଇଛି। ବ୍ୟବସାୟୀମାନେ ମାସ୍କ ପିନ୍ଧିବା ଓ ଗ୍ରାହକମାନଙ୍କ ମଧ୍ୟରେ…

ତୋଟାକୁ ଆମ୍ବ ପାଇଁ ଯାଇଥିବା ବେଳେ ଦଳିଦେଲା ଦନ୍ତା

ଲୋଇସିଂହା,୨୧।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଦରଲ୍ଲୀପାଲି ଗାଁରେ ଦନ୍ତାହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିରଞ୍ଚି ସାହୁ। ସୂଚନାଯୋଗ୍ୟ, ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଦରଲ୍ଲୀପାଲି ଗାଁର ବିରଞ୍ଚି ବୁଧବାର ଭୋର୍‌ରୁ ନିଜ ତୋଟାକୁ ଆମ୍ବ…

ବଲାଙ୍ଗୀର ଗସ୍ତରେ ପୋଲିସ ଡିଜି ଅଭୟ

ବଲାଙ୍ଗୀର ଅଫିସ,୨୧।୪: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ପୂର୍ବାହ୍ନରେ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ସେ ହେଲିକପ୍ଟର ଯୋଗେ ମନୋହରପୁର ପୋଲିସ ପଡ଼ିଆ ହେଲିପ୍ୟାଡରେ ପହଞ୍ଚି ସ୍ଥାନୀୟ ରିଜର୍ଭ ପୋଲିସ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଜିଲାର କୋଭିଡ୍‌ ପରିସ୍ଥିତି ଓ ଆଇନଶୃଙ୍ଖଳା…

ଚିନ୍ତା ବଢ଼ାଇଲେଣି କୁମ୍ଭମେଳା ଫେରନ୍ତା

କଟକ ଅଫିସ,୨୧।୪: ରାଜ୍ୟରେ କୁମ୍ଭମେଳା ଫେରନ୍ତା ଚିନ୍ତା ବଢ଼ାଇ ଚାଲିଛନ୍ତି। ଆଜି କଟକରୁ ଆଉ ୧୩ କୁମ୍ଭମେଳା ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ସୂଚନା ଦେଇଛନ୍ତି। କଟକ ରେଳ ଷ୍ଟେଶନରେ ଆର୍‌ଟିପିସଆର ଟେଷ୍ଟ ବେଳେ ୧୩ ଜଣ କୁମ୍ଭମେଳା…

ବାସୁଦେବପୁରରୁ ୨ ଜଣଙ୍କ ଜୀବନ ନେଲା କରୋନା

ପଦ୍ମପୁର,୨୧।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଛତିଶଗଡ଼ରେ ଏକ କମ୍ପାନୀରେ କାମ କରୁଥିବା ବେଳେ ଉଭୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର ରାତିରେ ଛତିଶଗଡ଼ ଠାରେ ତାଙ୍କର ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?